ଛେଳି ବ୍ୟବସାୟୀଙ୍କୁ ଭୁଜାଲିରେ ଆକ୍ରମଣ: ୧ ଲକ୍ଷ ଟଙ୍କା ଲୁଟିନେଲେ ରାଜପଥ ଲୁଟେରା

ଛେଣ୍ଡିପଦା,୨୭।୬(ଡି.ଏନ୍‌.ଏ.)- ଅନୁଗୋଳ-ସମ୍ବଲପୁର ୫୫ ନଂ ଜାତୀୟ ରାଜପଥର ଜରପଡ଼ା ଥାନା ଅନ୍ତର୍ଗତ ସାଆନ୍ତରାପୁର ଗ୍ରାମ ନିକଟରେ ଗୁରୁବାର ସକାଳେ ଜଣେ ଛେଳି ବ୍ୟବସାୟୀ ଲୁଟର ଶିକାର ହୋଇଛନ୍ତି। ସେ ହେଲେ ଅନୁଗୋଳ ଥାନା ଅନ୍ତର୍ଗତ ଶାବଳଭଙ୍ଗା କରଞ୍ଜ ସାହି ଗ୍ରାମର ଡମ୍ବରୁ ସାହୁ । ଡମ୍ବରୁ ଛେଳି କିଣିବା ପାଇଁ ତୁକୁଡ଼ା ସାପ୍ତାହିକ ହାଟକୁ ଏକ ମୋଟରସାଇକେଲ ଯୋଗେ ଆସୁଥିବା ବେଳେ ୩ ଜଣ ଦୁର୍ବୃତ୍ତ ତାଙ୍କୁ ପିଛା କରି ରାସ୍ତା ଉପରେ ଅଟକାଇ ଥିଲେ। ହଠାତ ତାଙ୍କୁ ଏକ ଭୁଜାଲିରେ ଆକ୍ରମଣ କରିଥିଲେ। ଫଳରେ ଡମ୍ବରୁଙ୍କ ଡାହାଣ ହାତରେ ଗଭୀର ଆଘାତ ଲାଗିଥିଲା। ଏହାପରେ ଦୁର୍ବୃତ୍ତମାନେ ତାଙ୍କଠାରୁ ଏକ ଲକ୍ଷ ଟଙ୍କା ଲୁଟ୍‌ କରି ଫେରାର ହୋଇଯାଇଥିଲେ। ଖବରପାଇ ଜରପଡ଼ା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଗୁରୁତର ଅବସ୍ଥାରେ ଆହତ ବ୍ୟବସାୟୀଙ୍କୁ ଉଦ୍ଧାର କରି ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରଛିି। ତେବେ ସକାଳ ସମୟରେ ଜାତୀୟ ରାଜପଥ ଉପରେ ଏଭଳି ଲୁଟପାଟ ଘଟଣା ନେଇ ସାଧାରଣରେ ଆତଙ୍କ ଖେଳିଯାଇଛି। ପୋଲିସ ରାଜପଥ ଲୁଟେରାମାନଙ୍କୁ ଧରିବା ପାଇଁ ଛାନଭିନ ଜାରି ରହିଛି । ଏ ସମ୍ପର୍କରେ ଏକ ମାମଲା ରୁଜୁ କରି ଥାନା ଆଇଆଇସି ବିନ୍ଦୁ ବାସିନ୍ଦା ବିଶ୍ୱାଳ ତଦନ୍ତ ଜାରି ରଖିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

୨୨ରେ ଜିଲାପାଳ ଅଫିସ ଘେରିବ କଂଗ୍ରେସ

ଯାଜପୁର ଟାଉନ,୨୧।୧୧(ଡି.ଏନ.ଏ.): ଜିଲା କଂଗ୍ରେସ ପକ୍ଷରୁ ଆସନ୍ତା ୨୨ତାରିଖ ଜିଲାପାଳଙ୍କ ଅଫିସ ଘେରାଉ କରାଯାଇ ଗଣଧାରଣା ଦିଆଯିବ ବୋଲି ଜିଲା କଂଗ୍ରେସ ସଭାପତି ମନୋଜ କୁମାର...

ସୁଦୀପ ସୁଦର୍ଶନ ଯୁକ୍ତ ୨ ବିଜ୍ଞାନ ଟପ୍ପର, କେତେ ନମ୍ବର ରଖିଛନ୍ତି ଜାଣନ୍ତୁ

ଭୁବନେଶ୍ୱର,୧୨ା୮(ବ୍ୟୁରୋ) : ବୁଧବାର ଯୁକ୍ତ ୨ ବିଜ୍ଞାନ ପରୀକ୍ଷା ଫଳ ପ୍ରକାଶ ପାଇଛି। ଚଳିତବର୍ଷ ଜୁପିଟର ସାଇନ୍ସ ସ୍କୁଲର ଛାତ୍ର ସୁଦୀପ ସୁଦର୍ଶନ ରଣା ଟପ୍ପର...

ଅର୍ଚ୍ଚନା ଏବଂ ଅଧିକାରୀ

ଭୁବନେଶ୍ବର,୧୦ା୧୦(ବ୍ୟୁରୋ): ରାଜ୍ୟର ବହୁଚର୍ଚ୍ଚିତ ଅର୍ଚ୍ଚନା ନାଗ ଗିରଫ ଘଟଣାକୁ ନେଇ ବର୍ତ୍ତମାନ ଗୋଟିଏ ପରେ ଗୋଟିଏ କଥା ସାମ୍ନାକୁ ଆସିବାରେ ଲାଗିଛି। ବଡ଼ବଡ଼ିଆଙ୍କୁ ପ୍ରେମ ଜାଲରେ...

ପାର୍ବଣ ପୂର୍ବରୁ ପେଟ ଚିନ୍ତା

କାମାକ୍ଷାନଗର, ୩୧।୭(ଡି.ଏନ.ଏ.) – ଦିନ କେଇଟା ପରେ ପାଦ ଥାପିବ ପାର୍ବଣ। ମାଟିରେ ମାଟି ହୋଇ ମାଟିକୁ ଜୀବନ୍ତ ରୂପ ଦେଉଥିବା କାରିଗରଙ୍କୁ ଏତେବେଳକୁ ମିଳନ୍ତାନି...

ପ୍ରତିଟି ଜୀବନ ମୂଲ୍ୟବାନ୍‌: ମୁଖ୍ୟମନ୍ତ୍ରୀ

ରାୟଗଡ଼ା ଅଫିସ,୨୪।୧୧: ରାୟଗଡ଼ାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ଲୋକଙ୍କୁ ସ୍ମାର୍ଟ ସ୍ବାସ୍ଥ୍ୟ କାର୍ଡ ଦିଆଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଭିଡିଓ କନ୍‌ଫରେନ୍ସରେ...

ଏକକ ଷାଣ୍ମାସିକ ପରୀକ୍ଷାରେ ବିଭ୍ରାଟ ପ୍ରସଙ୍ଗ: ତ୍ରୁଟିକୁ ସ୍ବୀକାର କଲେ ମନ୍ତ୍ରୀ

ଭୁବନେଶ୍ୱର,୨।୧୧(ବ୍ୟୁରୋ): ରାଜ୍ୟରେ ପ୍ରଥମରୁ ଅଷ୍ଟମ ପର୍ଯ୍ୟନ୍ତ ଏକକ ଷାଣ୍ମାସିକ ପରୀକ୍ଷାରେ ହୋଇଥିବା ତ୍ରୁଟିକୁ ସ୍ବୀକାର କରିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ। ଏନେଇ...

କୂଳ ଖାଉଛି ବୁଢ଼ାବଳଙ୍ଗ :ଆତଙ୍କିତ ଅବସ୍ଥାରେ ୧୫ ପରିବାର

ବାଲେଶ୍ୱର ଅଫିସ, ୨୪।୮(ମାନସ ବିଶ୍ୱାଳ) -ବାଲେଶ୍ୱର ଜିଲା ରେମୁଣା ବ୍ଲକ ଅନ୍ତର୍ଗତ ଦହପଡ଼ା ପଞ୍ଚାୟତ ଦହପଡ଼ା ଗ୍ରାମ ଦେଇ ପ୍ରବାହିତ ହୋଇଥିବା ବୁଢ଼ାବଳଙ୍ଗ ନଦୀ କୂଳ...

ରାଜ୍ୟରେ ସୁସ୍ଥ ହେଲେ ୧୮୧୦ ଆକ୍ରାନ୍ତ: ଗଞ୍ଜାମରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୭।୮(ବ୍ୟୁରୋ)-ରାଜ୍ୟରେ ଶୁକ୍ରବାର ପୁଣି ୧୮୧୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୭୦୦ ଜଣ ସୁସ୍ଥ ହୋଇଥିବାବେଳେ ଖୋର୍ଦ୍ଧାରୁ ୨୦୨, କଟକରୁ ୧୪୭, ଗଜପତିରୁ...

Advertisement
Archives

Model This Week