Posted inଜାତୀୟ

ଛୋଟା ରାଜନଙ୍କୁ ହତ୍ୟା ଲାଗି ଯୋଜନା: ତିହାର ଜେଲ୍‌ରେ ସୁରକ୍ଷା ବଢ଼ିଲା

ନୂଆଦିଲ୍ଲୀ,୩୧ା୧୨(ଆଇଏଏନ୍‌ଏସ୍‌): ଅଣ୍ଡରଓ୍ବାଲର୍‌ଡ ଡନ୍‌ ତଥା ଡି-କମ୍ପାନୀ ସଦସ୍ୟ ଛୋଟା ସକିଲ ତାଙ୍କର ବିରୋଧୀ ଛୋଟା ରାଜନଙ୍କୁ ହତ୍ୟା କରିବା ପାଇଁ ଯୋଜନା କରିଥିବା ଜଣାପଡିବା ପରେ ତିହାର ଜେଲ୍‌ରେ ସୁରକ୍ଷା ବ୍ୟବସ୍ଥା ବଢ଼ାଇ ଦିଆଯାଇଛି। ସକିଲ ତାଙ୍କ ବସ୍‌ ଦାଉଦ୍‌ ଇବ୍ରାହିମ୍‌ ସହ ମିଶି କରାଚିରୁ ହତ୍ୟା ଷଡ଼ଯନ୍ତ୍ର ରଚିଛନ୍ତି ଏବଂ ଏହି ଦାୟିତ୍ୱ ଭାରତରେ ଥିତ୍ବା ଡି କମ୍ପାନୀ ସଦସ୍ୟଙ୍କୁ ଦେଇଛନ୍ତି। ତେଣୁ ତିହାର ଜେଲ୍‌ରେ ରହିଥିବା ଛୋଟା ରାଜନଙ୍କୁ ସମ୍ପୂର୍ଣ୍ଣ ସୁରକ୍ଷା ଯୋଗାଇଦେବାର ବ୍ୟବସ୍ଥା ହୋଇଛି ବୋଲି ଜେଲ୍‌ ଡିଜି ସନ୍ଦିପ୍‌ ଗୋୟଲ କହିଛନ୍ତି। ରାଜନଙ୍କୁ କାହା ସହ ଭେଟିବାକୁ ବାରଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରଜୌରୀରେ ଏନକାଉଣ୍ଟର, ଜଣେ ଯବାନ ଶହୀଦ

ଶ୍ରୀନଗର,୧୩।୯: ଜମ୍ମୁ ଡିଭିଜନର ରଜୌରୀ ଜିଲାରେ ଆତଙ୍କବାଦୀ ଏବଂ ସୁରକ୍ଷା ବାହିନୀ ମଧ୍ୟରେ ଏନକାଉଣ୍ଟର ଚାଲିଛି। ଏହି ଏନକାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ ହୋଇଥିବା ବେଳେ...

ମେଦବହୁଳତାରୁ ଦୂରେଇ ରହିବା ପାଇଁ ସକାଳେ ଏଥିରୁ ଅଧାଗ୍ଲାସେ…

ଥଣ୍ଡା କ୍ଷୀର ପିଇଲେ ଅନେକ ସୁଫଳ ମିଳିଥାଏ। ଏହା ଦ୍ୱାରା ଗ୍ୟାସ୍‌ଟ୍ରିକ୍‌ ସମସ୍ୟା ଦୂର ହୁଏ ବୋଲି ଆୟୁର୍ବେଦରେ ଉଲ୍ଲେଖ ଅଛି। ମେଦବହୁଳ ରୋଗୀଙ୍କ ପାଇଁ...

ଅକ୍ଟୋବର ୧୫ରୁ ଖୋଲିବ ସ୍କୁଲ

ନୂଆଦିଲ୍ଲୀ,୧ ।୧୦: କରୋନା ମହାମାରୀ ଯୋଗୁ ପ୍ରାୟ ୬ ମାସ ହେବ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିଛି । ହେଲେ ଜରୁରୀ ପରୀକ୍ଷା ପାଇଁ କିଛି...

କେବେ ହେବ ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ? ମୁଖ୍ୟମନ୍ତ୍ରୀ ଶିନ୍ଦେ ଦେଲେ ସୂଚନା

ମୁମ୍ବାଇ,୧୨।୭: ମହାରାଷ୍ଟ୍ର ସରକାରରେ ଏନସିପି ବିଧାୟକଙ୍କୁ ସାମିଲ କରାଯିବା ପରେ ଖୁବଶୀଘ୍ର କ୍ୟାବିନେଟ ସମ୍ପ୍ରସାରଣ ହେବ। ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ମଙ୍ଗଳବାର ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନ୍‌ଭିସ...

ହ୍ୟୁଣ୍ଡାଇ,ମାରୁତି କର୍ମଚାରୀ କରୋନା ଆକ୍ରାନ୍ତ

ନୂଆଦିଲ୍ଲୀ,୨୫।୫: କରୋନା ମହାମାରୀରୁ ଦେଶବାସୀଙ୍କୁ ସୁରକ୍ଷା ପ୍ରଦାନ କରିବା ଲକ୍ଷ୍ୟରେ ସାରା ଦେଶରେ ଲକ୍‌ଡାଉନ-୪ ଲାଗୁ କରାଯାଇଛି। ଏହି ଲକ୍‌ଡାଉନ ଅବଧି ମଧ୍ୟରେ ସରକାର ବହୁ...

କୋଇଲା ଅଭାବ, ରେଲଓ୍ବେ ପକ୍ଷରୁ ଚଳାଚଳ କରୁଛି ୩ କିଲୋମିଟର ଲମ୍ବ ଡ୍ରାଗନ ର଼୍ୟାକ…

ନୂଆଦିଲ୍ଲୀ, ୧୭।୫ : ଦେଶରେ ତାତି ବଢ଼ିବା ସହିତ ବିଦ୍ୟୁତ୍‌ ସଙ୍କଟ ଦେଖାଦେଇଛି। ତେବେ ରେଳଓ୍ବେ ପକ୍ଷରୁ ଉତ୍ତର ଭାରତରେ ବିଦ୍ୟୁତ୍‌ ସଙ୍କଟର ମୁକାବିଲା ପାଇଁ...

ଆଜି ମୋଦିଙ୍କୁ ଭେଟିବେ ମମତା

ନୂଆଦିଲ୍ଲୀ,୫।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ନୂଆଦିଲ୍ଲୀ ଗସ୍ତ କରିଛନ୍ତି। ତେବେ ଏହି ଗସ୍ତରେ ମମତା ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟି ରାଜ୍ୟ...

ଜେଇଏମ୍‌ ଟାର୍ଗେଟରେ ମୁମ୍ବାଇ

ନୂଆଦିଲ୍ଲୀ,୮ା୮: ପାକିସ୍ତାନୀ ଆତଙ୍କବାଦୀ ସଂଗଠନ ଜୈଶ୍‌-ଇ-ମହମ୍ମଦ (ଜେଇଏମ୍‌) ମୁମ୍ବାଇକୁ ଟାର୍ଗେଟ କରିପାରେ ବୋଲି ଭାରତୀୟ ଗୋଇନ୍ଦା ସଂସ୍ଥାଗୁଡ଼ିକ ସରକାରଙ୍କୁ ଜଣାଇଛନ୍ତି। ଏହା ବ୍ୟତୀତ ଜମ୍ମୁ-କଶ୍ମୀରର ସୁରକ୍ଷା...

Advertisement
Archives

Model This Week