Posted inଫୁରସତ

ଛୋଟ ନୋଟ୍‌ର ୧୦୩ ବର୍ଷର ବଡ଼ କାହାଣୀ

ମୁମ୍ବାଇ, ୧୩।୬: ଭାରତରେ ପ୍ରଚଳିତ ସବୁ କାଗଜ ନୋଟ୍‌ରେ ରିଜର୍ଭବ୍ୟାଙ୍କ ଗଭର୍ନରଙ୍କ ହସ୍ତାକ୍ଷର ରହିଥାଏ। ତେବେ କେବଳ ଏକ ଟଙ୍କିଆ ନୋଟ୍‌ରେ ନ ଥାଏ। ଏଥିରେ ଅର୍ଥ ସଚିବଙ୍କ ହସ୍ତାକ୍ଷର ରହିଥାଏ। ଏହାକୁ ରିଜର୍ଭ ବ୍ୟାଙ୍କ ମଧ୍ୟ ଜାରି କରନ୍ତି ନାହିଁ। ଏକ ଟଙ୍କିଆ ନୋଟ୍‌କୁ ଭାରତ ସରକାରଙ୍କ ଅର୍ଥ ମନ୍ତ୍ରଣାଳୟ ଜାରି କରନ୍ତି। ୧୯୩୫ ଏପ୍ରିଲ୍‌ ୧ରେ ଭାରତୀୟ ରିଜର୍ଭ ବ୍ୟାଙ୍କ ୧୯୩୪ ଅଧିନିୟମ ଦ୍ୱାରା ସ୍ଥାପିତ ହୋଇଥିଲା। ତେବେ ଏହା ପୂର୍ବରୁ ୧୯୧୭ ନଭେମ୍ବର ୩୦ରେ ଏକ ଟଙ୍କିଆ ନୋଟ୍‌ର ଛପାକାର୍ଯ୍ୟ ହୋଇଥିଲା। ଦେଶରେ ପ୍ରଚଳିତ ଏହି ଛୋଟ ନୋଟ୍‌ର ୧୦୩ ବର୍ଷର କାହାଣୀ ବେଶ୍‌ ରୋଚକ। ୧୯୨୬ରେ ଭାରତ ସରକାର ଏହାର ଛପାକୁ ବନ୍ଦ କରିଥିଲେ। ତେବେ ପରବର୍ତ୍ତୀ ସମୟରେ ୧୯୪ରେ ଏହାର ଛପା ପୁଣି ଆରମ୍ଭ ହୋଇଥିଲା। ୧୯୯୪ରେ ସରକାର ଏକ ଟଙ୍କିଆ ନୋଟ୍‌ ଛପା ବନ୍ଦ କରିଥିଲେ। ତେବେ ୨୦୧୫ଠାରୁ ପୁଣିଥରେ ଏକ ଟଙ୍କିଆ ନୋଟ୍‌ ଛପା ଆରମ୍ଭ ହୋଇଛି। ୨୦୨୦ ଫେବୃୟାରୀରେ ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ଏକ ଟଙ୍କିଆ ନୋଟ୍‌ ଛପା ସମ୍ପର୍କିତ ଅଧିସୂଚନା ଜାରି କରାଯାଇଥିଲା। ଏହି ଅଧିସୂଚନାରେ ନୋଟ୍‌ ପାଇଁ ନୂଆ କଳେବର ପ୍ରସ୍ତୁତ କରାଯାଇଥିଲା। ଅଧିସୂଚନା ଅନୁସାରେ ଏକ ଟଙ୍କିଆ ନୋଟ୍‌ର ଲମ୍ବା ୯.୭ ସେମି ଏବଂ ପ୍ରସ୍ଥ ୬.୩ ସେମି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଚଲିଙ୍ଗେଶ୍ୱରରେ ବାବାଙ୍କୁ ସ୍ପର୍ଶ ମନା: ଲାଗୁ ହେଲା କଟକଣା, ଜାଣନ୍ତୁ କାହିଁକି

ନୀଳଗିରି, ୨୭।୭ (ପ୍ରଶାନ୍ତ କୁମାର ବିଶ୍ୱାଳ): ଉତ୍ତର ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ ବାବା ପଞ୍ଚଲିଙ୍ଗେଶ୍ୱରରେ ଶ୍ରାବଣ ମାସର ଦ୍ୱିତୀୟ ସୋମବାର ଅବସରରେ ଝରଣା ପାଣିର ପ୍ରଖର ସ୍ରୋତ…

ପଡ଼ୋଶୀଙ୍କ ପଥରମାଡ଼ରେ ଯୁବକ ମୃତ, ୫ ଜଣଙ୍କୁ ପୋଲିସ ଅଟକ ରଖି…

ବଲାଙ୍ଗୀର,୨୭ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ଼ ଉପଖଣ୍ଡରୁ ଆସିଛି ଏକ ଚାଞ୍ଚଲ୍ୟକର ଖବର। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ପଥରମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି।…

ନଦୀରେ ବୁଡ଼ିଗଲେ ନାବାଳିକା କାଉଡ଼ିଆ: ଶିବ ମନ୍ଦିରରେ ଜଳଲାଗି ପାଇଁ….

ବାଲେଶ୍ୱର, ୨୭ (ବାଞ୍ଛାନିଧି ଦେ): ଶ୍ରାବଣ ମାସର ପ୍ରଥମ ସୋମବାରରେ ଘଟିଛି ଏକ ଅଭାବନୀୟ ଘଟଣା। ଶିବ ମନ୍ଦିରରେ ଜଳଲାଗି ପାଇଁ ନଦୀରୁ ପାଣି ଆଣିବାକୁ ଯାଇଥିବା…

ଫାଶୀ ଖୁଣ୍ଟର ସମ୍ମୁଖୀନ ହେବେ ବାଂଲାଦେଶର ପୂର୍ବତନ ରାଷ୍ଟ୍ରପତି? ଅଡୁଆରେ ଶେଖ ହାସିନାଙ୍କ ଶେଷ ସହଯୋଗୀ

ଢାକା,୨୭।୭: ବାଂଲାଦେଶର ରାଷ୍ଟ୍ରପତି ମହମ୍ମଦ ଶାହାବୁଦ୍ଦିନ ସମ୍ପ୍ରତି ଇସ୍ତଫା ଦେଇଛନ୍ତି। ବାଂଲାଦେଶରେ ବିପ୍ଳବ ପରେ, ସେ ଶେଖ ହାସିନାଙ୍କ ଅନ୍ତର୍ନିହିତ ସଦସ୍ୟ ମଧ୍ୟରୁ କ୍ଷମତାରେ ଥିବା ଶେଷ…

ସୁପ୍ରିମକୋର୍ଟଙ୍କ ବଡ଼ ମନ୍ତବ୍ୟ: ଶାନ୍ତିପୂର୍ଣ୍ଣ ଆନ୍ଦୋଳନ ବେଳେ ପୋଲିସର ଲାଠିମାଡ଼ ଠିକ୍‌ ନୁହେଁ

ନୂଆଦିଲ୍ଲୀ,୨୭।୮: ଶାନ୍ତିପୂର୍ଣ୍ଣ ଆନ୍ଦୋଳନ କରିବା ସମସ୍ତଙ୍କ ଅଧିକାର ରହିଛି। ଶାନ୍ତିପୂର୍ଣ୍ଣ ଭାବେ ଆନ୍ଦୋଳନ କଲେ ଲାଠିଚାର୍ଜ କରାଯାଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ସୁପ୍ରିମକୋର୍ଟରେ ଦାଖଲ ହୋଇଥିବା…

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ଏବେ CJPର କାହା ଉପରେ ନଜର? ନେଲା ନୂଆ ପଦକ୍ଷେପ, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୨୭॥୭: ନିଟ୍‌ ପେପର ଲିକ୍‌ ମାମଲାରେ ଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ପରେ କକ୍ରୋଚ ଜନତା ପାର୍ଟି (CJP) ଉତ୍ତରପ୍ରଦେଶରେ ମୋର୍ଚ୍ଚା ଖୋଲିଛି। ୟୁପି ସରକାର ରାମପୁରର ଜୌହର…

ସ୍ତ୍ରୀଙ୍କ ସାମ୍ନାରେ ସ୍ବାମୀଙ୍କୁ ବୀଭତ୍ସ ହତ୍ୟା କରି ଜେଲ୍‌ ଗଲେ ବାପ-ପୁଅ

ଜୟପାଟଣା,୨୭ା୭(ଓମ୍‌ ପ୍ରକାଶ ବୈଠାରୁ): କଳାହାଣ୍ଡି ଜିଲା ଜୟପାଟଣା ଥାନା ଅନ୍ତର୍ଗତ କୁମଜୋର ଗ୍ରାମରେ ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଘଟିଥିବା ହତ୍ୟାକାଣ୍ଡରେ ପୋଲିସ ବଡ଼ ସଫଳତା ପାଇଛି।…

‘ମ୍ୟାନ ଅଫ ଦି ସିରିଜ’ ବିବେଚିତ ହେବା ପରେ ହୃଦୟସ୍ପର୍ଶୀ ବୟାନ ଦେଇ ମନ କିଣିଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୭।୭: ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ଗସ୍ତର ତିକ୍ତ ସ୍ମୃତିକୁ ପଛରେ ପକାଇ, ଟିମ ଇଣ୍ଡିଆ ଜିମ୍ବାୱେରେ ବିଜୟୀ ହୋଇଥିଲା। ଭାରତ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri