ଛୋଟ ପରଦାରେ ନଜର ଆସିବେ ଗ୍ରେସୀ ସିଂହ

‘ଲଗାନ୍‌’ ଏବଂ ‘ମୁନ୍ନା ଭାଇ ଏମ୍‌ବିବିଏସ୍‌’ ପରି ଫିଲ୍ମରେ ଅଭିନୟ କରିସାରିଥିବା ଅଭିନେତ୍ରୀ ଗ୍ରେସୀ ସିଂହଙ୍କୁ ଏବେ ପୁଣିଥରେ ଛୋଟ ପରଦାରେ ଦେଖିବାକୁ ମିଳିବ। ଗ୍ରେସୀ ୨୦୧୫ରେ ଛୋଟ ପରଦାରୁ ଅଭିନୟରେ କ୍ୟାରିୟର ଆରମ୍ଭ କରିଥିଲେ। ଏଥିରେ ସେ ସନ୍ତୋଷୀ ମା’ ଚରିତ୍ରରେ ଦର୍ଶକଙ୍କ ସମ୍ମୁଖକୁ ଆସିଥିଲେ। ଏହି ଶୋ’ ୨୦୧୭ରେ ବନ୍ଦ ହୋଇଯାଇଥିଲା। ୨ ବର୍ଷ ପରେ ଏବେ ଗ୍ରେସୀ ପୁଣି ଥରେ ସନ୍ତୋଷୀ ମା’ ଚରିତ୍ରରେ ଅଭିନୟ କରିବେ। ‘ସନ୍ତୋଷୀ ମା’: ସୁନାଏ ବ୍ରତ କଥାଏ’ ନାମକ ଏହି ଶୋ’ରେ ସେ ମା’ଙ୍କ ବ୍ରତ କଥା ବିଷୟରେ କହିବେ। ଏ ନେଇ ଗ୍ରେସୀ ଏକ ଭିଡିଓ ମଧ୍ୟ ସୋସିଆଲ ମିଡିଆରେ ଶେୟାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହକୁ ନେଇ ମୁହଁ ଖୋଲିଲେ ସାରା

ମୁମ୍ବାଇ: ବଲିଲଡ୍‌ ଷ୍ଟାରକିଡ୍‌ ସାରା ଅଲି ଖାଁ ଏବେ ତାଙ୍କ ଅପ୍‌ କମିଂ ଫିଲ୍ମ ‘ଲଭ ଆଜ କଲ୍‌’ର ପ୍ରମୋଶନରେ ବ୍ୟସ୍ତ ଅଛନ୍ତି। ନିକଟରେ ସେ...

ବଲିଉଡ୍‌ ଫେଷ୍ଟିଭାଲରେ ସମ୍ମାନିତ ହେବେ ବୋମନ ଇରାନୀ

ମୁମ୍ବାଇ: ବଲିଉଡ୍‌ ଅଭିନେତା ବୋମନ ଇରାନୀଙ୍କୁ ଭାରତୀୟ ଫିଲ୍ମରେ ତାଙ୍କର ଉଲ୍ଲେଖନୀୟ ଅବଦାନ ଯୋଗୁ ନରଓ୍ବେରେ ଆୟୋଜିତ ହେଉଥିବା ୧୭ତମ ବଲିଉଡ୍‌ ଫେଷ୍ଟିଭାଲରେ ସମ୍ମାନିତ କରାଯିବ।...

ବିଜ୍ଞାପନ କରି ଅଡୁଆରେ ଅକ୍ଷୟ

ମୁମ୍ବାଇ: ବଲିଉଡ୍‌ ଅଭିନେତା ଅକ୍ଷୟ କୁମାର ଏକ ନାମୀଦାମୀ ବ୍ରାଣ୍ଡ ଓ୍ବାଶିଂ ପାଉଡରର ବିଜ୍ଞାପନ କରି ଏବେ ବିବାଦ ଘେରକୁ ଚାଲିଆସିଛନ୍ତି। ମରାଠା ଯୋଦ୍ଧାଙ୍କ ପରିହାସ...

‘ମର୍ଦ୍ଦାନି ୨’ ରିଲିଜ ଡିସେମ୍ବର ୧୩

ମୁମ୍ବାଇ: ରାଣୀ ମୁଖାର୍ଜୀଙ୍କ ଅଭିନୀତ ‘ମର୍ଦ୍ଦାନି ୨’ ଡିସେମ୍ବର ୧୩ରେ ରିଲିଜ ହେବାକୁ ଯାଉଛି। ଏଥିରେ ଜଣେ ପୋଲିସ ଅଫିସର ଭାବେ ଶିବାନୀ ରଏ ଭୂମିକାରେ...

ବାଇକ୍‌ ଚଲାଇବା ଯୋଗୁ ସିନେମାରେ କାମ ପାଇଥିଲି

ଯେତେ ବି ଅନୁଭୂତି ଥାଉ, ପ୍ରଥମ ଥର କ୍ୟାମେରା ସମ୍ମୁଖୀନ କରିବାର ଅନୁଭୂତି ଚିରସ୍ମରଣୀୟ।ମଡେଲିଂ କରୁଥିବା ଯୋଗୁ ମୋତେ ସିନେମାରେ ପ୍ରବେଶ କରିବା ସହଜ ହୋଇଥିଲା।...

ସାହୋ: ରିଲିଜ୍‌ ହେଲା ‘ଇନି ସୋନି’ର ଟିଜର୍‌

ମୁମ୍ବାଇ: ଶ୍ରଦ୍ଧା କପୁର ଓ ପ୍ରଭାସଙ୍କ ଅଭିନୀତ ଫିଲ୍ମ ‘ସାହୋ’ର ରୋମାଣ୍ଟିକ୍‌ ଟ୍ରାକ୍‌ ‘ଇନି ସୋନି’ ଗୀତର ଟିଜର୍‌ ହୋଇଛି। ନିକଟରେ ଏହାର ପୋଷ୍ଟର ରିଲିଜ୍‌...

ରୁମ୍‌ରେ ଯେଉଁ ମଡେଲଙ୍କ ଲଗାଉଥିଲେ ପୋଷ୍ଟର, ତାଙ୍କୁ କଲେ ବିବାହ: ୨୧ବର୍ଷ ପରେ ହେଲା ବିଚ୍ଛେଦ

ମୁମ୍ବାଇ: ଅଭିନେତା ଅର୍ଜୁନ ରାମପାଲ ମଙ୍ଗଳବାର ନିଜର ୪୭ତମ ଜନ୍ମଦିନ ପାଳନ କରିଛନ୍ତି। ୧୯୭୨ ନଭେମ୍ବର ୨୬ରେ ମଧ୍ୟପ୍ରଦେଶର ଜବଲପୁର ସହରରେ ସେ ଜନ୍ମଗ୍ରହଣ କରିଥିଲେ।...

Coronavirus Update


Archives

Model This Week

Why Dharitri