ଛୋଟ ପିଲାଙ୍କୁ ଖାଦ୍ୟ ବାଣ୍ଟିଲେ ଆଶାକର୍ମୀ

ବିଞ୍ଝାରପୁର,୬।୪(ଡି.ଏନ.ଏ): ସ୍ବଳ୍ପ ଦରମା ସତ୍ତ୍ୱେ ବିଞ୍ଝାରପୁର ବ୍ଲକ ଘଣ୍ଟିଆଳି ପଞ୍ଚାୟତ ଲେଙ୍କାସାହିର ଆଶାକର୍ମୀ ତିଳୋତ୍ତମା ବେହେରା ନିଜସ୍ବ ଉଦ୍ୟମରେ ଗ୍ରାମର ବିଭିନ୍ନ ପରିବାରରେ ଥିବା ଛୋଟ ପିଲାଙ୍କ ପାଇଁ ଖାଦ୍ୟ ସାମଗ୍ରୀ ବଣ୍ଟନ କରିଛନ୍ତି। ଲକ୍‌ଡାଉନ ଯୋଗୁ ଉକ୍ତ ଗାଁରେ ଗରିବ ଖଟିଖିଆ ନିଜ ପିଲାଙ୍କ ପାଇଁ ଖାଦ୍ୟ ଯୋଗାଇ ପାରି ନ ଥିଲେ। ଏହାଜାଣି ଆଶାକର୍ମୀ ବେହେରା ପିଲାଙ୍କ ଖାଦ୍ୟ ସାମଗ୍ରୀ ପ୍ୟାକେଟ କରି ଗାଁରେ ଘରକୁ ଘର ବୁଲି ଖାଦ୍ୟ ସାମଗ୍ରୀ ବଣ୍ଟନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାୟୁ ପ୍ରଦୂଷଣ ଅଧିକ ହେଲେ କରୋନା ମୃତ୍ୟୁ ସଂଖ୍ୟା ବଢ଼ିବା ଆଶଙ୍କା…

ଜେନେଭା, ୫।୬ : କରୋନା ମହାମାରୀ ସଂକ୍ରମଣକୁ ଅଢ଼େଇ ବର୍ଷରୁ ଅଧିକ ଦିନ ପୂରଣ ହେଲାଣି। ଏହାକୁ ଶତାବ୍ଦୀର ବୃହତ୍‌ ସ୍ବାସ୍ଥ୍ୟ ସଙ୍କଟ ଭାବରେ ବିଶ୍ୱ...

ଗଜାଧାନ ଧରି ଚାଷୀ ଜିଲା ଯୋଗାଣ ଅଧିକାରୀଙ୍କ ଦ୍ୱାରସ୍ଥ

ଦେଓଗାଁ, ୫ା୭(ଡି.ଏନ.ଏ.) : ବଲାଙ୍ଗୀର ସଦର ବ୍ଲକ ଭୂତିଆରବାହାଲ ପଞ୍ଚାୟତ ଅନ୍ତର୍ଗତ କୁଠୁର୍ଲାର ଅନେକ ଚାଷୀ ରବିଧାନ ଚାଷ କରି ବିକ୍ରି କରିପାରୁ ନାହାନ୍ତି। ଏ...

କାଗଜକଲମରେ ଚାଲିଛି ଉଠା ଜଳସେଚନ ପ୍ରକଳ୍ପ : ବର୍ଷା ଅଭାବରୁ ତଳିଘେରା ଫାଟି ଆଁ କରିଛି

ନାଉଗାଁ,୧୮।୭(ସ୍ବ.ପ୍ର.): ଜଗତସିଂହପୁର ଜିଲା ନାଉଗାଁ ବ୍ଲକରେ ଚଳିତବର୍ଷ ସ୍ବଳ୍ପ ବୃଷ୍ଟିପାତ ଯୋଗୁ ଚାଷକାର୍ଯ୍ୟରେ ବାଧା ଉପୁଜିଛି। ବ୍ଲକର ୧୬ଟି ପଞ୍ଚାୟତ ମଧ୍ୟରୁ ତିରୁଣା, ଡାବର ପଞ୍ଚାୟତରେ...

ଜୁଆର ମାଡ଼ରେ ୩୦ ପରିବାରର ଘର ନଷ୍ଟ

ଚିକିଟି,୧୭ା୮(ଡି.ଏନ.ଏ.)-ଚିକିଟି ବ୍ଲକ୍‌ କତୁରୁ ପଞ୍ଚାୟତର ସମୁଦ୍ରତଟବର୍ତ୍ତୀ ରାମେୟାପାଟଣା ଗ୍ରାମରେ ଗୁରୁବାର ମଧ୍ୟାହ୍ନରେ ୫ ଫୁଟର ସମୁଦ୍ର ଜୁଆର ମାଡିଯାଇ ୩୦ ପରିବାରର ଘର ସମ୍ପୂର୍ଣ୍ଣ ନଷ୍ଟ...

ପ୍ରବାସୀ ଶ୍ରମିକଙ୍କୁ ନେଇ ଯାଉଥିବା ବସ୍‌କୁ ପଛରୁ ପିଟିଲା ଟ୍ରଲର, ୭ ଗୁରୁତର

ବସ୍ତା,୩୧।୫(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ୬୦ ନଂ ଜାତୀୟ ରାଜପଥର ଦଣ୍ଡିକା ଛକ ନିକଟରେ ରବିବାର ବସ୍‌କୁ ଏକ ଟ୍ରଲର ପଛପଟୁ ଧକ୍କା...

ବଢୁଛି ପଥର ଚୋରି

ଖୋର୍ଦ୍ଧା ଅଫିସ,୯ା୧: ଖୋର୍ଦ୍ଧା ସବ୍‌ଡିଭିଜନରେ ମାଙ୍କଡା, କଳାମୁଗୁନି ପଥର ଚୋରି ବଢ଼ିବାରେ ଲାଗିଛି। ତହସିଲ କର୍ତ୍ତୃପକ୍ଷ ଓ ପୋଲିସର ଚଢାଉ ପଥର ଚୋରିକୁ ରୋକିବାରେ ସକ୍ଷମ...

ଯାଜପୁରର ୨ ନୂଆ ଆକ୍ରାନ୍ତ କୋଲକାତା ଫେରନ୍ତା: ସମସ୍ତେ ବରୀ ବ୍ଲକ ଅଞ୍ଚଳର, ଲକ୍ଷଣ ନ ଥିଲା

ଭୁବନେଶ୍ୱର (ବ୍ୟୁରୋ)/ ବରି(ସ୍ବ.ପ୍ର.)/ରତ୍ନଗିରି(ଡି.ଏନ୍‌.ଏ.), ୨।୫: ଯାଜପୁରରେ ଚିହ୍ନଟ ହୋଇଥିବା ୨ ନୂଆ ଆକ୍ରାନ୍ତଙ୍କ ବିଷୟରେ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।...

ଦୁର୍ଘଟଣାରେ ୨ ପରୀକ୍ଷାର୍ଥୀଙ୍କ ଜୀବନ ଗଲା

କେନ୍ଦୁଝର,୨୬ା୯(ସ୍ବ.ପ୍ର.): କେନ୍ଦୁଝର ଜିଲାର ପୃଥକ୍‌ ସ୍ଥାନରେ ରବିବାର ସଡ଼କ ଦୁର୍ଘଟଣାରେ ୨ପରୀକ୍ଷାର୍ଥୀଙ୍କ ସମେତ ୩ ଜଣଙ୍କ ମୃତ୍ୟୁ ଘଟିଛି। ଟାଉନ ଥାନା ଅଧୀନ ରାମଚନ୍ଦ୍ରପୁର ନିକଟରେ...

Advertisement
Archives

Model This Week