ଜଗତ୍‌ସିଂହପୁର କ୍ୟାଡର ପିପିଙ୍କୁ ସମ୍ବର୍ଦ୍ଧନା

ଜଗତ୍‌ସିଂହପୁର ଅଫିସ,୯ା୧୨: ଓଡ଼ିଶା କ୍ରାଇମବ୍ରାଞ୍ଚ ତରଫରୁ ଜଗତ୍‌ସିଂହପୁର କ୍ୟାଡର ପବ୍ଲିକ ପ୍ରସିକ୍ୟୁଟର (ପିପି) ନଳିନୀକାନ୍ତ ମହାରଣାଙ୍କୁ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି। ମାମଲା ପରିଚାଳନାରେ ସାମଗ୍ରୀକ ସଫଳତା ଓ ଦଣ୍ଡବିଧାନ ହାରକୁ ନେଇ ମହାରଣାଙ୍କୁ କ୍ରାଇମବ୍ରାଞ୍ଚ ଅତିରିକ୍ତ ଡିଜି ସନ୍ତୋଷ ଉପାଧ୍ୟାୟ ସମ୍ମାନିତ କରିଛନ୍ତି। କଟକସ୍ଥିତ ଓଡ଼ିଶା କ୍ରାଇମବ୍ରାଞ୍ଚ କାର୍ଯ୍ୟାଳୟରେ ପିପିମାନଙ୍କ ଏକ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ଏଥିରେ ଓଡ଼ିଶାର ବିଭିନ୍ନ ଜିଲାରରୁ ପିପି, ସ୍ପେଶାଲ ପିପି, ଅତିରିକ୍ତ ପିପିମାନେ ଯୋଗ ଦେଇଥିଲେ। ଏଥିରେ ଅପରାଧ ସମ୍ବନ୍ଧୀୟ ବିଭିନ୍ନ ଆଇନରେ ସଂଶୋଧନ ସଂକ୍ରାନ୍ତରେ ସବିଶେଷ ଆଲୋଚନା କରାଯାଇଥିଲା। କ୍ରାଇମବ୍ରାଞ୍ଚ ଅତିରିକ୍ତ ଡିଜି ଉପାଧ୍ୟାୟ ବୈଜ୍ଞାନିକ ପଦ୍ଧତିରେ ତଦନ୍ତ ଉପରେ ଗୁରୁତ୍ୱାରୋପ କରିଥିଲେ। ଏହି ଅବସରରେ ଯେଉଁ ପିପିମାନଙ୍କ ଦଣ୍ଡହାର ଅଧିକ ସେମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାର୍‌ହା ପାଇଁ ବିଛା ଯାଇଥିବା ତାରରେ ଫଶିଗଲେ ଚାଷୀ; ଚାଲିଗଲା ଜୀବନ, ଗ୍ରାମରେ ଶୋକାକୂଳ ପରିବେଶ

ଦିଗପହଣ୍ଡି,୧୩।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏସ.ଗୋପାଳପୁର ପଞ୍ଚାୟତ ପ୍ରତାପଗିରି ଗ୍ରାମ ନିକଟ ଚାଷଜମିରେ କେହି ଶିକାରୀ ବନ୍ୟଜନ୍ତୁ ବାରହା ଶିକାର ପାଇଁ ବିଦ୍ୟୁତ…

ଇଂଲଣ୍ଡକୁ ବଡ଼ ଝଟକା: ଦୀର୍ଘ ସମୟ ପାଇଁ ଦଳରୁ ବାଦ ପଡ଼ିବେ ଜୋସ ବଟଲର୍‌? ହସ୍ପିଟାଲରୁ ଫଟୋ ଶେୟାର କରି କହିଲେ

ନୂଆଦିଲ୍ଲୀ,୧୩।୧୦: ବାମ ଗୋଡ଼ର ହ୍ୟାମଷ୍ଟ୍ରିଂ (hamstring) ଅସ୍ତ୍ରୋପଚାର ପରେ ଜୋସ ବଟଲର ଦୀର୍ଘ ସମୟ ପାଇଁ କ୍ରିକେଟରୁ ଦୂରେଇ ରହିବାର ସମ୍ଭାବନା ରହିଛି। ଇଂଲଣ୍ଡର ଏହି ୱିକେଟକିପର-ବ୍ୟାଟର…

ବଲାଙ୍ଗୀରରେ ଉତ୍ତେଜନା, ଏବିଭିପି ସମର୍ଥକଙ୍କୁ ବାଥରୁମରେ ବନ୍ଦ କଲେ ବିଜେଡି ସମର୍ଥକ

ବଲାଙ୍ଗୀର,୧୩।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରେ ଛାତ୍ର ସଂସଦ ନିର୍ବାଚନ ଉଷ୍ମତା ବଢ଼ିବାରେ ଲାଗିଛି । ବଲାଙ୍ଗୀର ସର୍କିଟ ହାଉସରେ କିଛି ଏବିଭିପି ନେତା ଓ ସମର୍ଥକ…

ଡେବ୍ୟୁ ମ୍ୟାଚ୍‌ରେ ଇତିହାସ ରଚିଲେ ଏହି କ୍ରିକେଟର୍‌: ଭାଙ୍ଗିଲେ କୋହଲିଙ୍କ ରେକର୍ଡ

ନୂଆଦିଲ୍ଲୀ,୧୩।୧୦: କୌଣସି ଖେଳାଳିଙ୍କ ପାଇଁ ପ୍ରଥମ ଥର ଟେଷ୍ଟ ଦଳର ଅଧିନାୟକ ହେବା ଏକ ବଡ଼ ଆହ୍ବାନ। କିନ୍ତୁ ଆଫଗାନିସ୍ତାନର ରହମତ ଶାହ ଏହି ଦାୟିତ୍ୱକୁ ସ୍ମରଣୀୟ…

୭୭ ବର୍ଷରେ ହେମାଙ୍କ ଜବରଦସ୍ତ ଡ୍ୟାନ୍ସ! ମନ ଜିଣିଲେ ଡ୍ରିମ୍‌ ଗର୍ଲ

ମୁମ୍ବାଇ,୧୩।୧୦: ବୟସ ମାତ୍ର ଏକ ସଂଖ୍ୟା! ୭୭ ବର୍ଷ ବୟସରେ ବି ନିଜ ନୃତ୍ୟର ଯାଦୁରେ ଦର୍ଶକଙ୍କ ହୃଦୟ ଜିଣୁଛନ୍ତି ବଲିଉଡ୍‌ର ଡ୍ରିମ୍‌ ଗର୍ଲ ହେମା ମାଳିନୀ…

୩୮ ବର୍ଷ ବୟସରେ ଟିମ୍‌ ବଦଳାଇଲେ ଏହି କ୍ରିକେଟର୍‌: ପ୍ରଥମ ମ୍ୟାଚ୍‌ରେ କଲେ ଚମତ୍କାର

ଚଣ୍ଡିଗଡ଼,୧୩।୧୦: ଭାରତୀୟ କ୍ରିକେଟ ଦଳରୁ ଦୀର୍ଘଦିନ ଧରି ବାହାରେ ଥିବା ଅଭିଜ୍ଞ ଦ୍ରୁତ ବୋଲର ଉମେଶ ଯାଦବ ରଣଜୀ ଟ୍ରଫି ୨୦୨୬-୨୭ ସରିଜ୍‌ରେ ଜବରଦସ୍ତ ଆରମ୍ଭ କରିଛନ୍ତି।…

ଦିଲ୍ଲୀରେ ସକାଳୁ ସକାଳୁ CJPର ବିକ୍ଷୋଭ; ଆଶୁତୋଷ ରଙ୍କା ଅଟକ, ସୌରଭ ଦାସ ପୋଲିସ ହେପାଜତରେ

ନୂଆଦିଲ୍ଲୀ,୧୩।୧୦: ‘କକରୋଚ ଜନତା ପାର୍ଟି’ (CJP) ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଏକ କଠୋର ଆଭିମୁଖ୍ୟ ଗ୍ରହଣ କରିଛି। ଆଜି ସକାଳେ ପ୍ରାୟ…

IPLକୁ ଫେରିପାରନ୍ତି ଏହି ଖେଳାଳି; କେଉଁ ଫ୍ରାଞ୍ଚାଇଜ ତାଙ୍କ ପାଇଁ ଉପଯୁକ୍ତ ହେବ? ପୂର୍ବତନ କ୍ରିକେଟର୍‌ କହିଲେ…

ନୂଆଦିଲ୍ଲୀ,୧୩।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ବର୍ତ୍ତମାନ ପାଞ୍ଚ-ମ୍ୟାଚ ବିଶିଷ୍ଟ T20 ସିରିଜ ଚାଲିଛି, ଯେଉଁଥିରେ ଭାରତୀୟ ଦଳ ୨-୧ରେ ଆଗୁଆ ରହିଛି। ଏହି ସିରିଜର ଚତୁର୍ଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?