ଜଗନ୍ନାଥଙ୍କ ଦର୍ଶନ ଲାଗି ଶ୍ରଦ୍ଧାଳୁଙ୍କ ପୁରୀ ଯାତ୍ରା, ପାଦରେ ଚାଲି ଚାଲି ପହଞ୍ଚିବେ

ଭୁବନ,୨୮।୦୬(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିର ୬୦ ଜଣରୁ ଊର୍ଦ୍ଧ୍ୱ ଶ୍ରଦ୍ଧାଳୁ ଶୁକ୍ରବାର ପାଦରେ ଚାଲି ଜଗନ୍ନାଥଙ୍କ ଦର୍ଶନ କରିବା ନିମନ୍ତେ ପୁରୀ ଯାତ୍ରା କରିଛନ୍ତି। ପ୍ରତ୍ୟେକ ବର୍ଷ ପରି ଚଳିତ ବର୍ଷ ମଧ୍ୟ ଶ୍ରଦ୍ଧାଳୁମାନେ ଭୁବନ ଜଗନ୍ନାଥ ମନ୍ଦିରରେ ପୂଜାର୍ଚ୍ଚନା କରି ସଙ୍କୀର୍ତ୍ତନ କରି ଯାତ୍ରା ଆରମ୍ଭ କରିଥିଲେ। ଏହି ଯାତ୍ରାରେ ଭୁବନ ଅଞ୍ଚଳର ବିଶିଷ୍ଟ ସଙ୍କୀର୍ତ୍ତନ ଗୁରୁ ହୃଦାନନ୍ଦ ବେହେରାଙ୍କ ତତ୍ତ୍ୱାବଧାନରେ ବରିଷ୍ଟ ତଥା ଜଗନ୍ନାଥଙ୍କ ସେବକ ଖଗେଶ୍ବର ସାହୁଙ୍କ ସହଯୋଗରେ ଯୁବକଠାରୁ ବୟୋଜ୍ୟେଷ୍ଠ ବ୍ୟକ୍ତି ମାନେ ସାମିଲ ଅଛନ୍ତି। ଭକ୍ତ ମାନେ ସଙ୍କୀର୍ତ୍ତନ କରି ଜଗନ୍ନାଥଙ୍କ ଜଣାଣ ଗାନ କରି ପାଦରେ ଚାଲି ଚାଲି ନେତ୍ରୋତ୍ସବ ଦିନ ପୁରୀରେ ପହଞ୍ଚିବେ ବୋଲି ବୟୋଜ୍ୟେଷ୍ଠ ବ୍ୟକ୍ତି ମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବକେୟା ବାଦ୍‌ ଦିଅ, ନଗଦ ବିଲ୍‌ ଆଦାୟ କର

ଢେଙ୍କାନାଳ ଅଫିସ, ୧୮।୧ – ବକେୟା ବିଦ୍ୟୁତ୍‌ ବିଲ୍‌ ପୈଠ କରୁଥିବା ଉପଭୋକ୍ତାଙ୍କ ପ୍ରତି କଠୋର ଆଭିମୁଖ୍ୟ ଗ୍ରହଣ କରିଛି ସେସୁ। ଏହାକୁ ନେଇ ସାଧାରଣରେ...

ମାଲବାହୀ ଟ୍ରକ୍‌ ଚାଳକଙ୍କୁ ରନ୍ଧାଖାଦ୍ୟ ବଣ୍ଟନ

ଢେଙ୍କାନାଳ ଅଫିସ, ୧୨।୪-କରୋନା ବିପତ୍ତି ବେଳେ ଅତ୍ୟାବଶ୍ୟକ ସାମଗ୍ରୀ ପହଞ୍ଚାଉଥିବା ଟ୍ରକ୍‌ ଚାଳକଙ୍କୁ ଢେଙ୍କାନାଳ ଛାତ୍ର ବିଜେଡି ପକ୍ଷରୁ ୫୫ନଂ. ଜାତୀୟ ରାଜପଥର ବିଭିନ୍ନ ସ୍ଥାନରେ...

ବିଦ୍ୟୁତ୍‌ ବିଭାଗ ଚଢ଼ାଉକୁ ନେଇ ଉତ୍ତେଜନା

ପରଜଙ୍ଗ, ୬।୯(ଡି.ଏନ୍‌.ଏ.) ଢେଙ୍କାନାଳ ଜିଲା ପରଜଙ୍ଗ ବଜାରରେ ଥିବା ବ୍ୟବସାୟିକ ପ୍ରତିଷ୍ଠାନରେ ଶୁକ୍ରବାର ବିଦ୍ୟୁତ୍‌ ବିଭାଗ ପକ୍ଷରୁ ଚଢ଼ାଉକୁ ନେଇ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହୋଇଛି।...

ବିଜୟ ପଥରେ ବିଦ୍ରୋହୀ କଣ୍ଟା

ଢେଙ୍କାନାଳ ଅଫିସ, ୧୨ ।୩ ଶେଷ ପର୍ଯ୍ୟନ୍ତ ଟିକଟ ପାଇଁ ଆଶା ବାନ୍ଧି କରିଥିଲେ ଅପେକ୍ଷା। ତେବେ ଦଳୀୟ ନିଷ୍ପତ୍ତି ଆଗରେ ନିରାଶ ହେବାକୁ ପଡ଼ିଲା।...

ଅଛୁଆଁ ହେଲେ କରୋନା ରୋଗୀ

ଢେଙ୍କାନାଳ ଅଫିସ,୮।୫: କରୋନା ସଂକ୍ରମିତ ବୋଲି କେହି ପାଖ ମାଡ଼ିଲେନି। ଜୀବନ ଭୟରେ ଲୁଚିଲେ କୋଭିଡ୍‌ ଯୋଦ୍ଧା। ବହୁକଷ୍ଟରେ ହସ୍ପିଟାଲ ଯାଏ ଆସିଥିଲେ ହେଁ ଶଯ୍ୟା...

ଅଟୋ-ଟ୍ରକ ମୁହାଁମୁହିଁ: ୫ ମୃତ୍ୟୁ, କେବଳ ଗୋଟିଏ ପରିବାରରୁ ୩ ଜଣ

କାମାକ୍ଷାନଗର,୨୮।୮(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ପଥରଖମ୍ବ ଛକରେ ରବିବାର ଭୋର ସମୟରେ ଏକ ଦୁର୍ଘଟଣା ଘଟିଛି। ଅଟୋ-ଟ୍ରକ ମୁହାଁମୁହିଁ ଧକ୍କା ହେବା ଫଳରେ ଅଟୋ...

ଶକ୍ତି ସୁଗାର୍ସ ସ୍ଥାନ ନେଲା ଆଇପିଏଲ୍‌

ଢେଙ୍କାନାଳ ଅଫିସ, ୧୨।୧୧: ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ହରିପୁର ଗ୍ରାମ ୫୫ନଂ. ଜାତୀୟ ରାଜପଥ ନିକଟରେ ପ୍ରତିଷ୍ଠିତ ପ୍ରମୁଖ ଚିନି କାରଖାନା ‘ଶକ୍ତି ସୁଗାର୍ସ’ର...

ବିଜେଡି ନେତାଙ୍କ ଘରକୁ ବୋମା ମାଡ଼

କାମାକ୍ଷାନଗର, ୧୯।୧୦(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା କାମାକ୍ଷାନଗର ଏନଏସି ୨ନଂ. ଓ୍ବାର୍ଡରେ ରହୁଥିବା ବିଜେଡି ନେତା ତଥା ଠିକାଦାର କାହ୍ନୁ ସାହୁଙ୍କ ଘର ଉପରକୁ ସୋମବାର ବିଳମ୍ବିତ...

Advertisement
Archives

Model This Week