ଜଗନ୍ନାଥପୁର ଷ୍ଟେଶନରେ ପହଞ୍ଚିଲେ ୬୦୬ କେରଳ ଫେରନ୍ତା

ଛତ୍ରପୁର, ୪।୫(ଡି.ଏନ୍‌.ଏ.): କେରଳରୁ ଏର୍ଣ୍ଣାକୁଲମ ଜଙ୍କସନ-ଖୋର୍ଦ୍ଧା ରୋଡ ସ୍ପେଶାଲ ଟ୍ରେନ ସୋମବାର ସକାଳେ ଗଞ୍ଜାମ ଜିଲା ଜଗନ୍ନାଥପୁର ଜଙ୍କସନ୍‌ ଷ୍ଟେଶନରେ ପହଞ୍ଚିଛି। ଏଥିରେ ଗଞ୍ଜାମ ଜଲାର ୬୦୬ ପ୍ରବାସୀ ଓଡ଼ିଆ ରହିଛନ୍ତି। ସମସ୍ତଙ୍କୁ ସୁରକ୍ଷିତ ଭାବେ ଓହ୍ଲାଇବା ପରେ ସ୍କ୍ରିନିଂ କରାଯାଇ ୧୯ଟି ବସ୍‌ ଯୋଗେ ନିଜ ନିଜ ବ୍ଲକକୁ ପଠାଇ ଦିଆଯାଇଥିଲା। ସେଠାରେ ଥିବା କ୍ୱାରାଣ୍ଟାଇନ ସେଣ୍ଟରରେ ସେମାନଙ୍କୁ ରଖାଯାଇଛି। ଷ୍ଟେଶନରେ ମେଡିକାଲ ଟିମ୍‌, ପୋଲିସ କର୍ମଚାରୀ, ପ୍ରଶାସନିକ ଅଧିକାରୀ ଓ କର୍ମଚାରୀ ଏବଂ ବ୍ରହ୍ମପୁର, ଛତ୍ରପୁର ଆରପିଏଫ୍‌ ଅଧିକାରୀ ଓ ଷ୍ଟାଫ୍‌ ଉପସ୍ଥିତ ରହି ସହଯୋଗ କରିଥିଲେ।
ପ୍ରକାଶ ଯେ, ରବିବାର ମଧ୍ୟ କେରଳର ଏର୍ଣ୍ଣାକୁଲମରୁ ଏକ ଟ୍ରେନ ଆସି ଜଗନ୍ନାଥପୁର ଜଙ୍କସନ୍‌ରେ ପହଞ୍ଚିଥିଲା। ସେଥିରେ ୬ଟି ଜ଼ିଲାର ୫୫୨ ଜଣ ଜଗନ୍ନାଥପୁର ଷ୍ଟେଶନରେ ଓହ୍ଲାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀର ‘ନୂଆ ଯୁବରାଜ’ ନେଇ ଫଟୋ ଭାଇରାଲ ପ୍ରସଙ୍ଗ: ରାଜନଅର ପକ୍ଷରୁ ଖଣ୍ଡନ, ଫଟୋଟି ନୀଳଗିରି ଯୁବରାଜଙ୍କର

ପୁରୀ ଅଫିସ,୨୬।୯: ଗତ କିଛି ଦିନ ଧରି ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଉତ୍ତରାଧିକାରୀ ବୋଲି ଜଣେ ବ୍ୟକ୍ତିଙ୍କୁ ପରିଚୟ ଦେଇ ଏକ ଫଟୋ...

କୁଇ ସମାଜ ପକ୍ଷରୁ ଥାନା ଘେରାଉ

କ.ନୂଆଗାଁ, ୧୩।୯- କନ୍ଧମାଳ ଜିଲା କୁଇ ସମାଜ ପକ୍ଷରୁ ଗୁରୁବାର କ.ନୂଆଗାଁ ଥାନା ଘେରାଉ କରାଯାଇଥିଲା। କୁଡୁଡୁଲି ଉନ୍ନିତ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଚନ୍ଦ୍ରଶେଖର...

ଦିନକରେ ୮୭ ଜଣଙ୍କ ନାଁରେ ମାମଲା

ଛତ୍ରପୁର,୨୬ା୩(ଡି.ଏନ୍‌.ଏ.)-କରୋନା ନେଇ ଜାରି ହୋଇଥିବା ଗାଇଡଲାଇନ ଓ ଲକ୍‌ଡାଉନ୍‌କୁ ଉଲ୍ଲଂଘନ କରି ଗଞ୍ଜାମ ପୋଲିସ ଜିଲାରେ ଗୁରୁବାର ୩୬ଟି ମାମଲା ରୁଜୁ କରାଯାଇଛି। ଏଥିରେ ୮୭...

ଶିକାର ପ୍ରସ୍ତୁତି ବେଳେ ମାଡ଼ି ବସିଲେ

ବନ୍ତଳା,୧୮ା୭(ଡି.ଏନ.ଏ.) – ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟରେ ନିୟମିତ ଚାଲିଛି ଶିକାର। କେତେବେଳେ ହରିଣ ମରାଯାଉଛି ତ କେବେ ପୁଣି ଠେକୁଆ ଓ କୁଟୁରା ମାରି...

ଆଜି ଦୀପାବଳି: କଟକରେ ଆଲୋକ ସୃଷ୍ଟିକାରୀ ବାଣର ଚାହିଦା ବେଶି

କଟକ ଅଫିସ, ୨୭ା୧୦: ଲଘୁଚାପଜନିତ ବର୍ଷା ପରେ ଗତ ଦୁଇଦିନ ହେଲା କଟକ ସହରର ବାଣ ଷ୍ଟଲ୍‌ଗୁଡ଼ିକରେ ଗ୍ରାହକଙ୍କ ଭିଡ଼ ଦେଖିବାକୁ ମିଳିଛି। ତେବେ ବାଣ...

ଲିଗାଲ ହାୟାର ସାର୍ଟିଫିକେଟ ପାଇଁ ନେଉଥିଲେ ଲାଞ୍ଚ: ଗିରଫ ହେଲେ ପିଚୁକୁଳି ଏଆର୍‌ଆଇ ଏବଂ ଦଲାଲ

ଖୋର୍ଦ୍ଧା ଅଫିସ,୨୮ା୧୧: ଲିଗାଲ ହାୟାର ସାର୍ଟିଫିକେଟ ଦେବା ପାଇଁ ଦୁଇ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଖୋର୍ଦ୍ଧା ଜିଲା ବୋଲଗଡ଼ ତହସିଲର ପିଚୁକୁଳି ଅତିରିକ୍ତ ରେଭିନ୍ୟୁ...

କେଶିଙ୍ଗାରେ ସ୍ବାଧୀନତା ଦିବସ

କେଶିଙ୍ଗା, ୧୫।୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେଶିଙ୍ଗା ସହରରେ ଥିବା ବିଦ୍ୟାପୀଠ ଖେଳପଡ଼ିଆଠାରେ ଗୁରୁବାର ୭୩ତମ ସ୍ବାଧୀନତା ଦିବସ ନାଗରିକ କମିଟି ପକ୍ଷରୁ ପାଳିତ ହୋଇଯାଇଛି। ଏଥିରେ...

୩ ସପ୍ତାହର ବନ୍ଧୁତା

ଓ୍ବାଶିଂଟନ,୩୦ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଟୁଇଟର୍‌ରେ ଅନ୍‌ଫଲୋ କରିଛନ୍ତି। କେବଳ ବ୍ୟକ୍ତିଗତ ଭାବେ ଟ୍ରମ୍ପ୍‌ ନୁହନ୍ତି, ବରଂ ପ୍ରେସିଡେଣ୍ଟ ଅଫ୍‌...

Coronavirus Update


Archives

Model This Week

Why Dharitri