Posted inଜାତୀୟ

ଜଗନ ମୋହନଙ୍କ ଜେରୁଜେଲମ ଗସ୍ତ: ସୁରକ୍ଷାରେ ଖର୍ଚ୍ଚ ହେବ ୨୨.୫ ଲକ୍ଷ ଟଙ୍କା

ହାଇଦ୍ରାବାଦ,୨।୮: ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀ ଗତ ଗୁରୁବାର ଜେରୁଜେଲମ ଗସ୍ତ କରିଛନ୍ତି। ସେଠାରେ ତାଙ୍କ ସୁରକ୍ଷା ପାଇଁ ସୁରକ୍ଷାକର୍ମୀଙ୍କୁ ୨୨,୫୨,୫୦୦ ଟଙ୍କା ଆନ୍ଧ୍ର ସରକାରଙ୍କ ପାଣ୍ଠିରୁ ଆସିଥିବା ସୂଚନା ମିଳିଛି। ଜଗନ ମୋହନଙ୍କ ଏହି ୪ ଦିନିଆ ଗସ୍ତ ସମୟରେ ଏକ କମ୍ପାନୀର ସୁରକ୍ଷାକର୍ମୀ ତାଙ୍କର ସୁରକ୍ଷା ଦାୟିତ୍ୱ ନେବ। ମାତ୍ର ୨ ମାସ ହେବ ମୁଖ୍ୟମନ୍ତ୍ରୀ ଦାୟିତ୍ୱ ସମ୍ଭାଳିଥିବା ଜଗନ ମୋହନ ରାଜ୍ୟରେ ଆର୍ଥିକ ସଙ୍କଟ ସମୟରେ ଏଭଳି ଖର୍ଚ୍ଚ କରିବା ସାଧାରଣରେ ଚର୍ଚ୍ଚାର ବିଷୟ ପାଲଟିଛି। ସାଧାରଣ ପ୍ରଶାସନ ବିଭାଗ ତରଫରୁ ୨୨,୫୨,୫୦୦ ଟଙ୍କା ମଞ୍ଜୁର କରିବାରୁ ନିର୍ଦ୍ଦେଶ ଦିଆଯାଇଥିଲା। ସୂଚନାଯୋଗ୍ୟ, ଏହି ନିର୍ଦ୍ଦେଶ ଅନୁଯାୟୀ ଅଗଷ୍ଟ ୧ରୁ ୪ ପର୍ଯ୍ୟନ୍ତ ଜଗନ ମୋହନ ତାଙ୍କ ନିଜସ୍ବ କାମରେ ଜେରୁଜେଲମ ଗସ୍ତ କରୁଥିବା ଉଲ୍ଲେଖ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାର ଫୋକସ୍‌ରେ ପଞ୍ଚାୟତ, ପୌର ନିର୍ୱାଚନ

ଦିଗପହଣ୍ଡି,୧୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଆସିକା ମୁଖ୍ୟରାସ୍ତା ମା’ ଅଞ୍ଚଳେଶ୍ୱରୀ ମନ୍ଦିର ପରିସରରେ ରବିବାର ଭାଜପା ପକ୍ଷରୁ ସାଙ୍ଗଠନିକ ସଭା ଅନୁଷ୍ଠିତ ହୋଇଯାଇଛି। ବରିଷ୍ଠ ଆଇନଜୀବୀ…

୧୦ ଟଙ୍କା ନିଅ ଝାଲମୁଢ଼ି ଦିଅ… ଦିଦିଙ୍କ ଗଡ଼ରେ ମଜା ନେଲେ ମୋଦି

କୋଲକାତା,୧୯ା୪: ପଶ୍ଚିମବଙ୍ଗରେ ନିର୍ବାଚନ ପ୍ରଚାର ଜୋରସୋରରେ ଚାଲିଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ମୈଦାନକୁ ଓହ୍ଲାଇଛନ୍ତି । ତେବେ ପ୍ରଚାର ସମୟରେ ସେ ପାରମ୍ପରିକ ବଙ୍ଗାଳୀ…

କେକେଆର୍‌କୁ ଜିତାଇଲେ ରିଙ୍କୁ ସିଂ

କୋଲକାତା,୧୯ା୪: ସ୍ପିନରଙ୍କ ଯାଦୁଗରି ବୋଲିଂ ପରେ ରିଙ୍କୁ ସିଂଙ୍କ ଅର୍ଦ୍ଧଶତକୀୟ ଇନିଂସ ବଳରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ…

ଗାଧୋଇବାକୁ ଯାଇ ଭଞ୍ଜନଗର ଜଳଭଣ୍ଡାରରେ ବୁଡିଗଲେ ୬ ସାଙ୍ଗ, ୨ମୃତ

ଭଞ୍ଜନଗର,୧୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଜଳଭଣ୍ଡାରରେ ବୁଡ଼ି ସ୍ଥାନୀୟ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ଦୁଇଜଣ ଛାତ୍ରଙ୍କ ମୃତ୍ୟୁ ହୋଇଛି । ସେମାନେ ହେଲେ…

୨୦୨୭ ବିଶ୍ୱକପ୍‌ ପୂର୍ୱରୁ ବିସିସିଆଇର ବଡ଼ ନିଷ୍ପତ୍ତି: ଆଉ ବର୍ଷେ ମୁଖ୍ୟ ଚୟନକର୍ତ୍ତା ରହିବେ ଅଗରକର

ନୂଆଦିଲ୍ଲୀ,୧୯ା୪: ଭାରତୀୟ କ୍ରିକେଟ ଦଳର ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକରଙ୍କ କାର୍ଯ୍ୟକାଳ ଏକ ବର୍ଷ ପାଇଁ ନବୀକରଣ କରାଯାଇଛି। ସେ ଆସନ୍ତାବର୍ଷ ପର୍ଯ୍ୟନ୍ତ ତାଙ୍କ ପଦବୀରେ ରହିବେ।…

ରିଲ୍ସ କରିବା ହେଲା କାଳ, ଚଳନ୍ତା ଟ୍ରେନରୁ ଖସିପଡି ଯୁବକ ଗୁରୁତର

ସିମୁଳିଆ,୧୯ା୪(ସନ୍ତୋଷ କୁମାର ନାୟକ): ବାରମ୍ବାର ସଚେତନତା ସତ୍ତ୍ବେ ମଧ୍ୟ ସଚେତନ ହେଉନାହାନ୍ତି ଯୁବତୀ ଯୁବକ । ବେଳେ ବେଳେ ଏହି ରିଲ୍ସ ନିଶା ଜୀବନ ମଧ୍ୟ ନେଉଛି…

ଟିଭି ଦେଖିବାକୁ ମନାକଲେ ମା’, ଝୁଲିପଡିଲେ ନାବାଳିକା

ସିମୁଳିଆ,୧୯ା୪(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ଥାନା କୁପୁରା ଅଞ୍ଚଳରେ ଅଭାବନୀୟ ଘଟଣା । ବେକରେ ଫାଶୀ ଲଗାଇ ଆତ୍ମହତ୍ୟା କଲେ ନାବାଳିକା । ମୃତକ…

ବାଣ କାରଖାନାରେ ବଡ଼ ଧରଣର ବିସ୍ଫୋରଣ; ୧୬ମୃତ, ବଢ଼ିପାରେ ମୃତ୍ୟୁ ସଂଖ୍ୟା

ଚେନ୍ନାଇ,୧୯ା୪: ତାମିଲନାଡୁର ବିରୁଧୁନଗର ଜିଲାରେ ଥିବା ଏକ ବାଣ ତିଆରି ୟୁନିଟରେ ଏକ ବଡ଼ ବିସ୍ଫୋରଣ ଘଟିଛି। ବାଣ କାରଖାନାରେ ହୋଇଥିବା ଏହି ଭୟଙ୍କର ବିସ୍ଫୋରଣରେ ଏପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri