ଜଙ୍କ୍‌ ଫୁଡ୍‌ ଅଧିକ ଖାଇଲେ ଅବସାଦ ଆଶଙ୍କା ବଢେ

ଫାଷ୍ଟ୍‌ ଫୁଡ୍‌, କେକ୍‌ ଏବଂ ଜଙ୍କ୍‌ ଫୁଡ୍‌ର ମାତ୍ରାଧିକ ସେବନ ଅବସାଦ ଆଶଙ୍କା ବୃଦ୍ଧିର ମୁଖ୍ୟ କାରଣ। ଏକ ଗବେଷଣାରୁ ଏହା ଜଣାପଡ଼ିଛି। ବ୍ରିଟେନ୍‌ର ମାଞ୍ଚେଷ୍ଟର୍‌ ମେଟ୍ରୋପଲିଟାନ୍‌ ୟୁନିଭର୍ସିଟିର ଗବେଷକମାନେ ଜାଣିବାକୁ ପାଇଛନ୍ତି, ଛାତିରେ ଜ୍ୱଳନ ଉପତ୍ନ୍ନ କରୁଥିବା ଆହାର ଯେଉଁଥିରେ କାର୍ବୋହାଇଡ୍ରେଟ୍‌, କୋଲେଷ୍ଟୋରଲ୍‌ ଏବଂ ଫ୍ୟାଟ୍‌ ଅଧିକ ଥାଏ, ତା’ର ସେବନ ଦ୍ୱାରା ଅବସାଦ ଆଶଙ୍କା ୪୦ ପ୍ରତିଶତ ପର୍ଯ୍ୟନ୍ତ ବୃଦ୍ଧି ପାଇଥାଏ। ଅବସାଦ ଏବଂ ଜ୍ୱଳନ ଉପତ୍ନ୍ନ କରୁଥିବା ଆହାର ମଧ୍ୟରେ ୧୧ଟି ଗବେଷଣା କରି ଗବେଷକମାନେ ଏହି ତଥ୍ୟ ହାସଲ କରିଛନ୍ତି। ଗବେଷଣା ଆମେରିକା, ଅଷ୍ଟ୍ରେଲିଆ, ୟୁରୋପ୍‌ ଏବଂ ମଧ୍ୟପୂର୍ବରେ ୧୬ରୁ ୭୧ ବର୍ଷ ବୟସ ମଧ୍ୟରେ ପ୍ରାୟ ୧ ଲକ୍ଷ ଲୋକଙ୍କ ଉପରେ କରାଯାଇଥିଲା। ଗବେଷଣା ସମୟରେ, ପ୍ରତିଭାଗୀଙ୍କ ମଧ୍ୟରେ ଅବସାଦ ଏବଂ ଏହାର ଲକ୍ଷଣ ଉପରେ ପ୍ରଥମେ ନଜର୍‌ ଦିଆଯାଇଥିଲା। କିଛି ଦିନ ସେମାନଙ୍କ ଖାଦ୍ୟପାନୀୟ ତାଲିକାରେ ମାତ୍ରାଧିକ ଜ୍ୱଳନ ଉପତ୍ନ୍ନକାରୀ ଆହାରକୁ ସାମିଲ କରାଗଲା। ନିଷ୍କର୍ଷରୁ ଜଣାପଡ଼ିଲା, ଯେବେଠୁ ସେମାନେ ଏହି ଆହାରର ସେବନ କରିଛନ୍ତି, ସେବେଠୁ ଅବସାଦ ମାତ୍ରା ଦେଢ଼ ଗୁଣା ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌କୁ ପିଟିଲା ବାଇକ୍‌: ୨ ଛାତ୍ରଙ୍କ ସମେତ ୪ ଗୁରୁତର

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ନିକଟରେ ଶନିବାର ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ଯୁକ୍ତ ୩ରେ ପଢୁଥିବା ୨ ଛାତ୍ରଙ୍କ ସମେତ…

ଦୁର୍ଘଟଣାରେ ଆହତ ବୃଦ୍ଧଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଆଜି ମୃତଦେହ ଜବତ କରି…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମ ନିକଟ ମୁଖ୍ୟରାସ୍ତାରେ ଏକ ବାଇକ୍‌ ଧକ୍କାରେ ସାନଖେମୁଣ୍ଡି ବ୍ଲକ ଗୌତମୀ ଗ୍ରାମର…

ଗୁଣିଆ ସନ୍ଦେହରେ ବାନ୍ଧିକି ରଖିଲେ, ଭିଡିଓ ଭାଇରାଲ

ପାତ୍ରପୁର,୧୨।୯(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ବି ନୂଆଗାଁ ଗ୍ରାମରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ପରିସ୍ଥିତି ଦେଖିବାକୁ ମିଳିଛି l ଗ୍ରାମର କେଉଟ…

ଭଦ୍ରକରୁ ଅପହରଣ କରି ୫ ଲକ୍ଷ ଟଙ୍କାର ମୁଣ୍ଡ ଜାମିନ ରଖିଥିଲେ ଅପହରଣକାରୀ, ଆଉ ତା’ ପରେ…

ହାଟଡିହୀ,୧୨ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ପୋଲିସ ପାଇଁ ଅପହରଣର ଶିକାର ହୋଇଥିବା ୩ ଜଣଙ୍କ ଜୀବନ ବଞ୍ଚିଯାଇଛି। ପୋଲିସର ହସ୍ତକ୍ଷେପ ପରେ ଅପହରଣ ଶିକାର ହୋଇ ୫…

ଜୀବନ ସଂଘର୍ଷରେ ହାରିଗଲେ ଚାଷୀ

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ଗ୍ରାମର ଜଣେ ଚାଷୀ ସାପ କାମୁଡ଼ାରେ ଗୁରୁତର ହୋଇ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ଥିବା…

କାର୍‌ରେ ଚାଲାଣ ହେଉଥିଲା ଗଞ୍ଜେଇ, ଯାଞ୍ଚ ସମୟରେ ମହାରାଷ୍ଟ୍ରର ୨ ଅଭିଯୁକ୍ତଙ୍କୁ ଧରି…

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ପଞ୍ଚାୟତ ଟୋଲଗେଟ ନିକଟରେ ପୋଲିସ ବ୍ଲକିଂ କରି ଯାଞ୍ଚ କରିବା ସମୟରେ ଗୋଟିଏ କାର୍‌ରୁ ୪୨ କେଜି…

କାନପୁରରେ ବାରମ୍ବାର ଖସୁଛି ଅତଡ଼ା: ସ୍ଥିତି ଅନୁଧ୍ୟାନ କଲେ ଅଧିକାରୀ

ଛେନାପଦୀ/ହାଟଡିହୀ,୧୨l୯(ନିରାକାର ପରିଡା/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସୋସୋ ପଞ୍ଚାୟତ କାନପୁର ଗ୍ରାମର ଦକ୍ଷିଣ ପାର୍ଶ୍ୱ ସାଳନ୍ଦୀ ନଦୀ ଦ୍ୱାରା ବାରମ୍ବାର ଅତଡ଼ା ଖସି କାନପୁର…

ରାସ୍ତାରେ ଯାଉଯାଉ ବାଇକ୍‌ ସହ କଚାଡ଼ି ହୋଇପଡ଼ିଗଲେ ଯୁବକ, ୮ ଘଣ୍ଟା ପରେ…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା -ଛଣମେରି ଗ୍ରାମ ମଧ୍ୟବର୍ତ୍ତୀ ମୁଖ୍ୟରାସ୍ତା ୟରେ ଶନିବାର ମଧ୍ୟାହ୍ନରେ ସଡ଼କ ଦୁର୍ଘଟଣାରେ ଗୁରୁତର ହୋଇଥିବା ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?