ଜଙ୍ଗଲରୁ କାଜୁ ସଂଗ୍ରହ ବେଳେ ଯୁବକଙ୍କୁ ଶୁଣ୍ଢରେ ଟେକି କଚାଡ଼ି ଦେଲା ହାତୀ

ଖୋର୍ଦ୍ଧା ଅଫିସ,୨୯ା୫: ହାତୀ ଆକ୍ରମଣରେ ଶୁକ୍ରବାର ପୁଣି ଜଣେ ଗୁରୁତର ହୋଇଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ ଖୋର୍ଦ୍ଧା ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।
ମିଳିଥିବା ସୂଚନା ଅନୁଯାୟୀ, କାଇପଦର ଗ୍ରାମର ରବିନ୍ଦ୍ର କୁମାର ଜେନା କାଜୁ ଜଙ୍ଗଲରେ କାଜୁ ସଂଗ୍ରହ କରୁଥିଲେ। ଏହି ସମୟରେ ହଠାତ୍‌ ଏକ ହାତୀ ତାଙ୍କୁ ଅତର୍କିତ ଭାବେ ଆକ୍ରମଣ କରିଥିଲା। ହାତୀଟି ଶୁଣ୍ଢରେ ତାଙ୍କୁ ଟେକି କଚାଡ଼ି ଦେଇଥିଲା। ଫଳରେ ରବିନ୍ଦ୍ର ଗୁରୁତର ହୋଇପଡ଼ିଥିଲେ।
ପ୍ରକାଶ ଯେ, ନିକଟରେ ବେଗୁନିଆ ବ୍ଲକ ଅନ୍ତର୍ଗତ ଗୋଡ଼ା ଗ୍ରାମରେ ହାତୀ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଥିଲେ। ସେହିପରି ମଲିମଡ଼ାରେ କାଜୁ ମଞ୍ଜି ସଂଗ୍ରହ କରୁଥିବା ବେଳେ ହାତୀ ଆକ୍ରମଣରେ ମଧ୍ୟ ଆଉ ଜଣେ ଗୁରୁତର ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

CJP ର ବଡ଼ ଘୋଷଣା, ଜୁଲାଇ ୨୬ରେ ପୁଣି ଦେଶରେ ହେବ ବଡ଼ ଆନ୍ଦୋଳନ, ଦିଲ୍ଲୀରେ ଚହଳ!

ନୂଆଦିଲ୍ଲୀ,୨୫।୭: କକରୋଚ୍ ଜନତା ପାର୍ଟି (CJP) ରବିବାର, ୨୬ ଜୁଲାଇ ୨୦୨୬ରେ ସାରା ଦେଶରେ କ୍ୟାଣ୍ଡେଲ ମାର୍ଚ୍ଚ ବାହାର କରିବା ପାଇଁ ଆହ୍ୱାନ ଦେଇଛି। ପାର୍ଟିର ସୂଚନା…

ଦିଗପହଣ୍ଡି ରେ ସନ୍ଥ ଅରକ୍ଷିତ ଦାସଙ୍କ ଜନ୍ମୋତ୍ସବ:  ପ୍ରତିମୂର୍ତ୍ତୀରେ …

ଦିଗପହଣ୍ଡି,୨୫|୭ (ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ରେ ମହାପୁରୁଷ ସନ୍ଥ ଅରକ୍ଷିତ ଦାସ ଙ୍କ ପବିତ୍ର ଜନ୍ମତ୍ସୋବ ଶନିବାର ପାଳିତ ହୋଇଯାଇଛି। ଦିଗପହଣ୍ଡି ସହର…

ଅନାସ୍ଥା ଆସିବା ପରେ ମୁହଁ ଖୋଲିଲେ ଚାମେଲି, କହିଲେ ମୋ’ ବିରୋଧରେ…

ମହାକାଳପଡ଼ା,୨୫ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କ ନାଁରେ ୨୨ରୁ ୨୧ ଜଣ ଓ୍ବାର୍ଡ ସଭ୍ୟା/ସଭ୍ୟ ଅନାସ୍ଥା ଆଣିଛନ୍ତି।…

ମୋଦି ସରକାରଙ୍କୁ ପୁଣି ଟାର୍ଗେଟ୍‌ କଲେ ରାହୁଲ: କହିଲେ, ୩ ଦାବି ପୂରଣ କର

ନୂଆଦିଲ୍ଲୀ,୨୫।୭: କଂଗ୍ରେସ ଏମ୍‌ପି ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର ଏକ ସାମ୍ବାଦିକ ସମ୍ମିଳନୀରେ NEET ପେପର ଲିକ ଏବଂ ପରୀକ୍ଷା…

ରୋହିତ ଶର୍ମାଙ୍କୁ ନେଇ ହୃଦୟସ୍ପର୍ଶୀ ବାର୍ତ୍ତା ଶେୟାର କଲେ ଜସ ବଟଲର୍‌

ନୂଆଦିଲ୍ଲୀ,୨୫।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଏକଦିବସୀୟ ସିରିଜ ଶେଷ ହେବା ପରେ, ଉଭୟ ଦଳର ଖେଳାଳିଙ୍କ ମଧ୍ୟରେ ଉତ୍କୃଷ୍ଟ ଖେଳ ମନୋଭାବ ଦେଖିବାକୁ ମିଳିଥିଲା। ଇଂଲଣ୍ଡର…

ମୋଦିଙ୍କ ସହ ମନ୍ତ୍ରୀଙ୍କ ନକଲି AI ଭିଡିଓ ଭାଇରାଲ; ପାକିସ୍ତାନୀ ହ୍ୟାଣ୍ଡେଲରଙ୍କ ଉପରେ ଷଡ଼ଯନ୍ତ୍ରର ଅଭିଯୋଗ

ନୂଆଦିଲ୍ଲୀ,୨୫।୭: ପ୍ରେସ ଇନଫର୍ମେସନ ବ୍ୟୁରୋ (PIB) ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ର ମନ୍ତ୍ରୀ ପୀୟୁଷ ଗୋୟଲଙ୍କ ନକଲି, AI-ଜେନେରେଟେଡ ଭିଡିଓଗୁଡ଼ିକର ପର୍ଦ୍ଦାଫାସ କରିଛି। PIBର ଫ୍ୟାକ୍ଟ…

କାଇଁଚପୁର ପଞ୍ଚାୟତକୁ ଗଡୁନି ମୁଖ୍ୟମନ୍ତ୍ରୀ ବସ୍, ବିଡ଼ିଓ କହିଲେ….

ଗଞ୍ଜାମ,୨୫ା୭(ବିଦ୍ୟାଧର ସାହୁ ): ପନ୍ଦର ପଞ୍ଚାୟତକୁ ନେଇ ଗଠିତ ହୋଇଛି ଗଞ୍ଜାମ ବ୍ଲକ । ପଞ୍ଚାୟତବାସୀ କିଭଳି ସରକାରଙ୍କ ବିଭିନ୍ନ ସେବା ପାଇ ପାରିବେ ସେଥିପାଇଁ ପ୍ରଶାସନ…

CJP Protest : ଅସୁସ୍ଥ ହୋଇ ପଡିଲେ ଅଭିଜିତ ଦୀପକେ

ନୂଆଦିଲ୍ଲୀ,୨୫।୭: NEET ପେପର ଲିକ ନେଇ ‘କକ୍ରୋଚ ଜନତା ପାର୍ଟି’ (CJP) ତାର ଆନ୍ଦୋଳନ ଜାରି ରଖିଛି। CJP ଏବଂ କେନ୍ଦ୍ର ସରକାରଙ୍କ ମଧ୍ୟରେ ଆଲୋଚନା ଚାଲିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri