ଜଙ୍ଗଲରୁ ଜନ୍ତୁ ଶିକାର ଉଦ୍ୟମ: ଶିକାରୀ ଗିରଫ, ବନ୍ଧୁକ ଜବତ

ଦେବଗଡ଼,୮ା୫(ଡି.ଏନ୍‌.ଏ.): ଦେବଗଡ଼ ବନଖଣ୍ଡ ରିଆମାଳ ରେଞ୍ଜ ଲକ୍ଷ୍ମୀପୁର ବିଟ୍‌ ଅଧୀନ ବାବାଜୀମଠ ସଂରକ୍ଷିତ ଜଙ୍ଗଲ ମଧ୍ୟରୁ ବନ ବିଭାଗ କର୍ମଚାରୀମାନେ ଜଣେ ଶିକାରୀଙ୍କୁ କାବୁ କରିବା ସହ ତାଙ୍କ ନିକଟରୁ ଗୋଟିଏ ଦେଶୀ ବନ୍ଧୁକ ଓ ୩ଟି ଜନ୍ତୁଧରା ଫାଶ ଜବତ କରିଛନ୍ତି। ଲକ୍‌ଡାଉନର ସୁଯୋଗ ନେଇ ପଳସମା ଫରେଷ୍ଟ ସେକ୍ସନ ଅଧୀନ ବାବାଜୀମଠ ସଂରକ୍ଷିତ ଜଙ୍ଗଲ ମଧ୍ୟରେ ଜନ୍ତୁ ଶିକାର ପାଇଁ ଜାଲ ବିଛାଯାଇଥିବା କୌଣସି ସୂତ୍ରରୁ ସୂଚନା ପାଇ ବନ ବିଭାଗ ପକ୍ଷରୁ ପାଟ୍ରୋଲିଂ ଚାଲିଥିଲା। ଏହି ସମୟରେ ଉକ୍ତ ଜଙ୍ଗଲ ମଧ୍ୟରେ ଜନ୍ତୁଧରା ଫାଶ ଖଞ୍ଜୁଥିବା ଟିଙ୍କବୀର ଗ୍ରାମର ବାବୁଲି ବେହେରାଙ୍କୁ ବନ ବିଭାଗ କର୍ମଚାରୀମାନେ କାବୁ କରିବା ସହ ତାଙ୍କ ନିକଟରୁ ଏକ ଦେଶୀ ବନ୍ଧୁକ ଓ ଜନ୍ତୁ ଶିକାର ପାଇଁ ବ୍ୟବହୃତ ୩ଟି ଫାଶ ଜବତ କରଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଦେଶ ସତ୍ତ୍ୱେ କୋର୍ଟରେ ହେଉ ନ ଥିଲେ ହାଜର, ୱାରେଣ୍ଟିଙ୍କୁ ଗିରଫ କଲା…

ଦିଗପହଣ୍ଡି, ୯|୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାମଚନ୍ଦ୍ରପୁର ଗ୍ରାମର ଜଣେ ୱାରେଣ୍ଟିଙ୍କୁ ଗୁରୁବାର ପାଟପୁର ପୋଲିସ ଗିରଫ କରି କୋର୍ଟ ଚାଲାଣ…

ଛତୁ ତୋଳିବାକୁ ଯାଇଥିବା ବେଳେ ନାବାଳିକାଙ୍କୁ ଜଙ୍ଗଲରେ ବଳାତ୍କାର, ବିବାହ ପାଇଁ ଜିଦି କରିବାରୁ ଖାଇଦେଲେ ବିଷ ଫଳ

ଟିକିରି,୯।୭(ପ୍ରଫୁଲ୍ଲ କୁମାର ବେହେରା): ରାୟଗଡ଼ା ଜିଲାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଙ୍ଗଲକୁ ଛତୁ ତୋଳିବାକୁ ଯାଇଥିବା ସମୟରେ ନାବାଳିକାଙ୍କୁ ଜୋର ଜବରଦସ୍ତି ଉଠାଇ ନେଇ…

ଶ୍ୱଶୁର ଘରେ ପେଟ୍ରୋଲ ଢାଳି ମହିଳାଙ୍କ ଆତ୍ମାହୁତି ଉଦ୍ୟମ, କାରଣ ଜାଣିଲେ ହେବେ…

ଵ୍ରହ୍ମପୁର,୯।୭(ସୁବାସ ଚନ୍ଦ୍ର ପାଢ଼ୀ): ଶାଶୁ ଘରେ ଆତ୍ମାହୁତି ଉଦ୍ୟମ କଲେ ମହିଳା । ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ନିମଖଣ୍ଡି ଥାନା…

ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଆଶାକର୍ମୀଙ୍କ ଆନ୍ଦୋଳନ

ଛତ୍ରପୁର,୯।୭(ଦିଲ୍ଲୀପି ସାମଲ): ଭାରତୀୟ ମଜଦୁର ସଂଘ ଅନୁମୋଦିତ ଓଡ଼ିଶା ରାଜ୍ୟ ଆଶାକର୍ମୀ ସଂଘ ଗଞ୍ଜାମ ଜିଲା ପକ୍ଷରୁ ୯ ଦଫା ଦାବି ନେଇ ଗୁରୁବାର ଗଞ୍ଜାମ ଜିଲାପାଳଙ୍କ…

ମିଳୁନି ୧୫ ମତ୍ସଜୀବୀଙ୍କ ପତ୍ତା, ବାଲେଶ୍ବରରୁ ରହିଛନ୍ତି ୩ ଭାଇ

ଭୋଗରାଇ,୯।୭(ପ୍ରଦୀପ ଦାସ): ଲଘୁଚାପ କାରଣରୁ ସମୁଦ୍ର ଅଶାନ୍ତ ରହିଛି । ଏଭକି ସ୍ଥିତିରେ ଓଡିଶା ସୀମାନ୍ତ ପଶ୍ଚିମବଙ୍ଗ ଶଙ୍କରପୁର ମତ୍ସ୍ୟ ଅବତରଣ କେନ୍ଦ୍ରରୁ ମା କାଳୀ ନାମକ…

କଟକରେ ଦୁର୍ଘଟଣା; ବାଇକ୍‌ ଆରୋହୀଙ୍କ ଉପରେ ଚଢ଼ିଗଲା ଆମ ବସ୍‌, ତାପରେ…

କଟକ,୯।୭(ପ୍ରଭୁକଲ୍ୟାଣ ପାଲ୍): ପୁଣି ଦୁର୍ଘଟଣା କଲା ଆମ ବସ୍ । କଟକ ବାଦାମବାଡ଼ି ମଲାଚଣ୍ଡିଆ ଛକ ନିକଟରେ ଏକ ବାଇକ ଉପରେ ଚଢ଼ିଲା ଆମ ବସ୍ ।…

ସରକାରଙ୍କ ଅଣଦେଖା! ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଗର୍ଜିଲେ ଆଶାକର୍ମୀ

ବରଗଡ଼,୯।୭(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ କାର୍ଯ୍ୟରତ ଆଶାକର୍ମୀଙ୍କ ପ୍ରତି ସରକାର ଅଣଦେଖା ମନୋଭାବ ପୋଷଣ କରୁଛନ୍ତି । ଏଭଳି ଅଭିଯୋଗ ଆଣି ଗୁରୁବାର ଜିଲାପାଳଙ୍କ କାର୍ଯ୍ୟାଳୟରେ ରଣହୁଙ୍କାର ଦେଇଛନ୍ତି…

ଔଷଧୀୟ ଚାରାରୋପଣ କଲେ ବିଧାୟକ

ଛତ୍ରପୁର,୯।୭(ଦିଲ୍ଲୀପ ସାମଲ): ରୋଗୀଙ୍କ ନିରୋଗ ସ୍ବାସ୍ଥ୍ୟ କାମନା ନିମନ୍ତେ ଅଗ୍ରପୂଜ୍ୟ ମହାପ୍ରଭୁ ଶ୍ରୀ ଗଣେଶଙ୍କ ମୂର୍ତ୍ତୀ ଗୁରୁବାର ସ୍ଥାନୀୟ ଉପକଣ୍ଠ ଚିକିତ୍ସାଳୟରେ ପ୍ରତିଷ୍ଠା କରାଯାଇଛି। ଏହି ଅବସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri