ଜଙ୍ଗଲରୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଠାବ

ପାଟଣା,୧୨।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ କଣ୍ଟିଆପଡା ପଞ୍ଚାୟତ ଜାମୁନାଳିଆ ଗାଁ ନିକଟରେ ଥିବା ସନ୍ନିକଟ ଜଙ୍ଗଲରୁ ଶନିବାର ସକାଳୁ ଜଣେ ବୃଦ୍ଧଙ୍କର ଝୁଲନ୍ତା ମୃତଦେହ ଠାବ ହୋଇଛି। ମୃତକ ଜଣକ ହେଉଛନ୍ତି ଉକ୍ତ ଗାଁର ୮୦ ବର୍ଷୀୟ କୃଷ୍ଣଚନ୍ଦ୍ର ମାହାକୁଡ଼। ସୂଚନାଯୋଗ୍ୟ, ଶନିବାର ସକାଳୁ କିଛି ଲୋକ ଜଙ୍ଗଲକୁ ଯାଇଥିବା ବେଳେ ବୃଦ୍ଧଙ୍କୁ ଝୁଲନ୍ତା ଅବସ୍ଥାରେ ଦେଖିବାକୁ ପାଇଥିଲେ। ବୃଦ୍ଧ ଜଣକ କୌଣସି କାରଣରୁ ମାନସିକ ଭାରସାମ୍ୟ ହରାଇ ବେକରେ ଦଉଡି ଦେଇ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଢ଼ିଲା ତାତି: ଆଜିଠୁ ୬ ଦିନ ଅସହ୍ୟ ସ୍ଥିତି

ଭୁବନେଶ୍ୱର,୧୧ା୪(ବନ୍ଦନା ସେଠୀ):ରାଜ୍ୟରେ ପୁଣି ପାରଦ ଉପରମୁହଁା ହୋଇଛି। ଝଡ଼ବର୍ଷା କମିଯିବା ପରେ ଗରମ ଓ ଗୁଳୁଗୁଳି ଆରମ୍ଭ ହୋଇଛି। ଗୁରୁବାର ରାଜ୍ୟର ସର୍ବାଧିକ ତାପମାତ୍ରା ବୌଦ୍ଧରେ ୩୮.୯…

ମା’ ଦଣ୍ଡକାଳୀଙ୍କ ଯାତ୍ରା: ମହୁରୀ, ଢୋଲ ଶବ୍ଦରେ ପ୍ରକମ୍ପିତ ହେଲା ସହର

ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ) : ଆଉ ଚାରି ଦିନ ପରେ ମା’ ଦଣ୍ଡ କାଳୀଙ୍କ ଯାତ୍ରା ସମାପନ ହେବ । ଆସନ୍ତା ମେରୁ ଯାତ୍ରା ପରେ ନିଜ…

ମୁହଁରେ ତୁଣ୍ଡି ବାନ୍ଧି ଦେଇଛନ୍ତି ୩ ଦଳ: ସିଜିମାଳି ଘଟଣାରେ ସମସ୍ତେ ନୀରବ

ଭୁବନେଶ୍ୱର,୧୧।୪(ସୁନିତ୍‌ ମିଶ୍ର): ରାୟଗଡ଼ା ଜିଲା କାଶୀପୁର ବ୍ଲକ୍‌ର ସିଜିମାଳି ବକ୍ସାଇଟ୍‌ ଖଣିକୁ ୨୦୨୩ ଫେବୃଆରୀ ୨୧ରେ ବେଦାନ୍ତ ଲିଜ୍‌ ନେଇଥିଲା। ସେବେଠାରୁ ଏହାକୁ ସ୍ଥାନୀୟ ଆଦିବାସୀ ଲୋକମାନେ…

ଛେଲବାହାଲ ଗ୍ରାମବାସୀଙ୍କ ଆନ୍ଦୋଳନ ଚେତାବନୀ: ବାଲିଘାଟ ଲିଜ୍‌ ଋଦ୍ଦ ଦାବି

ଲୋଇସିଂହା,୧୧।୪(ସୁଶାନ୍ତ ବାରିକ):ପାନୀୟ ଜଳ ଯୋଗାଣ ବ୍ୟାହତ ଯୋଗୁ ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଧୀନ ଛେଲବାହାଲ ବାଲିଘାଟ ଲିଜ୍‌କୁ ରଦ୍ଦ କରିବାକୁ ଛେଲବାହାଲ ଗ୍ରାମବାସୀ ସ୍ଥାନୀୟ ବିଧାୟକ…

ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ସ୍ତ୍ରୀ, ଏମିତି ରଚିଥିଲେ ଷଡ଼ଯନ୍ତ୍ର

ଭୋପାଳ,୧୧ା୪: ରୋମାଞ୍ଚକର କ୍ରାଇମ୍‌ ଥ୍ରିଲର ଭଳି ଲାଗୁଥିବା ଏକ ସତ୍ୟ ଘଟଣା ମଧ୍ୟପ୍ରଦେଶର ଧର୍‌ ଅଞ୍ଚଳରେ ସାମନାକୁ ଆସିଛି, ଯାହା ପଛରେ ପ୍ରତାରଣା, ଅପମାନ ଓ ସୁଚିନ୍ତିତ…

ଝିଅର ମୃତଦେହ ସହିତ ପ୍ରାୟ ପାଞ୍ଚ ମାସ ଧରି ରହୁଥିଲେ ବାପା: ହଠାତ୍‌ ଦିନେ ଘଟିଲା…

ଲକ୍ଷ୍ନୌ,୧୧।୪: ଉତ୍ତର ପ୍ରଦେଶର ମିରଟ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ସଦର ପୋଲିସ ଷ୍ଟେଶନ ଅଞ୍ଚଳର ଜଣେ ବାପା ତାଙ୍କ…

୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି

ଭୁବନେଶ୍ୱର,୧୧।୪: ୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି। ଟ୍ରିବ୍ୟୁନାଲ ଅବଧି ବୃଦ୍ଧି କଲେ କେନ୍ଦ୍ର ସରକାର। ଏନେଇ ଜଳ ସମ୍ପଦ ନଦୀ ବିକାଶ…

‘ଇରାନ କେବଳ ଆଲୋଚନା ପାଇଁ ବଞ୍ଚିଛି’, ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ ଟ୍ରମ୍ପଙ୍କ ଧମକ

ଓ୍ବାଶିଂଟନ୍‌,୧୧।୪: ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଇରାନକୁ ଧମକ ଦେଇଛନ୍ତି। ଟ୍ରମ୍ପ କହିଛନ୍ତି , ଇରାନ କେବଳ ଆଲୋଚନା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri