ଜଙ୍ଗଲରୁ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ଘଟଣା: ହତ୍ୟା ଅଭିଯୋଗ ଆଣିଲେ ଭାଇ

ପାଟଣା,୧୨ା୪(ସ୍ବ.ପ୍ର.): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ଝହ୍ନେଇପଶି ଗ୍ରାମର ନାଳ ନିକଟରେ ଥିବା ଆକାଶିଆ ଜଙ୍ଗଲରୁ ଶନିବାର ସକାଳୁ ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଥିଲା। ମୃତ ମହିଳା ଜଣକ ହେଉଛନ୍ତି କଣ୍ଟିଆପଡ଼ା ପଞ୍ଚାୟତ ବାଲାଣିପଶି ଗ୍ରାମର ଲୋକନାଥ ମହାନ୍ତଙ୍କ ସ୍ତ୍ରୀ ଉଷାରାଣୀ।
ସୂଚନା ଅନୁଯାୟୀ, ଶନିବାର ସକାଳେ ଉଷାରାଣୀ ନାଳକୁ ଗାଧୋଇବାକୁ ଯାଇ ଆଉ ଘରକୁ ଫେରି ନ ଥିବା ଘର ଲୋକଙ୍କ ପକ୍ଷରୁ କୁହାଯାଉଥିଲେ ହେଁ ଉଷାରଣୀଙ୍କ ଭାଇ ସୁଶାନ୍ତ କୁମାର ମହାନ୍ତ ତାଙ୍କ ଭଉଣୀଙ୍କୁ ଯୌତୁକ ନିର୍ଯାତନା ଦେବା ସହ ଜୀବନରୁ ମାରି ଦିଆଯାଇଥିବା ଅଭିଯୋଗ କରିଛନ୍ତି। ଏନେଇ ତୁରୁମୁଙ୍ଗା ଥାନାରେ ଥାନାଧିକାରୀ ବରେନ୍ଦ୍ର ଶିଆଳ ୩୭/୨ ରେ ଏକ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛନ୍ତି। କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟରେ ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ସିମୁଳିଆରେ ବିଜେଡି ଆଗରେ

ଖଇରା, ୨୩।୫(ଡି.ଏନ.ଏ.)-ସିମୁଳିଆ ୪୨ ବିଧାନସଭା ନିର୍ବାଚନ ମଣ୍ଡଳୀର ୨ୟ ରାଉଣ୍ଡ ଗଣତି ପରେ ବିଜେଡି ବିଧାୟକ ପ୍ରାର୍ଥୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପାର...

ଅପରାଧ ରୋକିବାକୁ ଦିବ୍ୟଜ୍ୟୋତି କ୍ଲବର ପ୍ରୟାସ: ଲଗାଗଲା ୫ ସିସିଟିଭି କ୍ୟାମେରା

ଢେଙ୍କାନାଳ ଅଫିସ, ୧୮।୯-ଗଣପର୍ବ ଲକ୍ଷ୍ମୀପୂଜା ପାଇଁ ପ୍ରସ୍ତୁତ ହେଉଛି ଢେଙ୍କାନାଳ। ହେଲେ ସହରରେ ଆପରାଧିକ କାର୍ଯ୍ୟକଳାପ ରୋକିବା ଦିଗରେ ପୋଲିସକୁ ଆଖିଦୃଶିଆ ସଫଳତା ମିଳିନାହିଁ। ପାର୍ବଣ...

ଦାଦନ ଯାଇ ଆରପାରେ ଦିବାକର: ରାଶନ ଚାଉଲ, ଭତା ପରିବାରର ସାହାଭରସା

କଲମପୁର, ୨୯।୮, (ଡି.ଏନ୍‌.ଏ.):  କେନ୍ଦ୍ର ଆର ରାଏଜ୍‌ ସରକାର ଦାଦନ ସମସିଆ ଉପରେ ଲଗାମ୍‌ କସବାର ଲାଗି ଅନେକ୍‌ ଯୋଜନା କାଯ୍‌କାରୀ କରୁଛନ୍‌। ହେଲେ ଯୋଜନାର...

ଫରେଷ୍ଟ ରେଞ୍ଜର୍ସ କଲେଜର ସମାବର୍ତ୍ତନ ସମାରୋହ ‘ଜଙ୍ଗଲ କ୍ଷେତ୍ରଫଳରେ ଚତୁର୍ଥ ସ୍ଥାନରେ ଓଡ଼ିଶା’

ଅନୁଗୋଳ ଅଫିସ, ୨୬।୯- ଓଡ଼ିଶା ଫରେଷ୍ଟ ରେଞ୍ଜର୍ସ କଲେଜ ଅନୁଗୋଳର ୧୬ତମ ସମାବର୍ତ୍ତନ ସମାରୋହ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟଅତିଥି ଭାବେ ରାଜ୍ୟ ଜଙ୍ଗଲ...

ଜିଏସ୍‌ଟି ଠକେଇ ଅଭିଯୋଗ, ଟ୍ରକ୍‌ ଅଟକ, ୪ ଲକ୍ଷ ୭୧ ହଜାରରୁ ଅଧିକ ଟଙ୍କା ଜରିମାନା ଆଦାୟ

ଭବାନୀପାଟଣା,୧୬।୯(ଡି.ଏନ୍‌.ଏ.): କଟକରୁ ଭବାନୀପାଟଣା ଆସୁଥିବା କୀଟନାଶକ ଔଷଧ ବୋଝେଇ ଏକ ଟ୍ରକକୁ ଜିଏସ୍‌ଟି ଫାଙ୍କିବା ଅଭିଯୋଗରେ ଜରିମାନା ଆଦାୟ କରାଯାଇଛି। ମଙ୍ଗଳବାର ସନ୍ଧ୍ୟାରେ ବାଣିଜ୍ୟକର ବିଭାଗ...

ଗୁଡୁଦାକୁ ମିଳିଲା ଲୋକକଳା ଗ୍ରାମ ମାନ୍ୟତା

ବାଲେଶ୍ୱର ଅଫିସ,୩।୧୦-ରାମଧୂନ ପରିବେଷଣ,ପ୍ରଭାତଫେରି ସାଙ୍ଗକୁ ବିଭିନ୍ନ ପ୍ରତିଯୋଗିତା, ସଚେତନତା ଶୋଭାଯାତ୍ରା, କର୍ମଶାଳା, ପ୍ରଦର୍ଶନୀ, ସର୍ବଧର୍ମ ପ୍ରାର୍ଥନା , ସାଧାରଣ ସଭା ଓ ପୂଜ୍ୟପୂୂଜା ଆଦି କାର୍ଯ୍ୟକ୍ରମ...

୩ରେ ଗଣପର୍ବ ନୂଆଁଖାଇ: ଧାର୍ଯ୍ୟ ହେଲା ଲଗ୍ନ, ଇଷ୍ଟଦେବୀ ସମଲେଇଙ୍କୁ ଲଗ୍ନପତ୍ର ଅର୍ପଣ

ସମ୍ବଲପୁର, ୨୫।୮(ବ୍ୟୁରୋ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ ହୋଇଛି। ଆସନ୍ତା ସେପ୍ଟେମ୍ବର ୩ ତାରିଖ ଭାଦ୍ରବ ଶୁକ୍ଳପକ୍ଷ ପଞ୍ଚମୀ ତିଥିରେ ଇଷ୍ଟଦେବୀ...

ଗୋବରୀ ନଦୀରେ ବୁଡ଼ି ଯୁବତୀ ମୃତ

ମହାକାଳପଡ଼ା, ୨୭।୧୦ (ଡି.ଏନ୍‌.ଏ.)-ମହାକାଳପଡ଼ା ବ୍ଲକ ଅଞ୍ଚଳ ଦେଇ ପ୍ରବାହିତ ଗୋବରୀ ନଦୀରେ ବୁଡ଼ି ରବିବାର ଜଣେ ଯୁବତୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବ୍ଲକ ଅଧୀନ...

Coronavirus Update


Archives

Model This Week

Why Dharitri