ଜଙ୍ଗଲ ଅଧ୍ୟୁଷିତ ଅଞ୍ଚଳରେ ଖାଦ୍ୟ ବଣ୍ଟନ

ବଇଣ୍ଡା, ୧୪ା୪(ଡି.ଏନ.ଏ.)- କିଶୋରନଗର ବ୍ଲକ ହଣ୍ଡପା ପଞ୍ଚାୟତର ପ୍ରତାପପୁର, ଖୋଲାରେଗଡା, ବାଲିଖମଣ, ସୁନାରୀବେତ ଜଙ୍ଗଲ ଅଧ୍ୟୁଷିତ ଅଞ୍ଚଳରେ ମଙ୍ଗଳବାର ପ୍ରାୟ ୨ ଶହ ଲୋକଙ୍କୁ ରନ୍ଧାଖାଦ୍ୟ ବଣ୍ଟାଯାଇଛି । ହଣ୍ଡପା ଗ୍ରାମର ଦିବାକର ସାହୁ, ବାନାମ୍ବର ପ୍ରଧାନ, ଗୋକୁଳାନନ୍ଦ ସାହୁ, ଦାମୋଦର ବେହେରା, ତପନ ମହାନ୍ତି ପ୍ରମୁଖ ଖାଦ୍ୟ ବଣ୍ଟନରେ ସହଯୋଗ କରିଥିଲେ।  ଜଙ୍ଗଲ ଅଧ୍ୟୁଷିତ ଅଞ୍ଚଳଗୁଡିକରେ ପ୍ରଶାସନ ଠିକ୍ ଭାବେ ପହଞ୍ଚି ପାରୁ ନ ଥିବାରୁ ସ୍ବେଚ୍ଛାସେବୀମାନେ ଏହି ପଦକ୍ଷେପ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର୍‌କୁ ୧୦୦ ମିଟର ଘୋଷାଡ଼ି ନେଲା ଟ୍ରକ, ଆଉ ତା’ପରେ…

ଭୁବନେଶ୍ୱର,୨୫।୮: ରାଜଧାନୀ ଭୁବନେଶ୍ୱର ପାହାଳ ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଭାରସାମ୍ୟ ହରାଇ ଏକ କାର୍‌କୁ ଧକ୍କା ଦେଇ ୧୦୦ ମିଟର ପର୍ଯ୍ୟନ୍ତ…

ଚନ୍ଦନ କଳସ ଯାତ୍ରାକୁ କୋରାପୁଟରେ ଭବ୍ୟ ସ୍ବାଗତ

କୋରାପୁଟ,୨୫।୮(ଅମିତାଭ ବେହେରା): ସନ୍ଥ ଶିରୋମଣି ଗୁରୁ ରବିଦାସଜୀଙ୍କ ୬୫୦ତମ ଜୟନ୍ତୀ ଅବସରରେ ସାମାଜିକ ସମରସତା ଓ ଭାଇଚାରାର ବାର୍ତ୍ତା ନେଇ ଆୟୋଜିତ ‘ସମରସ ସଂକଳ୍ପ ଅଭିଯାନ’ର ପବିତ୍ର…

ଦୁର୍ନୀତି ମାମଲାରେ ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ୪ବର୍ଷ ସଶ୍ରମ କାରାଦଣ୍ଡ

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଭିଜିଲାନ୍ସର ସ୍ୱତନ୍ତ୍ର ବିଚାରପତି ପଦମପୁର ବ୍ଲକ ଅଧୀନ ପୁରେନା ଗ୍ରାମପଞ୍ଚାୟତର ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀ (PEO) ଛବିଳ ବାରିହାଙ୍କୁ ଦୁର୍ନୀତି ମାମଲାରେ…

ଚନ୍ଦନପୁରରେ ଗୋଷ୍ଠୀ ସଂଘର୍ଷ, ପୋଲିସର ଫ୍ଲାଗମାର୍ଚ

ପୁରୀ,୨୫।୮: ପୁରୀ ଜିଲା ଚନ୍ଦନପୁର ଥାନା ଉତରଣା ମଠସାହିରେ ମଙ୍ଗଳବାର ଗୋଷ୍ଠୀ ସଂଘର୍ଷ ହୋଇଛି। ଗାଁର ଏକ ପୋଖରୀର ଦଳ ସଫା ଏବଂ ମାଛ ମରାକୁ କେନ୍ଦ୍ର…

ପିହୁ ନିଖୋଜ ଘଟଣା,କ୍ରାଇମବ୍ରାଞ୍ଚ ନୁହେଁ ସିବିଆଇ ତଦନ୍ତ ହେଉ:ବିଶ୍ୱ ରଞ୍ଜନ

ବରୀ,୨୫।୮(ମହେନ୍ଦ୍ର ସ୍ବଇଁ): ଯାଜପୁର ଜିଲା ବରୀ ବ୍ଲକ ବିଂଝାରପୁର ଥାନ ମଧୁସୂଦନପୁର ଗ୍ରାମର ବହୁଚର୍ଚ୍ଚିତ କୁନି ଝିଅ ପିହୁ ନିଖୋଜ ଘଟଣାକୁ ନେଇ , ଯାଜପୁର ସାଂସଦ…

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

୧୫ ଦିନ ହେଲା ନିଖୋଜ ଥିଲେ ଯୁବକ, ପରିତ୍ୟକ୍ତକୁ ଘରୁ ମିଳିଲା…

କଟକ,୨୫।୮(ପ୍ରଭୁ କଲ୍ୟାଣ ପାଲ୍‌): ବାରଙ୍ଗ ଥାନା ଗୋଡ଼ିସାହିର ଏକ ପରିତ୍ୟକ୍ତ ଘରୁ ମଙ୍ଗଳବାର ପୋଲିସ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ଯୁବକ ଜଣକ ବାରଙ୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri