ଜଙ୍ଗଲ ଜମି ଅଧିକାର ସଂଯୋଜିକାଙ୍କୁ ମାଡ଼ିବସିଲା ଭିଜିଲାନ୍ସ

କୁଚିଣ୍ଡା,୧୧।୩(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଉପଜିଲାପାଳ କାର୍ଯ୍ୟାଳୟ ପରିସରରେ ଥିବା ଜଙ୍ଗଲ ଜମି ଅଧିକାର ବିଭାଗ ସଂଯୋଜିକା ନିଗତ ପରବିନ୍‌ ଲାଞ୍ଚ ନେଇ ଧରା ପଡ଼ିଛନ୍ତି। ଜଙ୍ଗଲ ଜମି ପଟ୍ଟା ହିତାଧିକାରୀଙ୍କୁ କେନ୍ଦ୍ର ସରକାରଙ୍କର ଅନୁକମ୍ପା ମୂଳକ ସହାୟତା ରାଶି ଦେବା ପାଇଁ ୮ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ବିଭାଗ ଦ୍ବାରା ଧରାପଡିଥିଲେ।
ସୂଚନାଯୋଗ୍ୟ, ବାମରା ବ୍ଲକ କେଶାଇବାହାଲ ଗ୍ରାମର ସୁଶାନ୍ତ କେର୍କେଟାଙ୍କଠାରୁ ଏହି ଟଙ୍କା ନେଉଥିବା ସମୟରେ ଛକି ବସିଥିବା ସମ୍ବଲପୁର ଭିଜିଲାନ୍ସ ଟିମ୍‌ ମାଡି ବସିଥିଲେ। ଜଙ୍ଗଲ ଜମି ପଟ୍ଟା ହିତାଧିକାରୀଙ୍କୁ କେନ୍ଦ୍ର ସରକାରଙ୍କର ଅନୁକମ୍ପା ମୂଳକ ସହାୟତା ରାଶି ଦେବା ପାଇଁ ପରବିନ ଉକ୍ତ ଟଙ୍କା ଲାଞ୍ଚ ନେଉଥିଲେ। ଭିଜିଲାନ୍ସ ଟିମ ଲାଞ୍ଚ ଟଙ୍କା ଜବତ ସହ ତାଙ୍କୁ ସାଙ୍ଗରେ ନେଇ ତାଙ୍କ କୁଚିଣ୍ଡାସ୍ଥିତ ବାସଭବନରେ ଚଢାଉ କରି ଖାନତଲାସି ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିପଦସଙ୍କୁଳ ବରଗଡ଼-ଭେଡ଼େନ କେନାଲ: ବାଲିବସ୍ତା ପ୍ୟାଚଅପ୍‌କୁ ବାଉଁଶ ବାଡ଼ ଭରସା

ବରଗଡ଼,୨୭।୬(ପ୍ରେମାନନ୍ଦ ଖମାରୀ):ଖରିଫ୍‌ ଚାଷକାର୍ଯ୍ୟ ଆରମ୍ଭ ହୋଇଯାଇଛି। କିନ୍ତୁ ଏପର୍ଯ୍ୟନ୍ତ କେନାଲ ପାଣି ଛଡ଼ାଯାଇ ନାହିଁ। ଅନ୍ୟପଟେ ବରଗଡ଼-ଭେଡ଼େନ କେନାଲର ଥୁକ୍‌ପାଲିସ୍‌ ମରାମତି ଚାଲିଛି। କେନାଲ ପାର୍ଶ୍ୱରେ ବାଲିବସ୍ତା,…

India vs Ireland: ଦ୍ୱିତୀୟ ଟି-୨୦ରେ ଖେଳିବେ ବୈଭବ ସୂର୍ଯ୍ୟବଂଶୀ? ଲଜ୍ଜାଜନକ ପରାଜୟ ପରେ ବଢ଼ିଲା ଅଭିଯୋଗ

ନୂଆଦିଲ୍ଲୀ,୨୭।୬: ଭାରତୀୟ କ୍ରିକେଟ ଦଳ ଶୁକ୍ରବାର ଆୟର୍ଲାଣ୍ଡ ବିପକ୍ଷରେ ପ୍ରଥମ ଟି-୨୦ ମ୍ୟାଚ ହାରିଗଲା, ବୈଭବ ସୂର୍ଯ୍ୟବଂଶୀଙ୍କୁ ସ୍ଥାନ ନ ଦେବା ନିଷ୍ପତ୍ତିକୁ ନେଇ କଡ଼ା ସମାଲୋଚନାର…

ଟେକ୍ସାସରେ ମିଳିଲା ୧୯୦ ବର୍ଷ ପୁରୁଣା ଲୁହା କମାଣ ଗୋଳା

ସାନ୍‌ ଆଣ୍ଟୋନିଓ (ଟେକ୍ସାସ),୨୭ା୬:ଆମେରିକାର ଟେକ୍ସାସ ପ୍ରଦେଶରେ ଥିବା ପ୍ରସିଦ୍ଧ ‘ଆଲାମୋ’ ଐତିହାସିକ ସ୍ଥଳରୁ ପ୍ରତ୍ନତତ୍ତ୍ୱବିତ୍‌ମାନେ ଏକ ଅକ୍ଷତ ଲୁହା କମାଣ ଗୋଳା (କ୍ୟାନନ୍‌ବଲ୍‌) ପାଇଛନ୍ତି। ଏହା ୧୮୩୬…

କାହିଁକି ମିଳିଲାନି ବୈଭବ ସୂର୍ଯ୍ୟବଂଶୀଙ୍କୁ ଡେବ୍ୟୁର ସୁଯୋଗ? ନିରାଶ ହେଲେ ପ୍ରଶଂସକ

ନୂଆଦିଲ୍ଲୀ, ୨୬।୬: ଆୟରଲ୍ୟାଣ୍ଡ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚ୍‌ରେ ଭାରତୀୟ କ୍ରିକେଟ୍ ପ୍ରେମୀଙ୍କୁ ସାମାନ୍ୟ ନିରାଶ ହେବାକୁ ପଡ଼ିଛି। ଦଳର ନୂଆ ଅଧିନାୟକ ଶ୍ରେୟସ ଆୟର ଟସ୍…

ବିଷାକ୍ତ ଛତୁ ଖାଇ ୩ ଶିଶୁ ଗୁରୁତର: କଲ୍ୟାଣସିଂହପୁର ମେଡିକାଲରେ ଭର୍ତ୍ତି, ଚିକିତ୍ସା ପରେ ଅବସ୍ଥା ସ୍ଥିର

କଲ୍ୟାଣସିଂହପୁର, ୨୬।୬ (ଦୀପକ କୁମାର ପରିଡା): ବିଷାକ୍ତ ଛତୁ ଖାଇ ୩ ଜଣ ଶିଶୁ ଗୁରୁତର ଅସୁସ୍ଥ ହୋଇ ପଡ଼ିଛନ୍ତି। ସେମାନଙ୍କୁ ଗୁରୁତର ଅବସ୍ଥାରେ କଲ୍ୟାଣସିଂହପୁର ଗୋଷ୍ଠୀ…

ବରଗଡ଼ରେ ଚାଞ୍ଚଲ୍ୟ: ଏ-କ୍ଲାସ୍ କଣ୍ଟ୍ରାକ୍ଟରଙ୍କୁ ବନ୍ଧୁକ ମୁନରେ ଧମକ, ଥାନାରେ ଏତଲା ପରେ…

ବରଗଡ଼, ୨୬।୬ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଏକ ସାଙ୍ଘାତିକ ଘଟଣା ସାମ୍ନାକୁ ଆସିଛି। ଜଣେ ଜଣାଶୁଣା ଏ-କ୍ଲାସ କଣ୍ଟ୍ରାକ୍ଟର ସୁଜୟ ଶ୍ରୀମନ୍ତ ବିଶିଙ୍କୁ ବନ୍ଧୁକ ମୁନରେ…

ପୋଡ଼ି ପାଉଁଶ ହେଲା ୩,୧୧୬ କିଲୋ ଗଞ୍ଜେଇ, NDPS ଆକ୍ଟ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ

ମୋହନା, ୨୬।୬ (ମନ୍ମଥ ମିଶ୍ର): ଗଜପତି ଜିଲା ରା. ଉଦୟଗିରି ଥାନା ପୋଲିସ ପକ୍ଷରୁ ଆଜି ମାଦକ ଦ୍ରବ୍ୟ କାରବାର ବିରୋଧରେ ଏକ ବଡ଼ ପଦକ୍ଷେପ ଗ୍ରହଣ…

ବାଣପୁରରେ ଦୁର୍ଘଟଣା: ଭାରସାମ୍ୟ ହରାଇ ବିଲ ମଝିକୁ ଓଲଟିଲା ଦ୍ରୁତଗାମୀ କାର୍, ୫ ମଦ୍ୟପ ଯୁବକ…

ବାଣପୁର, ୨୬।୬ (ଦିଲ୍ଲୀପ କୁମାର ସ୍ୱାଇଁ): ନାଚୁଣୀ ଥାନା ଅଧୀନ ଦେଓଗାଁ ଆଗୁଳଛକ ନିକଟ ବ୍ରିଜ୍‌ ପାଖରେ ଏକ ବଡ଼ ଧରଣର ସଡ଼କ ଦୁର୍ଘଟଣା ଘଟିଛି। ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri