ଜଟଣୀ ବାଇପାସ୍‌ ନିକଟରେ ଅବକାରୀ ଗୁଇନ୍ଦା ବିଭାଗର ଚଢ଼ାଉ: ୧୦ ଲକ୍ଷ ଟଙ୍କାର ବ୍ରାଉନ୍‌ସୁଗାର ଜବତ, ଜଣେ ଗିରଫ

ଖୋର୍ଦ୍ଧା ଅଫିସ,୨୬।୫: କଟକ ଅବକାରୀ ଗୁଇନ୍ଦା ବିଭାଗ ବୁଧବାର ଜଟଣୀ ବାଇପାସ ଛକ ନିକଟରେ ଚଢ଼ାଉ କରି ୧୦୫ ଗ୍ରାମ ବ୍ରାଉନସୁଗାର ଜବତ କରିଛି। ଘଟଣାରେ ଏସ୍‌.କେ.ସରିଫ ନାମକ ଜଣେ ଯୁବକଙ୍କୁ ଗିରଫ କରାଯାଇଛି। ଗିରଫ ଯୁବକଙ୍କ ନିକଟରୁ ୨ହଜାର ଟଙ୍କା ଓ ଗୋଟିଏ ବନ୍ଧୁକ ମଧ୍ୟ ଜବତ କରାଯାଇଛି। ଜବତ ବ୍ରାଉନସୁଗାରର ଆନୁମାନିକ ମୂଲ୍ୟ ୧୦ଲକ୍ଷ ଟଙ୍କା ହେବ ବୋଲି ଅବକାରୀ ଅଧିକାରୀ ଜଗଦୀଶ ଚନ୍ଦ୍ର ସାମଲ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଭାଙ୍ଗିଗଲା ବିବାହ ସ୍ବପ୍ନ: ପ୍ରେମିକଙ୍କ ଆଗରେ ଏମିତି କାମ କଲେ ପ୍ରେମିକା

ରାଉରକେଲା,୨୦।୮(ସଙ୍ଗୀତା ଜେନା):ବିବାହ କରିବାକୁ ମନା କରିବାରୁ ଝିରପାଣି ଥାନା ଅନ୍ତର୍ଗତ ଝିରପାଣି ଭଟା ବସ୍ତିରେ ଗତ ୧୪ ତାରିଖ ସକାଳେ ଜଣେ ଯୁବତୀ ତାଙ୍କ ପ୍ରେମିକଙ୍କ ସମ୍ମୁଖରେ…

କୁଚିଣ୍ଡା-ଭୋଜପୁରରେ ମରଣଯନ୍ତା ସାଜିଛି ହମ୍ପସ: ପ୍ରତିଦିନ ଘଟୁଛି ଦୁର୍ଘଟଣା

ଜମନକିରା,୧୯ା୮(ରବୀନ୍ଦ୍ର ପ୍ରସାଦ ଦାନୀ):ଜାତୀୟ ରାଜପଥ ଉପରେ ହମ୍ପସ ବା ସ୍ପିଡ୍‌ ବ୍ରେକର ନିର୍ମାଣ ଉପରେ ସୁପ୍ରିମକୋର୍ଟ, ବିଭିନ୍ନ ହାଇକୋର୍ଟ ତଥା କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରଣାଳୟ (ମୋଓରଟିଏଚ)ର…

ସରିସରି ଯାଉଛି ପଞ୍ଜୀକରଣ ଅବଧି, ତୁଟୁନି ଚାଷୀଙ୍କ ସମସ୍ୟା: ଉପୁଜୁଛି ନୂଆ ନୂଆ ସମସ୍ୟା

ବରଗଡ଼,୨୦।୮(ପ୍ରେମାନନ୍ଦ ଖମାରୀ):ସମୟ ଗଡ଼ି ଚାଲିଛି। ପଞ୍ଜୀକରଣ ଅବଧି ମଧ୍ୟ ସରିସରି ଯାଉଛି। ଏଭଳି ସ୍ଥିତିରେ ଧାନବିକ୍ରି ପଞ୍ଜୀକରଣ ପାଇଁ ଚାଷୀମାନଙ୍କୁ ନୂଆଁ ନୂଆଁ ସମସ୍ୟାର ସମ୍ମୁଖୀନ ହେବାକୁ…

ବିପଦସଙ୍କୁଳ ଶ୍ରେଣୀଗୃହ, ମୁହଁ ମୋଡୁଛନ୍ତି ଛାତ୍ରୀଛାତ୍ର

ଭବାନୀପାଟଣା,୨୦ା୮(ଉତ୍ତମ କୁମାର ଦାଶ):ଓଡ଼ିଶା ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ୨୦୧୪ରେ ରାଜ୍ୟର ସମସ୍ତ ଅସୁରକ୍ଷିତ ଓ ପରିତ୍ୟକ୍ତ ସ୍କୁଲ କୋଠା ଚିହ୍ନଟ…

ଘରେ ଶୋଇଥିଲେ ଟିକେଶ୍ୱର, କାମୁଡ଼ିଲା ସାପ: ରାତିଅଧରେ ଏମିତି କାମ କରିବାରୁ ଘଟିଲା…

ଦେବଗଡ,୨୦।୮(ଶଶାଙ୍କ ଶେଖର ଝାଙ୍କର): ସାପ କାମୁଡାରେ ଦେବଗଡ ଥାନା ତଥା ବାରକୋଟ ବ୍ଲକ କଂଟାପାଲି ଗ୍ରାମ ପଞ୍ଚାୟତର ଟୁସୁଳା ଗ୍ରାମର ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି…

ଜାତୀୟ ରାଜପଥରେ ପିକ୍‌ଅପ୍‌ ଭ୍ୟାନ୍‌ ଅଟକାଇ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ଜେଲ ଗଲେ ୩ ଅଭିଯୁକ୍ତ,୪ ନାବାଳକ…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ପାଟପୁର ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି। ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ମାର୍ଥାପୁର ନିକଟରେ ପିକ୍‌ଅପ୍‌ ଭ୍ୟାନ୍‌…

ଦେଶୀ ମଦ ଚୋରାଚାଲାଣ ବେଳେ ମାଡିବସିଲା ଅବକାରୀ ବିଭାଗ; ମହିଳାଙ୍କ ସମେତ ୩ ଗିରଫ, ମିଳିଲା…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଦ୍ମପୁର ଗ୍ରାମ ନିକଟ ଦୁର୍ଗମ ଜଙ୍ଗଲରେ ବୁଧବାର ଦିଗପହଣ୍ଡି ଓ ଚିକିଟି ଅବକାରୀ ବିଭାଗ ପକ୍ଷରୁ ମିଳିତ…

ନିର୍ମାଣର ୫ମାସ ମଧ୍ୟରେ ରାସ୍ତାରୁ ଉଠି ଗଲାଣି ପିଚୁ, ଭିଜିଲାନ୍ସ ତଦନ୍ତ ପାଇଁ ଦାବି

କୋକସରା,୧୯।୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଦୀର୍ଘ ବର୍ଷରୁ ମରାମତି ଅଭାବ କାରଣରୁ କୋକସରା ବ୍ଲକ ବଡ଼କେନ୍ଦୁଗୁଡା ବଜାର ପଡିଆ ଛକ ବିଜୁ ଏକ୍ସପ୍ରେସୱେରୁ ବିଜମରା ଭାୟା ବୋବରିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri