ଜଣଙ୍କ ମୃତ୍ୟୁରେ ପରିବାର ୫ ସଦସ୍ୟଙ୍କ ଆତ୍ମହତ୍ୟା ଉଦ୍ୟମ

ଝାରସୁଗୁଡା ଅଫିସ,୨।୬: ଝାରସୁଗୁଡ଼ା ଥାନା ବିଟିଏମ୍‌ ଫାଣ୍ଡି ଅଧୀନ ଲହଣ୍ଡାବୁଡ଼ ଅଞ୍ଚଳରେ ଗୋଟିଏ ପରିବାରର ୫ ଜଣ ସଦସ୍ୟ ମଙ୍ଗଳବାର ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ସମସ୍ତଙ୍କୁ ପୋଲିସ ଉଦ୍ଧାରକରି ଝାରସୁଗୁଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛି। ଜଣଙ୍କ ସ୍ବାସ୍ଥ୍ୟବସ୍ଥା ଗୁରୁତର ହେବାରୁ ତାଙ୍କୁ ବୁର୍ଲା ପଠାଯାଇଛି। ପରିବାରର ଜଣେ ସଦସ୍ୟଙ୍କ ସୋମବାର କୌଣସି କାରଣରୁ ମୃତ୍ୟୁ ଘଟିବାରୁ ସେମାନେ ଏହି ପଦକ୍ଷେପ ନେଇଥିବା ପ୍ରାଥମିକ ତଦନ୍ତ ବେଳେ ପୋଲିସ ଜାଣିବାକୁ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତାରିଣୀ ଷ୍ଟୋର ଗୋଦାମରୁ ଚୋରି

ଝୁମ୍ପୁରା, ୧୮।୭(ଡି.ଏନ.ଏ.)-ଝୁମ୍ପୁରା ବଜାରର ମଧ୍ୟଭାଗରେ ଥିବା ତାରିଣୀ ଷ୍ଟୋର ରାଶନ ଦୋକାନର ଗୋଦାମ ଗୃହରୁ ତାଲା ଭାଙ୍ଗି ଲକ୍ଷାଧିକ ଟଙ୍କାର ଜିନିଷ ଚୋରି ହୋଇଥିବା ନେଇ...

ଦିଗପହଣ୍ଡି କ୍ୱାରାଣ୍ଟାଇନ ସେଣ୍ଟରରେ ଅବ୍ୟବସ୍ଥା ଅଭିଯୋଗ: ସୁରଟ ଫେରନ୍ତାଙ୍କ ହୋହଲ୍ଲା

ଦିଗପହଣ୍ଡି,୪।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଆଦିବାସୀ ହଷ୍ଟେଲ କ୍ୱାରାଣ୍ଟାଇନ ସେଣ୍ଟରରେ ଅବ୍ୟବସ୍ଥା ପ୍ରତିବାଦରେ ସୋମବାର ସକାଳେ ବହୁସଂଖ୍ୟକ ସୁରଟ ଫେରନ୍ତା ହୋହଲ୍ଲା କରିଥିଲେ।...

ଜଳସଙ୍କଟ ଭୋଗିବେ ବନ୍ଦରାଞ୍ଚଳବାସୀ

ପାରାଦୀପ, ୧୭।୩ (ସ୍ବ.ପ୍ର.): ଚଳିତବର୍ଷ ଖରାଦିନେ ପାରାଦୀପ ବନ୍ଦରାଞ୍ଚଳରେ ପୁଣି ଜଳସଙ୍କଟ ଦେଖାଦେବ। ଏଥିପାଇଁ ସମସ୍ତେ ଜଳ ପରିଚାଳନା କ୍ଷେତ୍ରରେ ସଚେତନ ରହିବାକୁ ବନ୍ଦର ଅଧ୍ୟକ୍ଷ...

ବିଇଓଙ୍କ ବଦଳି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ଶେରଗଡ,୨୧ା୭(ଡି.ଏନ.ଏ.)-ଶେରଗଡ ବ୍ଲକ ମିଳିତ ଶିକ୍ଷକ ସଂଘର ଏକ ବୈଠକ ଶନିବାର ସ୍ଥାନୀୟ ଜୟଚଣ୍ଡୀ ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବିଇଓ ଭାସ୍କର ଲେଙ୍କା ଛଦ୍ମବେଶରେ...

ବୃକ୍ଷରୋପଣ କରି ପରିବେଶ ସୁରକ୍ଷା ଆହ୍ବାନ

ରଣପୁର,୭ା୭(ସ୍ବ.ପ୍ର.): ଶନିବାର ଖୋର୍ଦ୍ଧା ବନଖଣ୍ଡ ଅନ୍ତର୍ଗତ ରଣପୁର ବନାଞ୍ଚଳ ତରଫରୁ ସାନଗଡ ବିଦ୍ୟାଳୟରେ ୭୦ତମ ବନ ମହୋତ୍ସବ ପାଳନ କରାଯାଇଛି। ସ୍ଥାନୀୟ ବିଧାୟକ ସତ୍ୟନାରାୟଣ ପ୍ରଧାନ...

ଆରଟିଓଙ୍କ କାର୍ଯ୍ୟାଳୟରେ ଦୁର୍ନୀତି ଅଭିଯୋଗ:ଏମ୍‌ଭିଆଇଙ୍କୁ ବଦଳି ଦାବିରେ ବିକ୍ଷୋଭ

ଢେଙ୍କାନାଳ ଅଫିସ,୨୪ା୯ ଢେଙ୍କାନାଳ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟରେ ବେଆଇନ କାର୍ଯ୍ୟକଳାପ ଓ ଦୁର୍ନୀତି ଅଭିଯୋଗ ଆଣିଛନ୍ତି ୫ଟି ଟ୍ରକ ମାଲିକ ସଂଘର କର୍ମକର୍ତ୍ତା। ଆଞ୍ଚଳିକ ପରିବହନ...

ବେଆଇନ ପଥର ବୋଝେଇ ୮ ଡମ୍ପର ଜବତ: ଆଦାୟ ହେଲା ୧.୪୪ ଲକ୍ଷ ଜରିମାନା

ଜଳେଶ୍ୱର, ୯।୧(ସ୍ବ.ପ୍ର.)-ବିଭିନ୍ନ ସମୟରେ ଜଳେଶ୍ୱର ତହସିଲ ଅଞ୍ଚଳରେ ବେଆଇନ ବୋଝେଇ ଟ୍ରକ୍‌ ଚଳାଚଳ କରୁଥିବା ବେଳେ ପ୍ରଶାସନ ପକ୍ଷରୁ କୌଣସି କାର୍ଯ୍ୟାନୁଷ୍ଠାନ ହେଉ ନ ଥିବାରୁ...

୪ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଜବତ : ୫ ଜୁଆଡ଼ି ଗିରଫ

ରାଉରକେଲା ଅଫିସ,୭।୮: ରାଉରକେଲା ଉଦିତନଗର ପୋଲିସ ବୁଧବାର ୫ ଜୁଆଡ଼ିଙ୍କୁ ଗିରଫ କରିଛି। ଏମାନେ ହେଲେ ନାଲ ରୋଡ୍‌ ବାସିନ୍ଦା ଉତ୍ତମ ଶର୍ମା, ବାସନ୍ତୀ କଲୋନୀର...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *