Posted inଜାତୀୟ

ଜଣେ ନିଆରା ପ୍ରଶଂସକଙ୍କୁ ଭେଟିଲେ ମୋଦି

ନୂଆଦିଲ୍ଲୀ, ୩।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଭାଜପାର ଜଣେ ନିଆରା ପ୍ରଶଂସକଙ୍କୁ ଭେଟିଛନ୍ତି। ସେ ହେଉଛନ୍ତି ଗୁଜରାଟର ଭୀଭୂଭାଇ। ଗତ ଲୋକ ସଭା ନିର୍ବାଚନରେ ଭାଜପା ୩୦୦ରୁ ଅଧିକ ସିଟ୍‌ ଯଦି ଜିତିବ ତେବେ ସେ ଅମରେଲିରୁ ଦିଲ୍ଲୀ ସାଇକେଲରେ ଯାତ୍ରା କରିବେ ବୋଲି ଘୋଷଣା କରିଥିଲେ। ତେବେ ନିର୍ବାଚନରେ ଭାଜପା ୩୦୦ରୁ ଅଧିକ ଆସନ ଜିତିବା ପରେ ଭୀଭୂଭାଇ ତାଙ୍କ ପ୍ରତିଶୃତି ପାଳନ କରି ଅମରେଲିରୁ ଦିଲ୍ଲୀ ପାଖପାଖି ୧୨ ଶହ କିମି ସାଇକେଲରେ ଆସି ପହଞ୍ଚିଥିଲେ। ଭୀରୁଭାଇ ସାଇକେଲ ହ୍ୟାଣ୍ଡେଲରେ ମୋଦି ଏବଂ ଅମିତ ଶାହଙ୍କ ଫଟୋ ଲଗାଇ ଯାତ୍ରା କରିଥିଲେ। ଦିଲ୍ଲୀରେ ପହଞ୍ଚିବା ପରେ ସେ ମୋଦିଙ୍କୁ ଭେଟିଛନ୍ତି। ଭୀରୁଭାଇଙ୍କ ସହ ଏକ ଫଟୋ ପ୍ରଧାନମନ୍ତ୍ରୀ ନିଜ ଟୁଇଟର ଆକାଉଣ୍ଟରେ ପୋଷ୍ଟ କରି ତାଙ୍କ ନିଷ୍ଠାକୁ ପ୍ରଶଂସା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶାହରୁଖଙ୍କୁ ନେଇ ପଙ୍କଜ କପୁର କଲେ ବଡ଼ ଖୁଲାସା: ଦର୍ଶକ ସ୍ତବ୍ଧ

ବଲିଉଡ୍‌ କିଙ୍ଗ କହିଲେ ଶାହରୁଖ ଖାନ୍‌ଙ୍କୁ ବୁଝାଏ। ଥିଏଟରରୁ ବଲିଉଡ ପର୍ଯ୍ୟନ୍ତ ତାଙ୍କ ଯାତ୍ରା ଅନେକ ଯୁବପିଢ଼ିଙ୍କ ପାଇଁ ପ୍ରେରଣାର କାରଣ ପାଲଟିଛି। ସେ ଅନେକ ବ୍ଲକବଷ୍ଟର…

ହର୍ମୁଜରେ ସ୍ଥାପନ ହେବ ହଟଲାଇନ; ପ୍ରଥମ ପର୍ଯ୍ୟାୟ ଆଲୋଚନା ପରେ ଆମେରିକାକୁ ଇରାନର ସ୍ପଷ୍ଟ ବାର୍ତ୍ତା

ତେହରାନ,୨୩।୬: ଯଦିଓ ଆମେରିକା ଏବଂ ଇରାନ ସ୍ବିଜରଲ୍ୟାଣ୍ଡରେ ପ୍ରଥମ ପର୍ଯ୍ୟାୟ ଆଲୋଚନା ସମୟରେ ଅନେକ ପ୍ରସଙ୍ଗରେ ଏକ ସହମତିରେ ପହଞ୍ଚିଥିଲେ, ତଥାପି ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଇରାନର…

ଜିତୁ ମୁଣ୍ଡାଙ୍କୁ ମିଳିଲା ନ୍ୟାୟ: ମଲ୍ଲିପଶି ଗ୍ରାମ୍ୟ ବ୍ୟାଙ୍କ ମ୍ୟାନେଜର ନିଲମ୍ବିତ, ନବୀନଙ୍କ ହସ୍ତକ୍ଷେପ ପରେ…

ପାଟଣା,୨୩।୬(ବୀର କିଶୋର ଦାଶ): କେନ୍ଦୁଝରର ଜିତୁ ମୁଣ୍ଡାଙ୍କ କେସ୍‌ରେ ଅବହେଳା ପାଇଁ ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ ମ୍ୟାନେଜର ନିଲମ୍ବିତ ହୋଇଛନ୍ତି। କେନ୍ଦୁଝର ଜିଲା ମଲ୍ଲୀପଶି ସ୍ଥିତ ଓଡ଼ିଶା…

ପାକିସ୍ତାନକୁ କଡ଼ା ଟାର୍ଗେଟ କଲେ ୟୁକେ ପ୍ରଧାନମନ୍ତ୍ରୀ ଦୌଡ଼ରେ ଥିବା ନାଇଜେଲ ଫାରେଜ, ଜାଣନ୍ତୁ ଭାରତ ପ୍ରତି ତାଙ୍କର ମତ କ’ଣ

ଲଣ୍ଡନ,୨୩।୬: କିର ଷ୍ଟାର୍ମରଙ୍କ ଇସ୍ତଫା ପରେ ବ୍ରିଟେନର ପରବର୍ତ୍ତୀ ପ୍ରଧାନମନ୍ତ୍ରୀ ହେବା ଦୌଡ଼ରେ ନାଇଜେଲ ଫାରେଜ ଜଣେ ଦୃଢ଼ ଦାବିଦାର ଭାବରେ ଉଭା ହୋଇଛନ୍ତି। ରିଫର୍ମ ୟୁକେର…

ସ୍କୁଲରୁ ଲଗାତର ଚୋରି, ଦୁର୍ବୃତ୍ତମାନଙ୍କୁ ଧରିବାରେ ପୋଲିସ ବିଫଳ

ଅମରପାଲି,୨୩ା୬(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ୍‌ ଅନ୍ତର୍ଗତ ବହଳପଦର କ୍ଲଷ୍ଟରର ଭାଲୁଡୁଙ୍ଗୁରୀ ସରକାରୀ ୟୁପି ସ୍କୁଲରେ ବାରମ୍ବାର ଚୋରି ହେଉଥିବାବେଳେ ଏ ପର୍ଯ୍ୟନ୍ତ ଦୁର୍ବୃତ୍ତମାନଙ୍କୁ ଧରିବାରେ…

ଶିକ୍ଷାବିତ୍‌ଙ୍କ ଅକାଳ ବିୟୋଗ: ଚକ୍ଷୁ ଦାନ କରି ସାଜିଲେ ଉଦାହରଣ

ନୂଆପଡ଼ା/ସିନାପାଲି,୨୩ା୬(ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଅଞ୍ଚଳର ଶିକ୍ଷାବିତ୍‌ ଜଗନ୍ନାଥ ନାୟକଙ୍କ ୫୨ ବର୍ଷ ବୟସରେ ରବିବାର ଅକାଳ ବିୟୋଗ ଘଟିଛି। ଛାତିରେ ଯନ୍ତ୍ରଣା ଅନୁଭବ…

ଆମେରିକାକୁ ବଡ଼ ଝଟକା ଦେଲା ଇରାନ, ପରମାଣୁ କାର୍ଯ୍ୟକ୍ରମକୁ ନେଇ ନେଲା ୟୁଟର୍ନ

ତେହରାନ,୨୩।୬: ଯେତେବେଳେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମା ଆଗକୁ ବଢୁଛି, ଇରାନ ଏହାର ପରମାଣୁ କାର୍ଯ୍ୟକ୍ରମ ସମ୍ପର୍କରେ ଏକ ୟୁ-ଟର୍ନ ନେଇଛି। ଏହା ଚୁକ୍ତିନାମା…

ଅଟୋ ରାଲି ଶୁଭାରମ୍ଭରେ ତ୍ରିରଙ୍ଗା ଉଡାଇଲେ ବିଧାୟକ, ଭିଡିଓ ଭାଇରାଲ ପରେ…

ବରଗଡ଼,୨୨।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅଟୋରିକ୍ସା ମାଲିକ ସଂଘ ରବିବାର ସଂଘର ୨୭ତମ ବାର୍ଷିକ ଉତ୍ସବ ପାଳନ କରିଥିଲା। ଏହି ଅବସରରେ ସକାଳ ପ୍ରାୟ ୮ଟାରେ ବରଗଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri