ଜନତାଙ୍କୁ ଧନ୍ୟବାଦ ଜଣାଇଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୧୧।୨: ଦିଲ୍ଲୀରେ ଆମ ଆଦମୀ ପାର୍ଟି (ଏଏପି) ଏବେ ପର୍ଯ୍ୟନ୍ତ ହୋଇଥିବା ମତଗଣନାରେ ବହୁମତରେ ଆଗରେ ରହିଛି। ଏନେଇ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଓ ତାଙ୍କ ସମର୍ଥକଙ୍କ ମଧ୍ୟରେ ଖୁସିର ଲହରୀ ଖେଳିଯାଇଛି। ଏଏପି ବିଜୟ ପଥେ ଅଗ୍ରସର କରୁଥିବାରୁ ଏବେଠାରୁ ଦଳ କାର୍ଯ୍ୟାଳୟରେ ଉତ୍ସବ ପାଳନ କରାଯାଉଛି। ଏହାରି ଭିତରେ କେଜରିଓ୍ବାଲ ନିଜ ବିଜୟ ଭାଷଣରେ ଦିଲ୍ଲୀ ଜନତାଙ୍କୁ ସମ୍ବୋଧିତ କରିଛନ୍ତି। ସେମାନଙ୍କ ସମର୍ଥନ ଯୋଗୁ ସେ ହ୍ୟାଟ୍ରିକ୍‌ କରିବାକୁ ଯାଉଥିବାରୁ କେଜରିଓ୍ବାଲ ତାଙ୍କୁ ଅଶେଷ ଧନ୍ୟବାଦ ଜଣାଇବା ସହ ଲଭ୍‌ ୟୁ ବୋଲି କହିଛନ୍ତି। ଏଥିସହ ମଙ୍ଗଳବାର ତାଙ୍କ ପାଇଁ ବଡ଼ ଦିନ ବୋଲି ସେ କହିଛନ୍ତି। ଗୋଟିଏ ପଟେ ନିର୍ବାଚନ ଫଳାଫଳ ଅନ୍ୟପଟେ ତାଙ୍କ ଧର୍ମପତ୍ନୀ ସୁନୀତାଙ୍କ ଜନ୍ମଦିନ ବୋଲି କେଜରିଓ୍ବାଲ କହିଥିଲେ। ଏହି କଥା ଶୁଣିବା ପରେ ସେଠାରେ ଉପସ୍ଥିତ ଥିବା ବ୍ୟକ୍ତି ଖୁସିରେ ନାଚି ଉଠିବା ସହ କେକ୍‌-କେକ୍‌ ବୋଲି ଚିତ୍କାର କରିଥିଲେ। ଏହାଶୁଣି ସୁନୀତା ହସିବାକୁ ଲାଗିଥିଲେ। ଏହାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ସର୍ବସାଧାରଣ ପୋଖରୀ ଜବରଦଖଲ, ଆନ୍ଦୋଳନ ନିଷ୍ପତ୍ତି

ନୂଆପଡ଼ା,୯ା୫ (ମକାରୁ ବେମାଲ): ନୂଆପଡ଼ା ସଦର ବ୍ଲକ ଚୁଳାଭାଟ ପଞ୍ଚାୟତ ଭଏଁଷାଦାଦର ଗଁାରେ ଥିବା ସର୍ବସାଧାରଣ ପୋଖରୀକୁ କେତେଜଣ ବ୍ୟକ୍ତି ଜବରଦଖଲ କରିଥିବାରୁ ଗ୍ରାମବାସୀ ଏହାକୁ ବିରୋଧ…

କେସିଙ୍ଗାରେ ରାଷ୍ଟ୍ରୀୟ ଲୋକ ଅଦାଲତ: ଚେକ ବାଉନ୍ସ ମାମଲାରେ …

କେସିଙ୍ଗା,୯।୫(ତୁମେଶ୍ୱର ସାହୁ,): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ତାଲୁକ ଆଇନ ସେବା ସମିତି ପକ୍ଷରୁ ଅଦାଲତ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅଧ୍ୟକ୍ଷା ଦୀପ୍ତି ସେଠଙ୍କ ନେତୃତ୍ୱରେ…

ଘାଇରେ ଭାସୁଛି ମୃତଦେହ: ଚନ୍ଦ୍ରଗିରିରେ ଚାଞ୍ଚଲ୍ୟ

ମୋହନା,୯।୫( ମନ୍ମଥ ମିଶ୍ର ): ଅଜଣା ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର । ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଶଗଡ଼ା…

ଭଗ୍ନାବସ୍ଥାରେ ପଡ଼ିରହିଛି ବୌଦ୍ଧ ମୂର୍ତ୍ତି: ସୌନ୍ଦର୍ଯ୍ୟକରଣ ପୁନରୁଦ୍ଧାର ଅପେକ୍ଷାରେ ଛତ୍ରପୁର ପୌରପରିଷଦ

ଛତ୍ରପୁର,୯ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଅନ୍ୟତମ ପ୍ରମୁଖ ସହର ତଥା ସଦରମହକୁମା ଛତ୍ରପୁରଠାରେ ଦୀର୍ଘବର୍ଷ ପୂର୍ବରୁ ସମ୍ପୂର୍ଣ୍ଣ ହୋଇଥିଲା ଅନେକ ସୌନ୍ଦର୍ଯ୍ୟକରଣ ପ୍ରକଳ୍ପ। ୨୦୧୩ ‘ଫାଇଲିନ’ ମହାବାତ୍ୟା…

ବିପୁଳ ପରିମାଣର ଗଞ୍ଜେଇ ଜବତ: ଏକାବେଳକେ ସ୍ବାମୀଙ୍କ ସହ ୨ ସ୍ତ୍ରୀଙ୍କୁ ମାଡ଼ିବସିଲା ପୋଲିସ…

ପଦ୍ମପୁର ,୮।୫ (ପ୍ରଦୀପ୍ତ ଦାଶ ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଜଗଦଳପୁର ଥାନା ପୋଲିସକୁ ପୁଣି ଏକ ବଡ଼ ସଫଳତା ମିଳିଛି। ଗତ ୪ଦିନ…

ପରାଜୟ ମାନିଲେ ମମତା! ଶୁୁଭେନ୍ଦୁଙ୍କ ଶପଥ ନେଉ ନେଉ ହଠାତ୍‌ କଲେ ଏମିତି କାମ

କୋଲକାତା,୯।୫: ପଶ୍ଚିମବଙ୍ଗରେ ଭାଜପାର ବିସ୍ମୟକର ବିଜୟ ପରେ, ମମତା ବାନାର୍ଜୀ ପ୍ରଥମେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବାକୁ ମନା କରିଦେଇଥିଲେ। କିନ୍ତୁ, ଏବେ ମମତା ବାନାର୍ଜୀ ତାଙ୍କର…

‘ଏବେ ପଶ୍ଚିମବଙ୍ଗ ପୁନଃନିର୍ମାଣ ହେବ’ – ପ୍ରଥମ ଭାଜପା ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

କୋଲକାତା,୯।୫: ଶନିବାର ପଶ୍ଚିମବଙ୍ଗର ପ୍ରଥମ ଭାଜପା ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବା ପରେ, ଶୁଭେନ୍ଦୁ ଅଧିକାରୀ କହିଥିଲେ ଯେ ସେ ଜୋରାସାଙ୍କୋ ଠାକୁର ବାଡ଼ିରେ ଶ୍ରଦ୍ଧାଞ୍ଜଳି…

ସ୍ପଷ୍ଟ ହେଲା ବିଜୟ ଥାଲାପତିଙ୍କ ରାଜତିଳକ, TVKକୁ ସମର୍ଥନ କଲା ଏହି ଦଳ..

ଚେନ୍ନାଇ,୯।୫: ଥାଲାପତି ବିଜୟ ତାମିଲନାଡୁରେ ସରକାର ଗଠନ କରିବାକୁ ପ୍ରସ୍ତୁତ। ଶନିବାର ସେ ଆଉ ଏକ ଦଳର ସମର୍ଥନ ପାଇଲେ, ଯାହା ପରେ ତାଙ୍କ ଦଳ ସରକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri