ଜନତା କର୍ଫ୍ୟୁ ଆହ୍ବାନ: ଚାରିଆଡ଼େ ଖାଁ ଖାଁ

ରାଜନଗର,୨୨।୩(ଡି.ଏନ୍‌.ଏ.): ମହାମାରୀ ରୂପ ଧାରଣ କରିଥିବା କରୋନା ଭୂତାଣୁଠାରୁ ଦୂରରେ ରହିବା ପାଇଁ ପ୍ରଧାନମନ୍ତ୍ରୀ ଜନତା କର୍ଫ୍ୟୁ ଆହ୍ବାନ ଦେଇଛନ୍ତି। ଏହି ଆହ୍ବାନକୁ କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଅଞ୍ଚଳରେ ସମ୍ପୂର୍ଣ୍ଣ ପାଳନ କରାଯାଇଛି। ସବୁବେଳେ ଜନଗହଳି ଲାଗି ରହୁଥିବା ରାଜନଗର, ସାନବଡ଼ ଗୋପାଳପୁର, ଜରିମୂଳ, ତାଳଚୁଆ ଆଦି ଅଞ୍ଚଳ ଆଜି ଖାଁ ଖାଁ ଲାଗୁଛି। ଏନେଇ ରାଜନଗର ପୋଲିସ ପକ୍ଷରୁ ଶନିବାର ଗାଁ ଗାଁରେ ଜନସଚେତନତା ସୃଷ୍ଟି କରାଯାଇଥିଲା। ରବିବାର ରାଜନଗର ଥାନା ଇନ୍ସପେକ୍ଟର ତପନ କୁମାର ନାୟକ, ବିଡିଓ ମନ୍ଦରଧର ମହାଳିକ, ତହସିଲଦାର ଭୋଳାନାଥ ସେଠୀ ଓ ପୋଲିସ ବାହିନୀ ବିଭିନ୍ନ ସ୍ଥାନ ବୁଲି ଅନୁଧ୍ୟାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବରଙ୍କୁ ବେଦିରୁ ଉଠାଇନେଲା ପୋଲିସ

ଖୋର୍ଦ୍ଧା ଅଫିସ, ୧୨ା୩: ପ୍ରଥମ ସ୍ତ୍ରୀ ଥାଇ ୨ୟ ବିବାହ କରୁଥିବା ଅଭିଯୋଗରେ ସ୍ବାମୀକୁ ବାହାବେଦିରୁ ଉଠାଇ ନେଇଛି ପୋଲିସ। ଏ ନେଇ ସ୍ବାମୀ ହଟହଟା...

ଠକେଇ ଅଭିଯୋଗରେ ଶିକ୍ଷୟିତ୍ରୀଙ୍କୁ ୬ ମାସ ଜେଲ

ନୟାଗଡ଼ ଅଫିସ,୧୫।୧୧: ନୟାଗଡ଼ ଏସ୍‌ଡିଜେଏମ୍‌ (ଉପଖଣ୍ଡ ନ୍ୟାୟାଧିକାରୀ) ସଦ୍ୟସ୍ନାତା ପତି ୨୨ ଲକ୍ଷ ୬୦ ହଜାର ଟଙ୍କା ଠକେଇ ଅଭିଯୋଗରେ ଜଣେ ଶିକ୍ଷୟିତ୍ରୀଙ୍କୁ ୬ ମାସ...

ମରାମତି ତାଲିକାରେ ସ୍ଥାନପାଇନି ବିପର୍ଯ୍ୟସ୍ତ ରାସ୍ତା

ନାଉଗାଁ,୨୦ା୧୨(ସ୍ବ.ପ୍ର): ଗତ ସେପ୍ଟମ୍ବରରେ ହୋଇଥିବା ପ୍ରବଳ ବର୍ଷାରେ ନାଉଗାଁ ବ୍ଳକର ଅନେକ ରାସ୍ତା ଧୋଇ ଯାଇଥିଲା। ବର୍ଷାରେ କ୍ଷତିଗ୍ରସ୍ତ ହୋଇଥିବା ରାସ୍ତାକୁ ପୁନଃ ମରାମତି କରିବା...

୯ ପଞ୍ଚାୟତର ୮୬ ଗାଁ ଜଳବନ୍ଦୀ

ଆରଡ଼ି/ଧୂଷୁରୀ, ୪ା୮(ଦୀପ୍ତି ରଞ୍ଜନ ନାୟକ/କପିଲଦେବ ବିଶ୍ୱାଳ): ବୈତରଣୀ ନଦୀର ବନ୍ୟାଜଳ ଭଦ୍ରକ ଜିଲାର ଧୂଷୁରୀ ଅଞ୍ଚଳରେ ଗୁରୁବାର ପୂର୍ବାହ୍ନ୧୧ଟାରେ ପହଁଚିବା ପରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି।...

କାର୍ଯ୍ୟରେ ଯୋଗଦେଲେ ୨ ଆଇଏଏସ, ୬ ଓଏଏସ ଅଧିକାରୀ: ଗଞ୍ଜାମ ଜିଲାପାଳ

ଛତ୍ରପୁର,୫।୭(ଡି.ଏନ୍‌.ଏ.):ଗଞ୍ଜାମ ଜିଲାରେ କରୋନା ପରିସ୍ଥିତି ଅଣାୟତ ହେବାରେ ଲାଗିଛି। ଦିନକୁ ଦିନ ପଜିଟିଭଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ କରୋନାରେ ୨୦ ଜଣଙ୍କ ଜୀବନ ଗଲାଣି।...

ଅବକାରୀ କର୍ମଚାରୀଙ୍କୁ ଆକ୍ରମଣ

ବେଗୁନିଆପଡ଼ା,୨୧।୧୨(ଡି.ଏନ.ଏ.): ପୁଣି ଅବକାରୀ କର୍ମଚାରୀଙ୍କୁ ଆକ୍ରମଣ। ଚୋରା ମଦ କାରବାର ଉପରେ ଚଢାଉ କରି ପୁଣି ଥରେ ମଦ ବେପାରୀଙ୍କ ଆକ୍ରମଣର ଶିକାର ହୋଇଛନ୍ତି ଅବକାରୀ...

ପୁଅଙ୍କ ଶକ୍ତ ଚାପୁଡ଼ାରେ ମା’ଙ୍କ ଜୀବନ ଗଲା

କୁଆଁରମୁଣ୍ଡା,୬ା୮(ଡି.ଏନ୍‌.ଏ.): ଜନ୍ମକଲା ପୁଅ ନିଜ ମା’କୁ ଶକ୍ତ ଚାପୁଡ଼ା ମାରିବାରୁ ମା’ଙ୍କ ଜୀବନ ଯାଇଛି। ଏଭଳି ଅଭାବନୀୟ ଘଟଣା ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା ଅଞ୍ଚଳର...

ଗଞ୍ଜାମ ଜିଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ: ଦୁର୍ବଳ ନଦୀବନ୍ଧ, ଘାଇ ମରାମତି ନିର୍ଦ୍ଦେଶ

ଛତ୍ରପୁର,୪ା୬(ଡି.ଏନ୍‌.ଏ.)- ଛତ୍ରପୁରସ୍ଥିତ ଓସ୍ବାସ ଭିଡିଓ କନ୍‌ଫରେନ୍ସ ହଲ୍‌ରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଜିଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଞ୍ଜାମ ଜିଲାପାଳ...

Advertisement
Archives

Model This Week