‘ଜନତା କର୍ଫ୍ୟୁ’ ଭୟରେ ଦିନକ ପୂର୍ବରୁ କଲେ ବିବାହ

ଥାଣେ,୨୧।୩: ଗୋଟିଏ ପଟେ କରୋନା ଭାଇରସ ସଂକ୍ରମଣର ଭୟ। ଅନ୍ୟପଟେ ମାର୍ଚ୍ଚ ୨୨ରେ ‘ଜନତା କର୍ଫ୍ୟୁ’। ଏସବୁକୁ ଦେଖି ଥାଣେର ଏକ ଦମ୍ପତି ନିର୍ଦ୍ଧାରିତ ସମୟର ଗୋଟିଏ ଦିନ ପୂର୍ବରୁ ଅର୍ଥାତ୍‌ ମାର୍ଚ୍ଚ ୨୧ରେ ବିବାହ କରିଥିବା ଜଣାପଡିଛି। ବର ରୁପେଶ ଯାଦବ(୨୫) ପେଶାରେ ଜଣେ ଓକିଲ ହୋଇଥିବା ବେଳେ କନ୍ୟା ପ୍ରିୟଙ୍କା(୨୪) ଆଇଟି ସେକ୍ଟରରେ କାମ କରୁଛନ୍ତି। ଏମାନଙ୍କ ବିବାହ ତାରିଖ ମାର୍ଚ୍ଚ ୨୨ ସ୍ଥିର କରାଯାଇଥିଲା। ହେଲେ ସେ ଦିନ ‘ଜନତା କର୍ଫ୍ୟୁ’ ଘୋଷଣା କରାଯାଇଥବାରୁ ବିବାହରେ ଅସୁବିଧା ହେବ ଭାବି ଏମାନେ ଗୋଟିଏ ଦିନ ପୂର୍ବରୁ ବରଘରେ ବିବାହ କରିଥିବା ଜଣାପଡିଛି। ଏମାନେ ଧଳା ପୋଷାକ ସହ ମାସ୍କ ପିନ୍ଧି ବିବାହ କରିଥିବା ଦେଖାଯାଇଥିଲା। ଏହି ବିବାହରେ ହାତ ଗଣତି କେତେଜଣ ଲୋକଙ୍କୁ ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସପିଂ ସେଣ୍ଟରରେ ଆଖିବୁଜା ଗୁଳି ଚାଳନା, ୩ ମୃତ

ଓ୍ବାଶିଂଟନ,୨।୮: ଆମେରିକାରେ ଗୁଳିକାଣ୍ଡ ଘଟଣା ବଢ଼ିବାରେ ଲାଗିଛି। ସଦ୍ୟତମ ଘଟଣାଟି ଆଇଡାହୋର ଟ୍ବିନ ଫଲ୍ସ ସହରରେ ଘଟିଛି, ଯେଉଁଠାରେ ଶନିବାର ଅପରାହ୍ନରେ ଜଣେ ଆକ୍ରମଣକାରୀ ଏକ ସପିଂ…

ଏଇ ଭାରତରେ

ବେଙ୍ଗାଲୁରୁର ସୂର୍ଯ୍ୟ ଉତ୍କର୍ଷ ସଡ଼କ ସୁରକ୍ଷା ସମ୍ପର୍କରେ ଲୋକଙ୍କୁ ସଚେତନ କରୁଛନ୍ତି। ପିଲାବେଳେ ରାସ୍ତା ଦୁର୍ଘଟଣାର ଶିକାର ହୋଇ ଅନେକ ଦିନର ଚିକିତ୍ସା ପରେ ସୁସ୍ଥ ହୋଇ…

ଡାହାଣୀ ହୋଇ ଲାଗିବେ

ମୋର ଜଣେ ଆରକ୍ଷୀ ବନ୍ଧୁ ତାଙ୍କ ହ୍ବାଟ୍ସଆପ୍‌ ଷ୍ଟାଟସ୍‌ରେ ନିଶା ନିବାରଣ ପାଇଁ ପୋଲିସ ବିଭାଗ ସହ ହାତ ମିଳାଇ କାମ କରିବା ପାଇଁ ତାଙ୍କର ସାଙ୍ଗସାଥୀ…

୨୦ ବର୍ଷ ପରେ କୋଲକାତା ଫେରିଲେ ତସଲିମା ନାସରିନ; ହେଲେ ପରିସ୍ଥିତି ହେଲା ଅଶାନ୍ତ, କାହିଁକି ଜାଣନ୍ତୁ

କୋଲକାତା,୨।୮: ପ୍ରାୟ ଦୁଇ ଦଶନ୍ଧି ପରେ ତସଲିମା ନାସରିନ ପୁଣି ଥରେ କୋଲକାତାରେ ପହଞ୍ଚିଛନ୍ତି। ସେ ମନ୍ତବ୍ୟ ଦେଇଥିଲେ ଯେ ତାଙ୍କର ପ୍ରତ୍ୟାବର୍ତ୍ତନ ପ୍ରମାଣ କରେ ଯେ…

ୟୁରୋପରେ ଗ୍ରୀଷ୍ମ ତାଣ୍ଡବ

ଶୀତପ୍ରଧାନ ମହାଦେଶ ୟୁରୋପରେ ଅତ୍ୟଧିକ ଉତ୍ତାପଜନିତ ବିପର୍ଯ୍ୟୟ ଯେ କେତେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି କରିପାରେ, ଏହା ଅବିଶ୍ୱସନୀୟ ହେଲେ ମଧ୍ୟ ୨୦୨୬ ମସିହା ଗ୍ରୀଷ୍ମଋତୁ ତାହାର…

ସମୟର ସଙ୍କେତ

ମଦର ଅଫ୍‌ ଡେମୋକ୍ରାସି ବା ଗଣତନ୍ତ୍ରର ଜନନୀ ହେଉଛି ଭାରତ। ଏହା ଜାତିସଂଘ ସୁରକ୍ଷା ପରିଷଦ (ୟୁଏନ୍‌ଏସ୍‌ସି)ରେ ଏକ ଅସ୍ଥାୟୀ ନିର୍ବାଚିତ ଆସନ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଛି।…

Plane Crash: ଭୟଙ୍କର ବିମାନ ଦୁର୍ଘଟଣା, ୧୩ ମୃତ, ଦେଖନ୍ତୁ ଭୟଙ୍କର Video

ଲିମା,୨।୮: ଶନିବାର ଦକ୍ଷିଣ ଆମେରିକୀୟ ଦେଶ ପେରୁରେ ଏକ ବଡ଼ ବିମାନ ଦୁର୍ଘଟଣା ଘଟିଛି, ଯାହା ଫଳରେ ୧୩ ଜଣଙ୍କର ମୃତ୍ୟୁ ହୋଇଛି। ରିପୋର୍ଟ ଅନୁଯାୟୀ ବିମାନଟି…

ସକାଳୁ ସକାଳୁ ଥରିଲା ରାଜଧାନୀ, ଭୂକମ୍ପର ତୀବ୍ରତା ଥିଲା…

ନୂଆଦିଲ୍ଲୀ,୨।୮: ରାଜଧାନୀ ଦିଲ୍ଲୀରେ ରବିବାର (୨ ଅଗଷ୍ଟ) ଭୋର ପ୍ରାୟ ୪ଟା୧୪ ସମୟରେ ଏକ ଭୂମିକମ୍ପ ଅନୁଭୂତ ହୋଇଥିଲା। ରିକ୍ଟର ସ୍କେଲରେ ୨.୯ ତୀବ୍ରତାର ଭୂମିକମ୍ପର ପ୍ରଭାବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri