ଖଟିଆରେ ବୃଦ୍ଧାଙ୍କୁ ଟାଣି ଟାଣି ବ୍ୟାଙ୍କ ନେବା ଘଟଣା: ଉତ୍କଳ ଗ୍ରାମ୍ୟ ବ୍ୟାଙ୍କ ବରଗାଁ ମ୍ୟାନେଜର ନିଳମ୍ବିତ

ନୂଆପଡ଼ା ଅଫିସ,୧୫ା୬-ନୂଆପଡା ଜିଲା ଖଡିଆଳ ବ୍ଲକ ବରଗାଁ ରାସ୍ତାରେ ଜନଧନ ଆକାଉଣ୍ଟରୁ ଟଙ୍କା ଉଠାଇବାକୁ ଜଣେ ଶତାୟୁ ମହିଳାଙ୍କୁ ଖଟିଆରେ ଶୁଆଇ ଟାଣି ଟାଣି ବ୍ୟାଙ୍କ ସମ୍ମୁଖକୁ ଅଣାଯିବା ଘଟଣାରେ ସୋମବାର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଏହି ଘଟଣାରେ ଉତ୍କଳ ଗ୍ରାମ୍ୟ ବ୍ୟାଙ୍କ ବରଗାଁ ମ୍ୟାନେଜର ଅଜିତ କୁମାର ପ୍ରଧାନୁଙ୍କୁ ନିଳମ୍ବିତ କରାଯାଇଛି। ଏଥିସହ ତାଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୪୪ କେଜି ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା,୫ା୬(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରା ଚାଲାଣ ବେଳେ ମୋହନା ପୋଲିସ ଚଢାଉ କରି ଗଞ୍ଜେଇ ଜବତ କରିଛି। ଏଥିରେ ସମ୍ପୃକ୍ତ ଜଣଙ୍କୁ ଗିରଫ କରିଛି। ସେ ହେଲେ…

ଜିଲାପାଳଙ୍କ କାର୍ଯ୍ୟାଳୟରେ ଯୁବକଙ୍କ ଆତ୍ମହତ୍ୟା: ଜମି ବିକ୍ରି ଅନୁମତି ପାଇଁ ନିରାଶ ପରେ…

କେନ୍ଦ୍ରାପଡ଼ା, ୫ା୬ (ଜଗନ୍ନାଥ ଧଳ): କେନ୍ଦ୍ରାପଡା ଜିଲାପାଳଙ୍କ କାର୍ଯ୍ୟାଳୟ ଉପର ତାଲା ଶିଡି ରେଲିଂରେ ବେକରେ ଗାମୁଛା ବାନ୍ଧି ଶୁକ୍ରବାର ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକ…

ମୃତ ଛାତ୍ରଙ୍କ ପରିବାରକୁ ଭେଟିଲେ ବିଧାୟକ, ସମବେଦନା ସହ ଆର୍ଥିକ ସହାୟତା ପ୍ରଦାନ

ହାଟଡିହୀ/ଛେନାପଦୀ, ୫।୬ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅନ୍ତର୍ଗତ ଆଇତିପୁର ପଞ୍ଚାୟତର ଅମୃତପୁର ଗ୍ରାମର ଜଣେ ଦଶମ ଶ୍ରେଣୀ ଉତ୍ତୀର୍ଣ୍ଣ ଛାତ୍ର ଗତ…

ମହିଳା ଆଇନଜୀବିଙ୍କୁ ତହସିଲଦାରଙ୍କ ଆସୌଜନ୍ୟ ବ୍ୟବହାର ଅଭିଯୋଗ: ଧାରଣାରେ  ଆଇନଜୀବୀ

ଦିଗପହଣ୍ଡି,୫|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି  ତହସିଲଦାର ରାମଚନ୍ଦ୍ର ପଟ୍ଟନାୟକ ତାଙ୍କ ପ୍ରକୋଷ୍ଠରେ ମହିଳା ଆଇନଜୀବି ଏମ. ପ୍ରତିଭା କୁମାରୀ ରେଡ୍ଡୀଙ୍କୁ ଅସୌଜନ୍ୟ ବ୍ୟବହାର ପ୍ରଦର୍ଶନ…

ପ୍ରକାଶ ପାଇଲା ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ପରୀକ୍ଷା ଫଳ: ସ୍ନାତକୋତ୍ତରରେ ୮୪.୮ ପ୍ରତିଶତ…

ବଲାଙ୍ଗୀର,୫।୬(ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ସ୍ନାତକ, ସ୍ନାତକୋତ୍ତର ଓ ଇଣ୍ଟ୍ରିଗେଟେଡ ବିଏଡ-ଏମଏଡ ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଛି। ସ୍ନାତକୋତ୍ତରରେ ୮୪.୮ ପ୍ରତିଶତ, ସ୍ନାତକ…

ଗୋଟିଏ ପଟେ ପ୍ରଶାସନିକ ଦାୟିତ୍ୱ: ଅନ୍ୟପଟେ ପରିବେଶ ପ୍ରତି ଅନୁରାଗ, ’ପ୍ରକୃତି ମିତ୍ର’ ସମ୍ମାନରେ ସମ୍ମାନିତ ହେଲେ ଦୁର୍ଗପତିସାରଦା ପ୍ରସାଦ ଦାସ

ଗଞ୍ଜାମ,୫।୬(ଅନାଥ ତରାଇ/ବିଦ୍ୟାଧର ସାହୁ ): ବିଶ୍ୱ ପରିବେଶ ଦିବସ ଅବସରରେ ଗଞ୍ଜାମ ଅଷ୍ଟମ ବାଟାଲିୟନର ଦୁର୍ଗପତି ସାରଦା ପ୍ରସାଦ ଦାସଙ୍କୁ ଜିଲାସ୍ତରୀୟ ସମ୍ମାନଜନକ ପ୍ରକୃତି ମିତ୍ର ପୁରସ୍କାର…

ଫିଲ୍ଡରେ କାର୍ଯ୍ୟ କରୁଥିବାବେଳେ ହଠାତ୍‌ ଟଳିପଡ଼ିଲେ ବିଦ୍ୟୁତ୍‌ କର୍ମଚାରୀ, ସ୍ତ୍ରୀଙ୍କୁ ଚାକିରି ସହ କ୍ଷତିପୂରଣ ଦାବିରେ…

ଭଞ୍ଜନଗର,୫ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାଓ୍ବାର ଅଧୀନରେ କାର୍ଯ୍ୟରତ କର୍ମଚାରୀ ଦୁର୍ଗାମାଧବ ଜେନା (୪୫) ଶୁକ୍ରବାର ଫିଲ୍ଡରେ କାମ କରୁଥିବା ବେଳେ ହଠାତ୍‌ ଟଳିପଡ଼ିଥିଲେ।…

ପାନୀୟ ଜଳ ବିଦ୍ୟୁତ ସମସ୍ୟା ନେଇ ଟାଟା ପାଓ୍ବାର ଅଫିସ ଘେରାଉ

ବଲାଙ୍ଗୀର,୫ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଅନ୍ତର୍ଗତ ବିଭିନ୍ନ ଗ୍ରାମପଞ୍ଚାୟତର ବହୁ ଗ୍ରାମବାସୀ ଶୁକ୍ରବାର ବଲାଙ୍ଗୀର ଆସି ଆରଡବ୍ଲ୍ୟୁଏସ୍‌ଏସ୍‌ ଅଧୀକ୍ଷଣ ଯନ୍ତ୍ରୀ ଅଫିସ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri