ରାୟଗଡା ଅଫିସ, ୧୮।୩: ଖଟରେ ବୁହା ହେଲେ ପ୍ରସୂତି। ଗ୍ରାମକୁ ରାସ୍ତା ନ ଥିବାରୁ ପ୍ରସୂତିଙ୍କୁ ଖଟରେ ବୁହା ହୋଇଥିବା ଭଳି ଘଟଣା ଦେଖିବାକୁ ମିଳିଛି ରାୟଗଡ଼ା ଜିଲା କୋଲନରା ବ୍ଲକ ଅନ୍ତର୍ଗତ ଡୁମୁକୁ ଗ୍ରାମରରେ। ସେ ହେଲେ ସାବିତ୍ରୀ ତାଡିଙ୍ଗୀ। ବୁଧବାର ସାବିତ୍ରୀଙ୍କର ଗର୍ଭ ଯନ୍ତ୍ରଣା ହୋଇଥିଲା। ମାତ୍ର ଉକ୍ତ ଗ୍ରାମକୁ ରାସ୍ତା ନ ଥିବାରୁ ପରିବାର ଲୋକେ ଗ୍ରାମବାସୀଙ୍କ ସହାୟତାରେ ତାଙ୍କୁ ଖଟରେ ବୋହି କଲନରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିବା ଦେଖିବାକୁ ମିଳିଛି।
ଜନନୀ ଯନ୍ତ୍ରଣା: ପହଞ୍ଚି ପାରିଲାନି ଆମ୍ବୁଲାନ୍ସ, ଖଟରେ ବୁହାହେଲେ ପ୍ରସୂତି
Posted inଆମ ଜିଲା ଖବର, ରାଜ୍ୟ, ରାୟଗଡା View All
ପ୍ରଶାସନ ନ ଶୁଣିବାରୁ ସାହିବାସୀ ନିର୍ମାଣ କଲେ
କବିସୂର୍ଯ୍ୟନଗର,୧୧ା୪ (କୃପାସିନ୍ଧୁ ସ୍ବାଇଁ): ପ୍ରଶାସନ ନ ଶୁଣିବାରୁ ନିଜର ସୁବିଧା ପାଇଁ ସାହିବାସୀ କଲଭର୍ଟ ନିର୍ମାଣ କରିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା କବିସୂର୍ଯ୍ୟନଗର…
ରୋଷେଇ ପାଇଁ ଗ୍ୟାସ ଲଗାଉଥିଲେ ମହିଳା, ଲାଇଟର ମାରୁମାରୁ ବଡ଼ ଅଘଟଣ
ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଗ୍ଦେବୀ ରୋଡରେ ଶନିବାର ମଧ୍ୟାହ୍ନରେ ରନ୍ଧନ ଗ୍ୟାସ ଲିକ୍ ହୋଇ ନିଆଁ ଲାଗି ଜଣେ ମହିଳା ଗୁରୁତର ହୋଇଛନ୍ତି। ସେହେଲେ…
ଜଙ୍ଗଲକୁ ଶିକାର ପାଇଁ ଯାଇ ହଟହଟା: ଏଆଇ କ୍ୟାମେରାରେ…
ଉଦଳା,୧୧।୪(ସନ୍ତୋଷ କୁମାର ବାଛିନୀ): ଜଙ୍ଗଲକୁ ଯାଇଥିଲେ ଶିକାର ପାଇଁ। ଜଙ୍ଗଲ ଭିତରେ ଲାଗିଥିବା ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ। ପୋଡାଡିହା ରେଞ୍ଜ ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ…
ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…
ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…
ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍ଲାଇନ୍-ଅଫ୍ଲାଇନ୍ ମୂଲ୍ୟାୟନ କେନ୍ଦ୍ର
ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍ଲାଇନ୍ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…
ବିଜେଡି ନଗର ସଭାପତିଙ୍କ ପିତୃ ବିୟୋଗ: ଝୁରୁଛି ଗାଁ ମାଟି
ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନ୍ଏସି ବିଜେଡି ନଗର ସଭାପତି ତଥା ଯୁବ ସ୍ବେଚ୍ଛାସେବୀ ସୁଧୀର କୁମାର ପାଢ଼ୀଙ୍କ ବାପା କାଶୀନାଥ ପାଢ଼ୀଙ୍କ ୭୮ ବର୍ଷ ବୟସରେ…
କେନ୍ଦୁଝରରେ ଖରିଫ ଧାନ ସଂଗ୍ରହରେ ଐତିହାସିକ ସଫଳତା : ଚାଷୀ ସଂଖ୍ୟା , ଉତ୍ପାଦନରେ ନୂଆ ମାଇଲଷ୍ଟୋନ
କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଚଳିତ ବର୍ଷ ଖରିଫ ଧାନ ସଂଗ୍ରହରେ ଐତିହାସିକ ରେକର୍ଡ ସୃଷ୍ଟି ହୋଇଛି। ଭାଜପା ରାଜ୍ୟ ସ୍ବତନ୍ତ୍ର ନିମନ୍ତ୍ରିତ କାର୍ଯ୍ୟକାରିଣୀ ସଦସ୍ୟ…
ଭୁବନେଶ୍ୱରରେ ପାକିସ୍ତାନ ଆତଙ୍କୀ ଲିଙ୍କ: ପୁଅକୁ ଦିଲ୍ଲୀ ପୋଲିସ ନେବା ପରେ ଏମିତି କହିଲେ ବାପା
ଭୁବନେଶ୍ୱର,୧୧।୪: ମୋ ପୁଅ ନିର୍ଦ୍ଦୋଷ କହିଲେ ଇମ୍ରାନଙ୍କ ବାପା। ପୁଅକୁ ଦିଲ୍ଲୀ ପୋଲିସ ଉଠାଇ ନେବା ପରେ ଏମିତି କହିଲେ ବାପା। ମୋ ପୁଅ ନିର୍ଦ୍ଦୋଷ, ସେ…
Archives

