Posted inଜାତୀୟ

ଜନସଂଖ୍ୟା ବୃଦ୍ଧି ରୋକିବା ପାଇଁ ମୋଦିଙ୍କ ଆହ୍ବାନ: ପରିବାରକୁ ସୀମିତ ରଖିବା ହିଁ ଦେଶଭକ୍ତି

ନୂଆଦିଲ୍ଲୀ, ୧୫।୮: ଦେଶରେ ବୃଦ୍ଧି ପାଉଥିବା ଜନସଂଖ୍ୟାକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୭୩ ତମ ସ୍ବାଧୀନତା ଦିବସ ପାଳନ ଅବସରରେ ଦେଶବାସୀଙ୍କୁ ଆହ୍ବାନ ଦେଇଛନ୍ତି। ଛୋଟ ପରିବାର ଦ୍ୱାରା ଏହି ସମସ୍ୟାର ସଫଳ ନିରାକରଣ ହୋଇପାରିବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ପରିବାରକୁ ସୀମିତ ରଖିବା ହିଁ ପ୍ରକୃତ ଦେଶଭକ୍ତି। ତେଣୁ ଦେଶର ପ୍ରତିଟି ବ୍ୟକ୍ତି ଏଥିପ୍ରତି ଗୁରୁତ୍ୱ ଦେବାର ଆବଶ୍ୟକତା ଉପରେ ସେ ଜୋର୍‌ ଦେଇଛନ୍ତି। ଏହାଦ୍ୱାରା ଦେଶର ବହୁବିଧ ବିକାଶ ସମ୍ଭବ ହୋଇପାରିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାର ବିକ୍ରିରେ ଅନିୟମିତତା: ୬ ଡିଲରଙ୍କ ଲାଇସେନ୍ସ ରଦ୍ଦ

ବରଗଡ଼,୨୫।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ୍‌ ଚାଷକାର୍ଯ୍ୟ ଜୋରସୋର୍‌ରେ ଚାଲିଥିଲାବେଳେ ସାରର କୃତ୍ରିମ ସଙ୍କଟ ଏବଂ କଳାବଜାର ଚାଷୀମାନଙ୍କୁ ଚିନ୍ତାରେ ପକାଇ ଦେଇଛି। ଏଭଳି ଅଭିଯୋଗ ପାଇବା ପରେ…

Commonwealth Games: ଭାରତ ପାଇଁ ପ୍ରଥମ ପଦକ ଜିତିଲେ ଝଣ୍ଡୁ କୁମାର

ନୂଆଦିଲ୍ଲୀ,୨୫।୭: ୨୦୨୬ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ଦ୍ୱିତୀୟ ଦିନରେ, ପାରା ଭାରୋତ୍ତୋଳକ ଝଣ୍ଡୁ କୁମାର କାଂସ୍ୟ ପଦକ ଜିତି ଭାରତ ପାଇଁ ଏକ ପ୍ରମୁଖ ମାଇଲଖୁଣ୍ଟ ହାସଲ କରିଛନ୍ତି…

‘Thanks To Everybody…’, ପ୍ରଧାନମନ୍ତ୍ରୀ ମୋଦିଙ୍କ ନୂତନ ଭିଡିଓ ବାର୍ତ୍ତା ଜାରି,କହିଲେ…VIDEO

ନୂଆଦିଲ୍ଲୀ,୨୪।୭: ଦିଲ୍ଲୀର ଜନ୍ତର-ମନ୍ତରରେ ଚାଲିଥିବା ଛାତ୍ର ଆନ୍ଦୋଳନ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏକ ନୂତନ ଭିଡିଓ ବାର୍ତ୍ତା ଶୁକ୍ରବାର ରାତିରେ ସାମ୍ନାକୁ ଆସିଛି। ଏହି ସମୟରେ…

ଇସ୍ତଫା ଦେବେ ନାହିଁ ଧର୍ମେନ୍ଦ୍ର ପ୍ରଧାନ! ସରକାରଙ୍କ କଡ଼ା ଆଭିମୁଖ୍ୟ, ଗୋଟିଏ ମାସ ମଧ୍ୟରେ…

ନୂଆଦିଲ୍ଲୀ,୨୪।୭: NEET ପେପର ଲିକ୍ ମାମଲାରେ ଦାୟିତ୍ୱ ନିର୍ଦ୍ଧାରଣ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଜାତୀୟ ରାଜଧାନୀ ଦିଲ୍ଲୀର ଜନ୍ତର-ମନ୍ତରରେ ଗତ ଏକ…

ଚମକାଇଲା ECBର ନିଷ୍ପତ୍ତି: ଜୋ ରୁଟ୍ ପୁଣି ହେବେ ଇଂଲଣ୍ଡର ଷ୍ଟେଟ୍ କ୍ୟାପଟେନ୍

ଲଣ୍ଡନ,୨୪।୭: : ଇଂଲଣ୍ଡ କ୍ରିକେଟ୍ ଦଳକୁ ମିଳିବାକୁ ଯାଉଛି ଜଣେ ନୂତନ ଟେଷ୍ଟ କ୍ୟାପଟେନ୍। ବରିଷ୍ଠ ବ୍ୟାଟ୍ସମ୍ୟାନ୍ ଜୋ ରୁଟଙ୍କୁ ପୁଣି ଥରେ ଇଂଲଣ୍ଡ ଟେଷ୍ଟ ଦଳର…

CJP ପ୍ରଦର୍ଶନରେ ପାକିସ୍ତାନୀ ଷଡ଼ଯନ୍ତ୍ର! ଜନ୍ତର-ମନ୍ତର ପ୍ରଦର୍ଶନକୁ ନେଇ ବଡ଼ ଖୁଲାସା, ବ୍ଲକ ହେଲା ୪୮୦…

ନୂଆଦିଲ୍ଲୀ,୨୪।୭: ଦିଲ୍ଲୀର ଜନ୍ତର-ମନ୍ତରଠାରେ ‘କକ୍ରୋଚ ଜନତା ପାର୍ଟି’ (CJP) ର ବିରୋଧ ପ୍ରଦର୍ଶନ ମଧ୍ୟରେ ଦିଲ୍ଲୀ ପୋଲିସ ଏକ ବଡ଼ ଖୁଲାସା କରିଛି। ପୋଲିସ ଏକ ବଡ଼…

ବାହୁଡ଼ା ଯାତ୍ରା ସମୟରେ ଅଘଟଣ: ଅଣନିଶ୍ବାସୀ ହୋଇ ଜଣଙ୍କର ମୃତ୍ୟୁ, ମିଳିଛି ପରିଚୟ

ପୁରୀ,୨୪।୭: ପବିତ୍ର ବାହୁଡ଼ା ଯାତ୍ରା ଅବସରରେ ପୁରୀ ଶ୍ରୀକ୍ଷେତ୍ରରେ ଏକ ଦୁଃଖଦ ଘଟଣା ଘଟିଛି। ଅଧିକ ଭିଡ଼ ଓ ଅଣନିଶ୍ବାସୀ ହୋଇ ଜଣେ ଶ୍ରଦ୍ଧାଳୁଙ୍କର ମୃତ୍ୟୁ ଘଟିଛି।…

କେନ୍ଦ୍ରମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ରବନୀତ ସିଂ ବିଟ୍ଟୁ, ଜାଣନ୍ତୁ କାହିଁକି ଛାଡ଼ିବାକୁ ପଡ଼ିଲା…

ନୂଆଦିଲ୍ଲୀ,୨୪।୭: କେନ୍ଦ୍ର ରେଳ ରାଷ୍ଟ୍ରମନ୍ତ୍ରୀ ରବନୀତ ସିଂ ବିଟ୍ଟୁ କେନ୍ଦ୍ର ମନ୍ତ୍ରିମଣ୍ଡଳରୁ ଇସ୍ତଫା ଦେଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କର ଇସ୍ତଫାକୁ ଗ୍ରହଣ କରିଥିବା ନେଇ ଶୁକ୍ରବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri