Posted inଖେଳ

ଜନସନ ଏମ୍‌ସିସିର ଆଜୀବନ ସଦସ୍ୟ

Mitchell Johnson becomes MCC Honourary Life Member

ଲଣ୍ଡନ,୧୯।୮(ପିଟି): ପୂର୍ବତନ ଅଷ୍ଟ୍ରେଲିଆ ପେସର ମିଚେଲ ଜନସନ ମାରିଲେବୋନ କ୍ରିକେଟ କ୍ଲବ (ଏମ୍‌ସିସି) ସମ୍ମାନଜନକ ଆଜୀବନ ସଦସ୍ୟ ଭାବେ ମନୋନୀତ ହୋଇଛନ୍ତି। ଅଷ୍ଟ୍ରେଲିଆ ଓ ଇଂଲଣ୍ଡ ମଧ୍ୟରେ ଚାଲିଥିବା ଲଡର୍‌ସ ଟେଷ୍ଟବେଳେ କ୍ରିକେଟ ନିୟମ ସୁରକ୍ଷାକାରୀ କ୍ଲବ ପକ୍ଷରୁ ଘୋଷଣା କରାଯାଇଛି। ଜନସନ ୭୩ ଅନ୍ତର୍ଜାତୀୟ ଟେଷ୍ଟ ଖେଳି ୨୮.୪୦ ଆଭରେଜରେ ୩୧୩ ଉଇକେଟ ନେଇଥିଲେ। ମୁଁ ଚମତ୍କାର ଅନୁଭବ କରୁଛି। ଲଡର୍‌ସଠାରେ ଆଜୀବନ ସଦସ୍ୟ ପାଇବି ବୋଲି କଦାପି ଚିନ୍ତା କରି ନ ଥିଲି। ଏହି ସମ୍ମାନ ପାଇବା ପରେ ମୁଁ ଗର୍ବିତ ଅନୁଭବ କରୁଛି ବୋଲି ଜନସନ କହିଛନ୍ତି। ସ୍ପିଡଷ୍ଟାର ୨୦୦୫ରୁ ୨୦୧୫ ମଧ୍ୟରେ ୧୫୩ ଅନ୍ତର୍ଜାତୀୟ ଦିନିକିଆ ଖେଳି ୨୩୯ ଉଇକେଟ ନେଇଥିଲେ। ୨୦୦୭ ଓ ୨୦୧୫ ବିଶ୍ୱକପ୍‌ ଚାମ୍ପିୟନ ଦଳର ସେ ସଦସ୍ୟ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଇତିହାସ ରଚିଲେ ଅଭିଷେକ ଶର୍ମା, ଟି-୨୦ କ୍ରିକେଟରେ ଏହି ସଫଳତା ହାସଲ କରିବାରେ ହେଲେ ପ୍ରଥମ ଭାରତୀୟ ଓପନିଂ ବ୍ୟାଟସମ୍ୟାନ

ନୂଆଦିଲ୍ଲୀ,୨୬।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚରେ ଭାରତ ୯୦ ରନରେ ବିଜୟ ହାସଲ କରିଛି। ତଥାପି, ପ୍ରାରମ୍ଭିକ ବ୍ୟାଟ୍ସମ୍ୟାନ ଅଭିଷେକ ଶର୍ମା ପୁଣି ଥରେ…

ଇଶାନ, ତିଲକଙ୍କ ବିସ୍ଫୋରକ ବ୍ୟାଟିଂ, ୨-୦ରେ ଭାରତ ସିରିଜ୍‌ ଆଗୁଆ

ହରାରେ,୨୫ା୭: ଇଶାନ କିଶନ ଓ ତିଲକ ବର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଶନିବାର ଅନୁଷ୍ଠିତ ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୯୦ ରନରେ ଜିମ୍ବାଓ୍ବେକୁ ପରାସ୍ତ କରିଛି।…

ରାଜ୍ୟଗୋଷ୍ଠୀ କ୍ରୀଡ଼ା: ସ୍ବାନ ଜିତିଲେ ପ୍ରଥମ ସ୍ବର୍ଣ୍ଣ

ଗ୍ଲାସଗୋ,୨୫ା୭: ଇଂଲଣ୍ଡର ମାର୍କ ସ୍ବାନ ଚଳିତ ଗ୍ଲାସ୍‌ଗୋ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ପ୍ରଥମ ସ୍ବର୍ଣ୍ଣ ବିଜେତା ହୋଇଛନ୍ତି। ଲାଇଟ୍‌ଓ୍ବେଟ୍‌ ପାଓ୍ବାରଲିଫ୍ଟିଙ୍ଗ ପ୍ରତିଯୋଗିତାରେ ସେ ୨୨୨କେଜି ଉତ୍ତୋଳନ କରି ପ୍ରଥମ…

ରୋହିତ ଶର୍ମାଙ୍କୁ ନେଇ ହୃଦୟସ୍ପର୍ଶୀ ବାର୍ତ୍ତା ଶେୟାର କଲେ ଜସ ବଟଲର୍‌

ନୂଆଦିଲ୍ଲୀ,୨୫।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଏକଦିବସୀୟ ସିରିଜ ଶେଷ ହେବା ପରେ, ଉଭୟ ଦଳର ଖେଳାଳିଙ୍କ ମଧ୍ୟରେ ଉତ୍କୃଷ୍ଟ ଖେଳ ମନୋଭାବ ଦେଖିବାକୁ ମିଳିଥିଲା। ଇଂଲଣ୍ଡର…

ରୋହିତଙ୍କ ଅବସରକୁ ନେଇ ରାଜୀବ ଶୁକ୍ଳାଙ୍କ ବଡ଼ ଘୋଷଣା, ୨୦୨୭ ବିଶ୍ବକପ୍…

ନୂଆଦିଲ୍ଲୀ,୨୫।୭: ଇଂଲଣ୍ଡ ଗସ୍ତ ସମୟରେ ଟିମ୍ ଇଣ୍ଡିଆର ଓପନର ରୋହିତ ଶର୍ମାଙ୍କ ଅବସର ନେଇ ସମ୍ପ୍ରତି ଅନେକ କଳ୍ପନାଜଳ୍ପନା ଚାଲିଥିଲା। ଗଣମାଧ୍ୟମ ରିପୋର୍ଟରେ ଦାବି କରାଯାଇଥିଲା ଯେ…

Commonwealth Games: ଭାରତ ପାଇଁ ପ୍ରଥମ ପଦକ ଜିତିଲେ ଝଣ୍ଡୁ କୁମାର

ନୂଆଦିଲ୍ଲୀ,୨୫।୭: ୨୦୨୬ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ଦ୍ୱିତୀୟ ଦିନରେ, ପାରା ଭାରୋତ୍ତୋଳକ ଝଣ୍ଡୁ କୁମାର କାଂସ୍ୟ ପଦକ ଜିତି ଭାରତ ପାଇଁ ଏକ ପ୍ରମୁଖ ମାଇଲଖୁଣ୍ଟ ହାସଲ କରିଛନ୍ତି…

ଚମକାଇଲା ECBର ନିଷ୍ପତ୍ତି: ଜୋ ରୁଟ୍ ପୁଣି ହେବେ ଇଂଲଣ୍ଡର ଷ୍ଟେଟ୍ କ୍ୟାପଟେନ୍

ଲଣ୍ଡନ,୨୪।୭: : ଇଂଲଣ୍ଡ କ୍ରିକେଟ୍ ଦଳକୁ ମିଳିବାକୁ ଯାଉଛି ଜଣେ ନୂତନ ଟେଷ୍ଟ କ୍ୟାପଟେନ୍। ବରିଷ୍ଠ ବ୍ୟାଟ୍ସମ୍ୟାନ୍ ଜୋ ରୁଟଙ୍କୁ ପୁଣି ଥରେ ଇଂଲଣ୍ଡ ଟେଷ୍ଟ ଦଳର…

ରାଜ୍ୟଗୋଷ୍ଠୀ କ୍ରୀଡ଼ା ସନ୍ତରଣ, ନଟରାଜ ସେମିରେ

ଗ୍ଲାସ୍‌ଗୋ, ୨୪ା୭:ଭାରତୀୟ ସନ୍ତରଣକାରୀ ଶ୍ରୀହରି ନଟରାଜ ରାଜ୍ୟଗୋଷ୍ଠୀ କ୍ରୀଡ଼ା ସନ୍ତରଣର ୫୦ମିଟର ବ୍ୟାକ୍‌ଷ୍ଟ୍ରୋକ୍‌ ପ୍ରତିଯୋଗିତାର ସେମିଫାଇନାଲରେ ପ୍ରବେଶ କରିଛନ୍ତି। ଶୁକ୍ରବାର ଅନୁଷ୍ଠିତ ହିଟ୍‌ରଗୁଡ଼ିକରୁ ଶ୍ରେଷ୍ଠ ୧୬ଜଣ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri