ଜନସେବା କେନ୍ଦ୍ର ଖୋଲିବାରେ ଅନିୟମିତତା ମାସକ ପରେ ତଦନ୍ତ ଆରମ୍ଭ, ୩ ଜଣଙ୍କ ବୟାନ ରେକର୍ଡ

ଛତ୍ରପୁର,୩୧ା୧୨(ଡି.ଏନ.ଏ)-ଗଞ୍ଜାମ ଜିଲାରେ ଜନସେବା କେନ୍ଦ୍ର ଖୋଲିବା ପାଇଁ ମଞ୍ଜୁରୀ ଦେବାରେ ଅନିୟମିତତା ହୋଇଥିବା ପୂର୍ବରୁ ଜିଲାପାଳ ଓ ଅତିରିକ୍ତ ଜିଲାପାଳଙ୍କ ନିକଟରେ ଅଭିଯୋଗ ହୋଇଥିଲା ା ସେ ସମୟରେ ଅଭିଯୋଗର ତଦନ୍ତ ନିର୍ଦ୍ଦେଶ ଦିଆଯାଇଥିଲା। ତେବେ ମାସକ ପରେ ସୋମବାର ତଦନ୍ତ ଆରମ୍ଭ ହୋଇଛି ା
ତଦନ୍ତ ଦାୟିତ୍ୱରେ ଥିବା ଆସିଷ୍ଟାଣ୍ଟ କଲେକ୍ଟର (ଜୁଡିସିଆଲ) ଲିଲନ୍‌ ପ୍ରସାଦ ସାହୁ ଛତ୍ରପୁରସ୍ଥିତ ଜିଲାପାଳଙ୍କ କାର୍ଯ୍ୟାଳୟରେ ୩ ଜଣଙ୍କ ବୟାନ ରେକର୍ଡ କରିଛନ୍ତି। ଅନ୍ୟପକ୍ଷରେ ଟଙ୍କା ଆଦାୟ କରିଥିବା ଜିଲାପାଳଙ୍କ କାର୍ଯ୍ୟାଳୟର ଜିଲା ଇ-ଗଭର୍ନାନ୍ସ ଦାୟିତ୍ୱରେ ଥିବା କର୍ମଚାରୀ ବିଭିନ୍ନ ଲୋକଙ୍କ ଜରିଆରେ ଧମକ ଦେଉଥିବା ସୋମବାର ଜନସେବା କେନ୍ଦ୍ର ଆବେଦନକାରୀ ଓ ଅନ୍ୟମାନେ ଆସିଷ୍ଟାଣ୍ଟ କଲେକ୍ଟରଙ୍କୁ ଲିଖିତ ଅଭିଯୋଗ କରିଛନ୍ତି। ଏହାର ସମସ୍ତ ପ୍ରମାଣ ମଧ୍ୟ ପ୍ରଦାନ କରାଯାଇଛି। ସୂଚନାଯୋଗ୍ୟ, ଜନସେବା କେନ୍ଦ୍ର ଖୋଲିବା ପାଇଁ ମଞ୍ଜୁରୀ ଦେବା ନିମନ୍ତେ ଟଙ୍କା କାରବାର ହୋଇଥିବା ଓ ଏଥିପାଇଁ ଇ-ଗଭର୍ନାନ୍ସ କର୍ମଚାରୀଙ୍କ ଆକାଉଣ୍ଟକୁ ଟଙ୍କା ଟ୍ରାନ୍ସଫର କରାଯାଇଥିବା ନେଇ ପୂର୍ବରୁ ଅତିରିକ୍ତ ଜିଲାପାଳଙ୍କୁ ଅବଗତ କରାଯାଇଥିଲା। ୨ ତାରିଖରେ ଗଞ୍ଜାମ ଭିଏଲଇ ସୋସାଇଟି ପକ୍ଷରୁ ତକତ୍ାଳୀନ ଅତିରିକ୍ତ ଜିଲାପାଳ ଲକ୍ଷ୍ମୀକାନ୍ତ ସେଠୀଙ୍କ ନିକଟରେ ଲିଖିତ ଅଭିଯୋଗ ହୋଇଥିଲା ା ଉକ୍ତ ଅଭିଯୋଗର ତଦନ୍ତ ପାଇଁ ଆସିଷ୍ଟାଣ୍ଟ କଲେକ୍ଟରଙ୍କୁ ଦାୟିତ୍ୱ ଦିଆଯାଇଥିଲା। ଏପରି କି ମଧ୍ୟବର୍ତ୍ତୀ ଚୁକ୍ତି ବନ୍ଦ କରିବା ପାଇଁ ମଧ୍ୟ ଦାବି କରାଯାଇଥିଲା ା ତେବେ ମାସକ ପରେ ତଦନ୍ତ ଆରମ୍ଭ ହୋଇଥିବା ଏବଂ ଚୁକ୍ତି ଚାଲିଥିବା ନେଇ ଅଭିଯୋଗକାରୀମାନେ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ଅନ୍ୟପକ୍ଷରେ ଅଭିଯୋଗକାରୀ ଓ ଟଙ୍କା ଟ୍ରାନ୍ସଫର କରାଯାଇଥିବା ଆକାଉଣ୍ଟଧାରୀଙ୍କୁ ବୟାନ ରେକର୍ଡ ପାଇଁ ନୋଟିସ୍‌ କରାଯାଇଥିବାବେଳେ ଯାହା ଉପରେ ଅଭିଯୋଗ ଆସିଛି ତାଙ୍କ ବୟାନ ମଧ୍ୟ ରେକର୍ଡ ହୋଇନି ା


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷା ସମୟରେ ଏହି ଗଛ ତଳେ ଠିଆ ହେଲେ ହୋଇପାରେ ମୃତ୍ୟୁ, ଜାଣନ୍ତୁ ଏହାର ପ୍ରକୃତ ରହସ୍ୟ…

ବିଶ୍ୱରେ ଅନେକ ପ୍ରକାରର ଗଛ ଏବଂ ଉଦ୍ଭିଦ ରହିଛି। ଯାହା ମଧ୍ୟରୁ ଅନେକ ଅଦ୍ଭୁତ ଏବଂ କିଛି ଅତ୍ୟନ୍ତ ବିପଦପୂର୍ଣ୍ଣ। ଆଜି ଆମେ ଆପଣଙ୍କୁ ଏପରି ଏକ…

ସ୍କୁଲ ଯାଉଥିଲେ ରୋନକ, ଧକ୍କା ଦେଲା ବସ୍‌: ଆଉ ତା’ପରେ…

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ):ବରଗଡ ଘରୋଇ ବସଷ୍ଟାଣ୍ଡ ପାଖରେ ବୁଧବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଘରୋଇ ଯାତ୍ରୀବାହୀ ବସ ଧକ୍କାରେ ଜଣେ ଛାତ୍ରଙ୍କ ଜୀବନ ଚାଲିଯାଇଛି। ମୃତ…

ଇରାନ-ଆମେରିକା ମଧ୍ୟରେ ପୁଣି ହେଲା ସିଧାସଳଖ ଯୁଦ୍ଧ, ଆମେରିକାର ଆକ୍ରମଣ ପରେ ସିଧା ଜବାବ ରଖିଲା ଇରାନ

ତେହରାନ,୮।୭: ହର୍ମୁଜ ପ୍ରଣାଳୀରେ ଜାହାଜ ଉପରେ ଆକ୍ରମଣ ପରେ, ଆମେରିକା ଏବଂ ଇରାନ ଏବେ ସିଧାସଳଖ ମୁହାଁମୁହିଁ ହୋଇଛନ୍ତି। ହର୍ମୁଜ ପ୍ରଣାଳୀରେ ଆକ୍ରମଣ ପରେ ଦୁଇ ଦେଶ…

ବ୍ରେକ୍‌ ବଦଳରେ କାର୍‌ ଏକ୍ସିଲେଟର ଦବାଇ ଦେଲେ ମହିଳା: ଆଉ ତା’ପରେ ଘଟିଗଲା…

ନୋଏଡା,୮।୭: ଗ୍ରେଟର ନୋଏଡା ପଶ୍ଚିମର ବିସରାଖ ପୋଲିସ ଷ୍ଟେଶନ ଅଞ୍ଚଳର ପଞ୍ଚଶୀଳ ଗ୍ରୀନ-୨ ସୋସାଇଟି ବାହାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ସମସ୍ତଙ୍କୁ ଦୋହଲାଇ ଦେଇଛି। ରିପୋର୍ଟ…

ପ୍ରଧାନଶିକ୍ଷକ ମାଗୁଛନ୍ତି ଫେବର: ଡିଡବ୍ଲ୍ୟୁଓଙ୍କୁ ଅଭିଯୋଗ

ଭବାନୀପାଟଣା,୮।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁରର ଏକ ସରକାରୀ ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାଁରେ ଆସିଛି ସାଂଘାତିକ ଅଭିଯୋଗ। ସ୍କୁଲର ମେଟ୍ରନ ଓ ୨ ଏଲ୍‌ସିସିଏଙ୍କୁ…

ଟିମ୍‌ ଇଣ୍ଡିଆର ଲଜ୍ଜାଜନକ ପରାଜୟ ପରେ ଧୋନୀଙ୍କୁ ଘେରିଗଲେ ପ୍ରଶଂସକ: ଜାଣନ୍ତୁ କାହିଁକି

ଟ୍ରେଣ୍ଟ ବ୍ରିଜ,୮।୭: ଟ୍ରେଣ୍ଟ ବ୍ରିଜରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଇଥିବା ତୃତୀୟ ଟି-୨୦ ମ୍ୟାଚରେ ଟିମ ଇଣ୍ଡିଆକୁ ଏକ ପରାଜୟର ସମ୍ମୁଖୀନ ହେବାକୁ ପଡିଥିଲା। କିନ୍ତୁ…

୧୧ ବର୍ଷର ନାବାଳିକାକୁ ବଳାତ୍କାର ପରେ ହତ୍ୟା ମାମଲାର ଅଭିଯୁକ୍ତ ପୋଲିସ ଏନକାଉଣ୍ଟରରେ ନିହତ

କୋଲକାତା,୮।୭: ପଶ୍ଚିମବଙ୍ଗ ବାରୁଇପୁର ବଳାତ୍କାର ଏବଂ ହତ୍ୟା ମାମଲାର ଅଭିଯୁକ୍ତ ପ୍ରଭାସ ମଣ୍ଡଳ ପୋଲିସ ଏନକାଉଣ୍ଟରରେ ନିହତ ହୋଇଛନ୍ତି। ସୋମବାର ବେଙ୍ଗଲ ପୋଲିସ ତାଙ୍କୁ ଗିରଫ କରିଥିଲା।…

ଚାରନାଳିଆରେ ବଢୁଛି ଦୁର୍ଘଟଣା: ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଆଲୋକ ବ୍ୟବସ୍ଥା ଦାବି କରି…

ବଞ୍ଚୋ,୮ା୭(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ଚାରନାଳିଆ ନିକଟରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣା ଘଟିଛି। କୌଣସି ଏକ ଅଜଣା ଗାଡ଼ି ଧକ୍କାରେ ଜଅଁରା଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri