ଜନ୍ତୁ ଶିକାର ପାଇଁ ବିଛାଯାଇଥିଲା ବିଦ୍ୟୁତ୍‌ ତାର: ସଂସ୍ପର୍ଶରେ ଆସି ୨ ଯୁବକ ମୃତ

ବନ୍ତଳା,୨୮।୧(ଡି.ଏନ୍‌.ଏ.): ଅନୁଗୋଳ ଜିଲା ବନ୍ତଳା ଥାନା କଞ୍ଜା ଗ୍ରାମରେ ଜନ୍ତୁ ଶିକାର ପାଇଁ ବିଛାଯାଇଥିବା ୧୧ କେଭି ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ମଙ୍ଗଳବାର ୨ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଉକ୍ତ ଗ୍ରାମର ଲୁଲୁ ବିଶ୍ୱାଳ (୨୦) ଓ ଅବୀନ୍ଦ୍ର ଗଡନାଏକ (୪୦) । ଲୁଲୁଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ ଗୁରୁତର ଅବସ୍ଥାରେ ଅବୀନ୍ଦ୍ରଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ଖବର ପାଇ ବନବିଭାଗ ଏବଂ ବିଦ୍ୟୁତ କର୍ମଚାରୀ ପହଞ୍ଚି ତଦନ୍ତ ଚଳାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ନିକଟରେ ଆତ୍ମସମର୍ପଣ କଲେ ହାର୍ଡକୋର୍‌ ମାଓବାଦୀ ପ୍ରଭୁ

ରାଉରକେଲା,୩।୨(ସଂଗୀତା ଜେନା) ରାଜ୍ୟ ସରକାରଙ୍କ ନୂତନ ମାଓବାଦୀ ଆତ୍ମସମର୍ପଣ ନୀତିରେ ଆକୃଷ୍ଟ ହୋଇ ମଙ୍ଗଳବାର ଅପରାହ୍ନରେ ରାଉରକେଲା ପୋଲିସ ନିକଟରେ ସମର୍ପଣ କରିଛନ୍ତି ଜଣେ ହାର୍ଡକୋର୍‌ ମାଓବାଦୀ…

ଶିକ୍ଷା କ୍ଷେତ୍ରରେ ଦୂରତା ଯେପରି ବାଧକ ନ ସାଜିବ: ୧୦ ଜଣ ଛାତ୍ରୀଙ୍କୁ…

ଥୁଆମୂଳ ରାମପୁର, ୩।୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ସ୍ଥିତ ଭାରତୀୟ ଷ୍ଟେଟ ବ୍ୟାଙ୍କ (SBI) ଶାଖା ପକ୍ଷରୁ କର୍ପୋରେଟ ସାମାଜିକ ଦାୟିତ୍ୱବୋଧ (CSR)…

ଗଞ୍ଜାମରେ ବଢ଼ିଲା କୃଷ୍ଣସାର ମୃଗଙ୍କ ସଂଖ୍ୟା

ଗଞ୍ଜାମ,୩।୨(ବିଦ୍ୟାଧର ସାହୁ):ଗଞ୍ଜାମରେ ବୃଦ୍ଧି ପାଇଛି କୃଷ୍ଣସାର ମୃଗଙ୍କ ସଂଖ୍ୟା। ଏ ନେଇ ପିସିସିଏଫ ବନ୍ୟପ୍ରାଣୀ ଏକ୍ସରେ ସୂଚନା ଦେଇଛନ୍ତି। ପ୍ରଶିକ୍ଷିତ ଟିମ, ଡ୍ରୋନ ଓ AI ସହାୟତାରେ…

ପୁରୀରେ ରାଷ୍ଟ୍ରପତି: କାଲି ଶ୍ବେତଗଙ୍ଗାରେ କରିବେ ପିଣ୍ଡଦାନ

ପୁରୀ,୩।୨: ପୁରୀରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ତାଳବଣିଆ ହେଲିପ୍ୟାଡ୍‌ରେ ତାଙ୍କ ବିମାନ ପହଞ୍ଚିବା ପରେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ ତାଙ୍କୁ ସ୍ବାଗତ କରିଛନ୍ତି। ରାଷ୍ଟ୍ରପତି ପୁରୀରେ…

ଭାଜପା ରାଜ୍ୟ କାର୍ଯ୍ୟ କାରିଣୀ ସଦସ୍ୟଙ୍କ ଘର ଉପରରେ ଆକ୍ରମଣ: ୧୫ ଅଟକ , ଗାଁରେ ପୋଲିସ ଛାଉଣି

ମୋହନା,୩।୨(ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଚାନ୍ଦିପୁଟ ଗ୍ରାମର ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଶିବରାମ ସୁଆରଙ୍କ ଘର ଉପରେ ସୋମବାର ସନ୍ଧ୍ୟା…

ନାଚ ସାରି ଫେରୁଥିଲେ ମେଲୋଡି କଳାକାର, ରାସ୍ତାରେ ଅଟକାଇ ମାଡ଼ ମାରିଲେ…

ଆଠଗଡ଼,୩।୨: ନାଚ ସାରି ଫେରୁଥିଲେ ମେଲୋଡି କଳାକାର ରାସ୍ତାରେ ଅଟକାଇ ମାରିଲେ ଦୁବୃର୍ତ୍ତ। ଏଭଳି ଘଟଣା ଘଟିଛି କଟକ ଜିଲା ତିଗିରିଆ ଥାନା ପାଳପୁଟ ଗାଁରେ। ସୂଚନାଯୋଗ୍ୟ,…

ଝିଅମାନେ ସାବଧାନ: ସ୍ମାର୍ଟ ଚଷମାରେ ଆପଣଙ୍କର ସବୁ ରେକର୍ଡ କରିନେବେ, ଓଡ଼ିଶାରେ ପଡିଛନ୍ତି ଧରା

ନୂଆଦିଲ୍ଲୀ,୩।୨: ବଦଳୁଥିବା ସମୟ ସହିତ ଟେକ୍ନୋଲୋଜି ଯେତିକି ସୁବିଧା ଆଣୁଛି, ସେତିକି ବିପଦ ମଧ୍ୟ ବଢ଼ାଉଛି। ବର୍ତ୍ତମାନ ଆମେରିକା ଏବଂ ବ୍ରିଟେନ ଭଳି ଦେଶରେ ‘ସ୍ମାର୍ଟ ଚଷମା’…

ଭକ୍ତ ଦାସଙ୍କ ବଡ଼ ଦାବି: ପୌର, ଏନ୍‌ଏସି ନିର୍ୱାଚନ ବାଲଟ୍‌ରେ ହେଉ

ଭୁବନେଶ୍ୱର,୩।୨: ରାଜ୍ୟ ସରକାରଙ୍କ ପକ୍ଷରୁ ନିକଟରେ ୨୮ ବିଜ୍ଞାପିତ ଅଞ୍ଚଳ ପରିଷଦ(ଏନ୍‌ଏସି) ଏବଂ ୭ ପୌରପାଳିକା(ମ୍ୟୁନିସିପାଲିଟି) ନିର୍ୱାଚନ ଲାଗି ସରକାରଙ୍କ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri