ଜନ୍ମଦିନରେ ଅସହାୟଙ୍କୁ ବାଣ୍ଟିଲେ ରାଶନ ସାମଗ୍ରୀ

ବରଗଡ଼ ଅଫିସ୍‌,୨୪।୪: ଅସହାୟଙ୍କୁ ସହାୟତା ପ୍ରଦାନରେ ସାମାଜିକ ଗଣମାଧ୍ୟମରେ ଜଣାଶୁଣା ବରଗଡ଼ ଜିଲା ପାଇକମାଲ ବ୍ଲକ ଟେମରୀ ଗ୍ରାମର ସାମାଜିକ କର୍ମୀ ଦୀପା ବାରିକ ଶୁକ୍ରବାର ନିଆରା ଢ଼ଙ୍ଗରେ ନିଜ ଜନ୍ମଦିନ ପାଳନ କରିଛନ୍ତି । ଏହି ଅବସରରେ ସେ ନିଜ ଖର୍ଚ୍ଚରେ ଚାଉଳ, ଡାଲି, ଆଳୁ, ପିଆଜ, ବିସ୍କୁଟ୍‌ ଆଦି ରାଶନ ସାମଗ୍ରୀ କିଣିଥିଲେ । ଏହି ରାଶନ ସାମଗ୍ରୀକୁ ସେ ନିଜ ଗ୍ରାମ ଟେମରୀ ଏବଂ ପଡ଼ୋଶୀ ଖୁର୍ସାପାଲି ଗ୍ରାମର ଗରବ ଅସହାୟଙ୍କୁ ବାଣ୍ଟିଥିଲେ । ଦୀପାଙ୍କ ଏଭଳି ଜନ୍ମଦିନ ପାଳନକୁ ବିଭିନ୍ନ ମହଲରେ ପ୍ରଶଂସା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଏ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ପୋଲିସ, ଜଙ୍ଗଲରେ ଲୁଚାଇ ରଖିଥିଲେ ମାଫିଆ

ନନ୍ଦପୁର/ପାଡୁଆ, ୯।୪(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ପୋଲିସକୁ ଗଞ୍ଜେଇ ଧରପଗଡ ମାମଲାରେ ଏକ ବଡ ସଫଳତା ମିଳିଛି…

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

କାମ ନ କଲେ, ମିଳୁଛି ଛଟେଇ ଧମକ: ବିଧାୟକ କଳିକେଶଙ୍କୁ ଭେଟି ଅଭିଯୋଗ କଲେ ସଫେଇ କର୍ମଚାରୀ, ଏଭଳି ପ୍ରତିଶ୍ରୁତି ଦେଲେ…

ବଲାଙ୍ଗୀର,୯।୪ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲର ସଫେଇ କର୍ମଚାରୀଙ୍କୁ ସେମାନଙ୍କ କାମ ବାହାରେ ଅତିରିକ୍ତ କାର୍ଯ୍ୟ କରିବାକୁ ବାଧ୍ୟ କରାଯାଉଥିବା…

ଆକ୍ସନ ମୋଡରେ ବନବିଭାଗ, ବେଆଇନ କରତକଳ ଉପରେ ଚଢ଼ାଉ, ମାଲିକ ଫେରାର

ଧାମନଗର,୯।୪(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ଅଞ୍ଚଳରେ ଚାଲୁଥିବା ବେଆଇନ କରତକଳ ଗୁଡିକୁ ଧରିବା ପାଇଁ ବନ ବିଭାଗ ଅଣ୍ଟା ଭିଡିଛି । ଭଦ୍ରକ ଜିଲା ଧାମନଗର ରେଞ୍ଜ ଅଧୀନ…

ଶେଖ ହାସିନାଙ୍କୁ ପ୍ରତ୍ୟର୍ପଣ କର: ଭାରତରେ ପହଞ୍ଚି ଏମିତି କହିଲେ ବାଂଲାଦେଶ ବୈଦେଶିକ ମନ୍ତ୍ରୀ, ମିଳିଲା ଏମିତି ଜବାବ

ଢାକା,୯।୪: ଗତ ବର୍ଷ ଭାରତ-ବାଂଲାଦେଶ ସମ୍ପର୍କରେ ଉତ୍ତେଜନା ଶୀର୍ଷରେ ପହଞ୍ଚିବା ପରେ ବାଂଲାଦେଶ ଏବେ ସମ୍ପର୍କ ଉନ୍ନତ କରିବା ପାଇଁ ପଦକ୍ଷେପ ନେଉଛି। ଏହି ପରିପ୍ରେକ୍ଷୀରେ ବାଂଲାଦେଶର…

‘ଏଥର ଏପରି ଗୁଳି ବର୍ଷା କରିବୁ…’ ଯୁଦ୍ଧବିରତି ମଧ୍ୟରେ ଟ୍ରମ୍ପ ଇରାନକୁ କାହିଁକି ଧମକ ଦେଲେ?

ଓ୍ବାଶିଂଟନ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ବୟାନ ଦେଇଛନ୍ତି । ଆମେରିକା ରାଷ୍ଟ୍ରପତି ପୁଣି ଥରେ…

ରେଳ ଷ୍ଟେଶନରୁ ଶିଶୁ ଚୋରି ଘଟଣାରେ ନୂଆ ଟ୍ବିଷ୍ଟ୍‌: ବାପା ହିଁ ରଚିଥିଲେ ଷଡଯନ୍ତ୍ର: ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା

ନିରାକାରପୁର,୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ରେଳ ଡିଭିଜନ ଅନ୍ତର୍ଗତ ନିରାକାରପୁର ରେଳଷ୍ଟେଶନରେ ଶିଶୁ ଚୋରି ଘଟଣାରେ ନୂଆ ଟ୍ବିଷ୍ଟ୍‌। ଶିଶୁ ଚୋରି କାହାଣୀ ବାପା ନିଜେ ରଚିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri