ଜନ୍ମଦିନରେ କେକ୍‌ କାଟୁଥିଲେ ହୋଇଥାଏ…

ଆଜିକାଲି ଅଧିକାଂଶ ଜନ୍ମଦିନ ହେଉ କିମ୍ବା ବିବାହ ବାର୍ଷିକୀ ସବୁଥିରେ କେକ୍‌ କଟାଯାଉଛି। କେକ୍‌ କାଟିବା ପୂର୍ବରୁ ମହମବତୀ ଫୁଙ୍କି ଲିଭାଯିବାର ପରମ୍ପରା ମଧ୍ୟ ଚଳିଆସୁଛି। ପିଲାଠାରୁ ବୟସ୍କ ପର୍ଯ୍ୟନ୍ତ ନିଜ ନିଜ ଜନ୍ମଦିନରେ କେକ୍‌ କାଟିବା ପୂର୍ବରୁ ମହମବତୀ ଫୁଙ୍କିବାକୁ ଖୁବ୍‌ ପସନ୍ଦ ବି କରିଥାନ୍ତି। ଯଦି ଏପରି କରୁଥାନ୍ତି ତେବେ ସାବଧାନତା ଅବଲମ୍ବନ କରିବା ଜରୁରୀ ଅଟେ। ନଚେତ୍‌ ଅନେକ ସମସ୍ୟା ଭୋଗ କରିବେ।


କ୍ଲେମସନ୍‌ ବିଶ୍ବବିଦ୍ୟାଳୟର ବିଶେଷଜ୍ଞମାନେ ଏହା ଉପରେ ଏକ ଗବେଷଣା କରି ତଥ୍ୟ ପ୍ରକାଶ କରିଛନ୍ତି। ଏଥିରୁ ଜଣାପଡ଼ିଛି, କେକ୍‌ରେ ଲାଗିଥିବା ମହମବତୀ ଫୁଙ୍କିଲେ ସେଥିରେ ଥିବା ବ୍ୟାକ୍ଟେରିଆ କେକ୍‌ ମଧ୍ୟକୁ ପ୍ରବେଶ କରନ୍ତି। ସେହି କେକ୍‌କୁ ଖାଇଲେ ବ୍ୟାକ୍ଟେରିଆ ଶରୀର ଭିତରକୁ ପ୍ରବେଶ କରିଥାଏ। ଫଳରେ ପେଟ ଖରାପ ହୋଇଥାଏ। ହଜମ ହୋଇ ନ ଥାଏ। ଏପରିକି ଫୁଡ୍‌ ପଏଜନ ସମସ୍ୟା ମଧ୍ୟ ଦେଖାଦେଇଥାଏ। ତେଣୁ କେକ୍‌ କାଟିବା ପରମ୍ପରାଠାରୁ ଦୂରେଇ ରହିଲେ ସୁସ୍ଥ ଜୀବନ ବିତାଇ ପାରିବା ବୋଲି ସ୍ବାସ୍ଥ୍ୟ ବିଶେଷଜ୍ଞମାନେ ମତ ଦିଅନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲୁଣ ପାଣିରେ ସ୍ନାନ କଲେ ମିଳିବ ଅନେକ ଫାଇଦା

ଖାଦ୍ୟରେ ଲୁଣ ରହିବା ଜରୁରୀ। ଲୁଣ ବିନା ଖାଦ୍ୟରେ ସ୍ବାଦ ଆସି ନ ଥାଏ। ଜାଣିଛନ୍ତି କେବଳ ଖାଦ୍ୟ ନୁହେଁ ଏହା ଆପଣଙ୍କର ସୌନ୍ଦର୍ଯ୍ୟକୁ ମଧ୍ୟ...

ଏସବୁ କୁଅଭ୍ୟାସ ଥିଲେ ହୋଇପାରନ୍ତି ମୋଟା

ଖାଲି ଖାଦ୍ୟ ଯୋଗୁ ଯେ ଲୋକେ ମୋଟା ହୁଅନ୍ତି ତାହା ନୁହେଁ, ଏକ ଗବେଷଣାରୁ ଜଣାପଡ଼ିଛି, କେତେକ ଖରାପ ଅଭ୍ୟାସ ଯୋଗୁ ଲୋକେ ଖୁବ୍‌ଶୀଘ୍ର ମୋଟା...

ମାନବ ବିବର୍ତ୍ତନ ବୀକ୍ଷଣ

ଆବିଷ୍କାରର ଗୁରୁତ୍ୱ: ପ୍ରତ୍ନଜିନୋମ ବିଜ୍ଞାନ ବା ‘ପାଲିଓଜିନୋମିକ୍ସ’ ହେଉଛି ଏପରି ଏକ ବିଜ୍ଞାନ ଶାଖା, ଯେଉଁଥିରେ ବିଲୁପ୍ତ ପ୍ରଜାତିଙ୍କ ଖଣ୍ଡ ବିଖଣ୍ଡିତ ଡିଏନ୍‌ଏ ଅଣୁର ସମ୍ପୂର୍ଣ୍ଣ...

ଏହି ୩ ବିଷୟରେ ଭୁଲ: ପକାଏ ସବୁଠୁ ବଡ଼ ଅସୁବିଧାରେ

ଆଚାର୍ଯ୍ୟ ଚାଣକ୍ୟ ଜୀବନ ସହ ଜଡିତ ଅନେକ ବିଷୟରେ ବିସ୍ତୃତ ଭାବରେ ଅଧ୍ୟୟନ କରିଥିଲେ। ଯାହାକୁ ସେ ତାଙ୍କ ନୀତିଶାସ୍ତ୍ରରେ ବର୍ଣ୍ଣନା କରିଛନ୍ତି। ଚାଣକ୍ୟ ତାଙ୍କର...

ଏହି ୮ ପ୍ରକାର ଲୋକଙ୍କଠାରୁ ଦୂରରେ ରହିବାକୁ କହିଛନ୍ତି ଚାଣକ୍ୟ, ନଚେତ ପାଇବେ ଦୁଃଖ

ଭାରତର ମହାନ ରାଜନୀତିଜ୍ଞ ଏବଂ ଅର୍ଥଶାସ୍ତ୍ର ବିଶେଷଜ୍ଞ ଆଚାର୍ଯ୍ୟ ଚାଣକ୍ୟ ନିଜର ନୀତିଶାସ୍ତ୍ରରେ ବିଭିନ୍ନ ବିଷୟରେ ବର୍ଣ୍ଣନା କରିଛନ୍ତି। ଚାଣକ୍ୟ ନୀତି ପୁସ୍ତକର ୧୭ତମ ଅଧ୍ୟାୟର...

କୋଷ୍ଠକାଠିନ୍ୟ ଦୂର କରେ ପାଳଙ୍ଗ ଶାଗ

ପାଳଙ୍ଗ ଶାଗ ଖାଇବାକୁ ସ୍ବାଦିଷ୍ଟ ହେବା ସହିତ ଶରୀର ପାଇଁ ମଧ୍ୟ ଉପକାରୀ ଅଟେ। ଏହା ଶରୀରରେ ହିମୋଗ୍ଲୋବିନ ବଢାଇବାରେ ସହାୟକ ହୋଇଥାଏ। ପାଳଙ୍ଗ ଶାଗରେ...

ଚର୍ବି ପରିମାଣ କମାଏ ଟମାଟୋ

ଟମାଟୋରେ ଅନେକ ପ୍ରକାର ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। ଏହାକୁ ନିୟମିତ ଖାଇଲେ ତାହା ଆମ ଶରୀରରେ ଚର୍ବି ପରିମାଣକୁ କମାଇଥାଏ। ଏଥିରେ ଆଣ୍ଟିଅକ୍ସିଡାଣ୍ଟ ଗୁଣ...

ପୁରୁଷଙ୍କ ମଧ୍ୟରେ ଏହି ୩ ଗୁଣ ଦେଖି ଆକର୍ଷିତ ହୋଇଥାନ୍ତି ମହିଳା, କ’ଣ ଆପଣଙ୍କଠାରେ ଅଛି…

ଆଚାର୍ଯ୍ୟ ଚାଣକ୍ୟ ଜୀବନକୁ ସରସ ସୁନ୍ଦର କରିବା ଲାଗି ଅନେକ ଉପାୟ ବିଷୟରେ ବର୍ଣ୍ଣନା କରିଛନ୍ତି। ସେ କୁହନ୍ତି ପ୍ରତିଟି ବ୍ୟକ୍ତିର ଜୀବନରେ ଜୀବନସାଥୀର ଗୁରୁତ୍ୱ...

Advertisement
Archives

Model This Week