ଜନ୍ମଦିନରେ ବାଣ୍ଟିଲେ ସାନିଟାଇଜର, ମାସ୍କ

ବନ୍ତ,୨ା୪(ଡି.ଏନ୍‌.ଏ.)-ସାରା ବିଶ୍ୱ ଏବେ କରୋନା ଆତଙ୍କରେ ଆତଙ୍କିତ ହୋଇପଡିଥିବା ବେଳେ ସରକାରଙ୍କ ପକ୍ଷରୁ ଲକ୍‌ ଡାଉନ୍‌ ଘୋଷଣା କରାଯାଇଛି । ଭଦ୍ରକ ଜିଲା ବନ୍ତ ବ୍ଲକ ବସନ୍ତିଆସ୍ଥିତ ଫ୍ରେଣ୍ଡସ୍‌ କ୍ଲବର ସମ୍ପାଦକ ମୁକ୍ତିକାନ୍ତ ପଣ୍ଡା କରୋନା ପାଇଁ ନିଜର ଜନ୍ମ ଦିନକୁ ନିରାଡମ୍ବର ସହକାରେ ପାଳନ କରିଛନ୍ତି । କରୋନା ସମ୍ପର୍କରେ ଲୋକ ମାନଙ୍କୁ ସଚେତନ କରାଇବା ସହିତ ସାନିଟାଇଜର, ମାସ୍କ, ସାବୁନ୍‌ ଆଦି ବଣ୍ଟନ କରିଛନ୍ତି। ଏହି କାର୍ଯ୍ୟରେ ସୋନାଲୀ ପ୍ରିୟଦର୍ଶନୀ ପଣ୍ଡା, କ୍ଷୀରୋଦ ରାଉଳ, ଚିତ୍ତରଞ୍ଜନ ପଣ୍ଡା, ଶୁଭ୍ରଜିତ୍‌ ପଣ୍ଡା, ସୌମ୍ୟରଞ୍ଜନ ଦାଶ, ଅରବିନ୍ଦ ସାହୁ, ସୁମିତ୍‌ ସୁମନ ମୈକାପ, ସାମାଜିକକର୍ମୀ ସତ୍ୟଜିତ୍‌ ନାୟକ ସହାୟତା କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

କଳିଙ୍ଗା ଘାଟି ବନ୍ଦ: ବିକଳ୍ପ ରାସ୍ତାରେ ଟ୍ରାଫିକ୍ ଜାମ୍, ଜବରଦଖଲ ହଟାଇବାକୁ ତହସିଲଦାରଙ୍କ କଡ଼ା ପଦକ୍ଷେପ

ଭଞ୍ଜନଗର,୧୦ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଓ କନ୍ଧମାଳ ଜିଲାକୁ ସଂଯୋଗ କରୁଥିବା କଳିଙ୍ଗା ଘାଟିରେ ଭୂସ୍ଖଳନ ଯୋଗୁ ଯାତାୟାତ ବନ୍ଦ ରହିଛି। ଫଳରେ ଗଞ୍ଜାମରୁ କନ୍ଧମାଳ ଏବଂ କନ୍ଧମାଳରୁ…

ଔଷଧ ସେବନ ପରେ ଆଶ୍ରମ ବିଦ୍ୟାଳୟର ୨ ଛାତ୍ର ଗୁରୁତର

ଝରିଗାଁ,୧୦ା୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ପାଲିଆ ଆଶ୍ରମ ବିଦ୍ୟାଳୟର ଦୁଇଜଣ ଛାତ୍ର ଔଷଧ ସେବନ ପରେ ଗୁରୁତର ହୋଇ ମେଡିକାଲରେ ଚିକିତ୍ସିତ ହେଉଛନ୍ତି।…

ଶହୀଦ ଭଗତ ସିଂ କଲେଜରେ ପ୍ରଥମଥର ଛାତ୍ର ସଂସଦ ନିର୍ବାଚନ: ୮ ପଦବୀ ପାଇଁ ୧୫ ପ୍ରାର୍ଥୀ

ଗଞ୍ଜାମ, ୧୦।୧୦ (ଅନାଥ ତରାଇ): ଦୀର୍ଘବର୍ଷର ପ୍ରତୀକ୍ଷାର ଅନ୍ତ ଘଟିବାକୁ ଯାଉଛି। ଗଞ୍ଜାମ ବ୍ଲକର ଖଣ୍ଡଦେଉଳିସ୍ଥିତ ଶହୀଦ ଭଗତ ସିଂ କଲେଜରେ ଆସନ୍ତା ୧୫ ତାରିଖରେ ପ୍ରଥମଥର…

ସଫେଇ କଲେ ଧର୍ମେନ୍ଦ୍ର: ସମ୍ବଲପୁର ସହରକୁ ପରିଷ୍କାର ରଖିବା ଲକ୍ଷ୍ୟ

ସମ୍ବଲପୁର,୧୦।୧୦ (ପ୍ରମୋଦ ବହିଦାର):ସ୍ବଚ୍ଛତା ହିଁ ସେବା ଏବଂ ଏହା ସମାଜର ମୂଳମନ୍ତ୍ର ହେବା ଉଚିତ। ସୁସ୍ଥ ଜୀବନ ପାଇଁ ସ୍ବଚ୍ଛତା ଅପରିହାର୍ଯ୍ୟ ବୋଲି କହିଛନ୍ତି ସମ୍ବଲପୁର ଏମ୍‌ପି…

ରାଜମିସ୍ତ୍ରୀ କାମ କରୁଥିଲେ ସୌରଭ, ହଠାତ୍‌ ଲାଗିଲା କରେଣ୍ଟ: ଆଉ ତା’ପରେ…

ଦିଗପହଣ୍ଡି/ଚିକିଟି, ୧୦।୧୦(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ କାର୍ଯ୍ୟାଳୟ ନିକଟସ୍ଥ ମା’ ରତନେଇ ଠାକୁରାଣୀ ମନ୍ଦିର ପାଖରେ କୋଠା ନିର୍ମାଣ କାମ…

ମହିଳା ସୁପରଭାଇଜରଙ୍କ ଅବହେଳା ଅଭିଯୋଗ: ଅଙ୍ଗନବାଡ଼ି କେନ୍ଦ୍ରରେ ବଢ଼ୁଛି ସମସ୍ୟା

କେସିଙ୍ଗା, ୧୦।୧୦ (ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲା କେସିଙ୍ଗା ସମନ୍ବିତ ଶିଶୁ ବିକାଶ ଯୋଜନା ଅଧୀନରେ ଥିବା ତୁଣ୍ଡଳା ସେକ୍ଟରର ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକର ପରିଚାଳନାକୁ ନେଇ ଅସନ୍ତୋଷ ପ୍ରକାଶ…

ପ୍ରକାଶ ପାଇଲା ପ୍ରାର୍ଥୀ ତାଲିକା: ମୌଳିକ ସୁବିଧା ଅଭାବକୁ ନେଇ ଅସନ୍ତୋଷ

ଥୁଆମୂଳ ରାମପୁର, ୧୦।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ସରକାରୀ ସ୍ନାତକ ମହାବିଦ୍ୟାଳୟରେ ୨୦୨୬-୨୭ ଶିକ୍ଷାବର୍ଷ ପାଇଁ ଛାତ୍ର ସଂସଦ ଓ ବିଭିନ୍ନ ସଂସଦର…

ଛାତ୍ର ସଂସଦ ନିର୍ବାଚନ, କଲେଜ କ୍ୟାମ୍ପସ୍‌ ସରଗରମ: ନାମାଙ୍କନ ନାକଚ୍‌, ଆଶାୟୀ ଅସନ୍ତୋଷ

ବରଗଡ଼,10।୧୦(ପ୍ରେମାନନ୍ଦ ଖମାରୀ):ଆସନ୍ତା ୧୫ତାରିଖ ଛାତ୍ର ସଂସଦ ନିର୍ବାଚନ। ଏହି ନିର୍ବାଚନ ଯେତିକି ପାଖେଇ ଆସୁଛି, କଲେଜ କ୍ୟାମ୍ପସ୍‌ ଗୁଡ଼ିକରେ ନିର୍ବାଚନୀ ବାତାବରଣ ସେତିକି ସରଗରମ ହୋଇ ପଡୁଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?