ଜନ୍ମଦିନରେ ମାମୁଁ ହେଲେ ଭାଇଜାନ୍‌

ବଲିଉଡ୍‌ର ଭାଇଜାନ୍‌ ସଲମାନ ଖାଁ ଆଜି ଅର୍ଥାତ୍‌ ଶୁକ୍ରବାର ୫୪ ତମ ଜନ୍ମଦିବସ ପାଳନ କରୁଛନ୍ତି। ଏହି ଅବସରରେ ତାଙ୍କୁ ଏକ ଖୁସି ଖବର ମିଳିଛି। ସେ ପୁଣି ଥରେ ମାମୁଁ ହେବାର ସୌଭାଗ୍ୟ ଅର୍ଜନ କରିଛନ୍ତି। ଆଜିର ଦିନରେ ଭଉଣୀ ଅର୍ପିତା ଏକ କନ୍ୟାସନ୍ତାନକୁ ଜନ୍ମ ଦେଇଛନ୍ତି। ଗୁରୁବାର ବିଳମ୍ବିତ ରାତିରେ ସଲମାନ୍‌ କେକ୍‌ କାଟିବା ପରେ ଅର୍ପିତା ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ସକାଳେ ସେ ଏକ କନ୍ୟାସନ୍ତାନର ମା’ ହୋଇଛନ୍ତି। ଅର୍ପିତାଙ୍କ ସ୍ବାମୀ ଆୟୁଷ ଶର୍ମା ନିଜ ଇନ୍‌ଷ୍ଟାଗ୍ରାମ୍‌ରେ ଏକ ଫଟୋ ଶେୟାର କରି କ୍ୟାପଶନ୍‌ ଲେଖିଛନ୍ତି, ମୋ ଝିଅ ଆୟତ୍‌ ଆସିଗଲା। ସମସ୍ତ ଶୁଭେଚ୍ଛୁଙ୍କୁ ଧନ୍ୟବାଦ। ଅର୍ପିତା ଏବଂ ଆୟୁଷ ଘରକୁ ଝିଅ ଆସିଥିବାରୁ ଖୁସିରେ ଆତ୍ମବିଭୋର ହୋଇଯାଇଛନ୍ତି। ୨୦୧୪ ନଭେମ୍ବର ୮ରେ ଆୟୁଷଙ୍କ ହାତ ଧରିଥିଲେ ଅର୍ପିତା। ୨୦୧୬ ମାର୍ଚ୍ଚରେ ପୁଅ ଆହିଲ ଜନ୍ମ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରୋମାନ୍ସ କରିବେନି ଜାହ୍ନବୀ

ମୁମ୍ବାଇ: ଷ୍ଟାରକିଡ୍‌ ଭାବେ ଶ୍ରୀଦେବୀଙ୍କ ଲାଡ୍‌ଲି ଜାହ୍ନବୀ କପୁର ଏବେ ବଲିଉଡ୍‌ରେ ତିଆରି କରିଛନ୍ତି ନିଜର ଏକ ସ୍ବତନ୍ତ୍ର ପରିଚୟ। ଏବେ ତାଙ୍କ ହାତରେ ଅଫର୍‌...

‘ବିଗ୍‌ବସ୍‌’ରେ ରଶ୍ମୀ-ଅରହାନଙ୍କ ହୋଇପାରେ ବିବାହ !

ବମ୍ବେ: ଚଳିତ ବର୍ଷ ଲୋକପ୍ରିୟ ରିଆଲିଟି ଶୋ’ ‘ବିଗ୍‌ବସ୍‌’ ବନ୍ଧୁତା, ପ୍ରେମ, ଶତ୍ରୁତା ଆଦିକୁ ନେଇ ଚର୍ଚ୍ଚାରେ। ଯାହାକୁ ନେଇ ସବୁଥରଠାରୁ ଏହା ଦର୍ଶକଙ୍କୁ ବେଶ...

ଟେଲର ଦୋକାନ ଖୋଲି ମାଗଣାରେ ସିଲେଇ କରୁଛନ୍ତି ସୋନୁ ସୁଦ

ମୁମ୍ବାଇ,୧୬।୧: : ସୋସିଆଲ ମିଡିଆରେ ସୋନୁ ସୁଦଙ୍କ ଏକ ନୂଆ ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଏକ ଆଶ୍ଚର୍ଯ୍ୟଜନକ ଦୃଶ୍ୟ ଦେଖିବାକୁ ପାଇବେ।...

ବଲିଉଡ୍‌ର ଦାମୀ ଉପହାର

ଉପହାରଟିଏ ପାଇଲେ ସମସ୍ତେ ଖୁସି ହୁଅନ୍ତି। ତାହା ଛୋଟିଆ ହେଲେ ବି ମନରେ ଭରିଥାଏ ଅପାର ଆନନ୍ଦ। ସାଧାରଣ ଲୋକଙ୍କଠୁ ଆରମ୍ଭ କରି ସେଲିବ୍ରିଟି ପର୍ଯ୍ୟନ୍ତ...

କରୀନାଙ୍କ ଇନ୍‌ଷ୍ଟାଗ୍ରାମ୍‌ରେ ଡେବ୍ୟୁ କଲେ ପୁଅ ତୈମୁର

ଏମିତି କୌଣସି ଦିନ ନାହିଁ, ଯେଉଁଦିନ ଅଭିନେତ୍ରୀ କରୀନା କପୁର ଚର୍ଚ୍ଚାରେ ରହିନାହାନ୍ତି। ଗୋଟିଏ ଦିନ ପୂର୍ବରୁ ସେ ଇନ୍‌ଷ୍ଟାଗ୍ରାମ୍‌ ଆକାଉଣ୍ଟରେ ଡେବ୍ୟୁ କରିଥିଲେ। ଏବେ...

ଦର୍ଶକଙ୍କୁ ନିରାଶ କଲା ପ୍ରଭାସଙ୍କ ‘ସାହୋ’

ମୁମ୍ବାଇ: ଚଳଚ୍ଚିତ୍ର ବାହୁବଲୀର ସଫଳତା ପରେ ସୁପରଷ୍ଟାର ପ୍ରଭାସଙ୍କଠାରୁ ଅନେକ କିଛି ଆଶା କରୁଥିଲେ ଦର୍ଶକ। ଶୁକ୍ରବାର ‘ସାହୋ’ ରିଲିଜକୁ ନେଇ ମଧ୍ୟ ଅନେକ ଉତ୍କଣ୍ଠା...

ଫ୍ୟାନ୍‌ଙ୍କୁ ଦିଓ୍ବାନା କଲା ଶ୍ରଦ୍ଧାଙ୍କ ଲୁକ୍‌

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଶ୍ରଦ୍ଧା କପୁର ନିକଟରେ ସର୍ବିୟାରୁ ନିଜ ଅପ୍‌କମିଂ ଫିଲ୍ମ ‘ବାଗୀ-୩’ର ଶୁଟିଂ ଶେଷ କରି ଫେରିଛନ୍ତି। ଏହାପରେ ସେ ତୁରନ୍ତ ନିଜର...

ସକାଳୁ ଉଠି ପ୍ରଥମେ କେଉଁ କାମ କରନ୍ତି ପ୍ରଶ୍ନରେ ଏମିତି ଉତ୍ତର ଦେଲେ ଦୀପିକା…

ବଲିଉଡ୍‌ କଳାକାରମାନେ ପ୍ରଶଂସକଙ୍କ ସହ ସମ୍ପର୍କରେ ରହିବା ପାଇଁ ସୋସିଆଲ ମିଡିଆରେ ସବୁବେଳେ ସକ୍ରିୟ ରହିଥାନ୍ତି। ଅନେକ ସମୟରେ ସେମାନେ ପ୍ରଶଂସକଙ୍କ ସହ ପ୍ରଶ୍ନ-ଉତ୍ତର ଖେଳ...

Play 250+ Trending Games
Archives

Model This Week

Why Dharitri