Posted inଖେଳ

ଜନ୍ମଦିନ ପାଳିବେ ନାହିଁ ତେନ୍ଦୁଲକର

ନୂଆଦିଲ୍ଲୀ, ୨୩ା୪ (ପି.ଟି.)-କ୍ରିକେଟ କିମ୍ବଦନ୍ତୀ ସଚିନ ତେନ୍ଦୁଲକର ଏବର୍ଷ ତାଙ୍କ ଜନ୍ମଦିନ ପାଳିବେ ନାହିଁ। ଶୁକ୍ରବାର ସେ ୪୭ ବର୍ଷରେ ପଦାର୍ପଣ କରିବେ। ଭାରତରେ କୋଭିଡ୍‌-୧୯ ମହାମାରୀ ବିରୋଧରେ ଲଢେଇ ଚଳାଇଥିବା କର୍ମୀଙ୍କୁ ସମ୍ମାନ ଜଣାଇ ସେ ଏହି ନିଷ୍ପତ୍ତି ନେଇଛନ୍ତି। ଆଗଧାଡ଼ିରେ କାର୍ଯ୍ୟରତ ଡାକ୍ତରଙ୍କଠାରୁ ଆରମ୍ଭ କରି ନର୍ସ, ପାରାମେଡିକ୍ସ, ପୋଲିସ ଓ ପ୍ରତିରକ୍ଷା କର୍ମଚାରୀଙ୍କ ପାଇଁ ଏହା ତାଙ୍କର ଶ୍ରେଷ୍ଠ ଶ୍ରଦ୍ଧାଞ୍ଜଳି ହେବ ବୋଲି ସେ କହିଛନ୍ତି। ତେନ୍ଦୁଲକର ଇତିମଧ୍ୟରେ ରିଲିଫ ପାଣ୍ଠକୁ ୫୦ ଲକ୍ଷ ଟଙ୍କା ଦାନ କରିସାରିଛନ୍ତି। ସେ ଅନ୍ୟ କେତେକ ରିଲିଫ କାର୍ଯ୍ୟରେ ନିଜକୁ ସମ୍ପୃକ୍ତ କରାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଖାଦ୍ୟ ପାଇଁ ପ୍ରଯକ୍ତାଙ୍କ ସଂଘର୍ଷ

ନୂଆଦିଲ୍ଲୀ, ୧୪।୫ (ପି.ଟି.): କୋଭିଡ୍‌-୧୯ ଯୋଗୁ ସମଗ୍ର ଦେଶରେ ଲକ୍‌ଡାଉନ୍‌ ଚାଲିଥିବା ବେଳେ ପୂର୍ବତନ ୟୁନିଭର୍ସିଟି ଆଥଲେଟ୍‌ ପ୍ରଯକ୍ତା ଗୋଡ଼ବୋଲେ ନିଜ ପାଇଁ ଖାଦ୍ୟ ଯୋଗାଡ଼...

‘ଆଫ୍ରିଦୀଙ୍କୁ ଅଫ୍‌ ଷ୍ଟମ୍ପ ବାହାରେ ପକାଇବାର ଥିଲା’

କରାଚୀ,୧୩।୧୧: ଚଳିତ ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନ ଦ୍ୱିତୀୟ ସେମିଫାଇନାଲରେ ଅଷ୍ଟ୍ରେଲିଆଠାରୁ ପରାସ୍ତ ହେବା ପରେ ଆଲୋଚନା ପର୍ଯ୍ୟାଲୋଚନା ଜାରି ରହିଛି। ପରାଜୟ ପାଇଁ ସାରା ପାକିସ୍ତାନରେ...

ଚର୍ଚ୍ଚାରେ ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜ ପାଇଁ ଚୟନ ହୋଇଥିବା ନୂଆ ନେଟ୍‌ ବୋଲର, ଜାଣନ୍ତୁ କିଏ ସେ ସୌରଭ କୁମାର..

ନୂଆଦିଲ୍ଲୀ,୨୩।୧: ଅଷ୍ଟ୍ରେଲିଆ ଗସ୍ତରେ ଉଲ୍ଲେଖନୀୟ ପ୍ରଦର୍ଶନ ପରେ ଇଂଲଣ୍ଡ ସହ ଘରୋଇ ଟେଷ୍ଟ ଖେଳିବାକୁ ପ୍ରସ୍ତୁତ ଭାରତୀୟ ଟିମ୍‌। ଆସନ୍ତା ଫେବୃୟାରୀ ୫ରୁ ଚେନ୍ନାଇରେ ପ୍ରଥମ...

ରାବାଡ଼ା କ୍ଷଣକୋପୀ ନୁହନ୍ତି

କୋଲକାତା, ୭ା୬ (ପି.ଟି.)- ଖେଳ ପଡ଼ିଆରେ ଆକ୍ରମଣାତ୍ମକ ଆଚରଣ ଯୋଗୁ ଅନେକ ଥର ଅଡୁଆରେ ପଡ଼ିଛନ୍ତି ଦକ୍ଷିଣଆଫ୍ରିକା ସ୍ପିଡ୍‌ଷ୍ଟର କାଭିସୋ ରାବାଡ଼ା। ଏଥିପାଇଁ ଅନେକେ ତାଙ୍କୁ...

ପଡ଼ିଆରେ ଭୋ ଭୋ ହୋଇ କାନ୍ଦିଥିଲେ ଏହି ଖେଳାଳି, ଡେବ୍ୟୁ ମ୍ୟାଚ୍‌ରେ ରୋହିତ ଶର୍ମାଙ୍କୁ ପକାଇଲେ ପଛରେ

ଗତ ରବିବାର ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ରେ ୭ ଉଇକେଟ୍‌ରେ ବିଜୟ ହାସଲ କରିଥିଲା। ଏହି ମ୍ୟାଚ୍‌ରୁ ଡେବ୍ୟୁ କରିଥିବା ଈଶାନ...

ପ୍ରେମିକାଙ୍କ ବ୍ୟଥା: ମୋ ସନ୍ତାନ ଥିଲେ ଏବେ ବାବର ଆଜମଙ୍କୁ ବାପା ଡାକିଥାନ୍ତା

ଇସଲାମାବାଦ୍‌,୨୭।୧୦:ଆଜିକାଲି ପାକିସ୍ତାନ ଅଧିନାୟକ ବାବର ଆଜମ ଚର୍ଚ୍ଚାରେ ରହିଛନ୍ତି। ପାକିସ୍ତାନର ପ୍ରଥମ ଅଧିନାୟକ ଭାବେ ଦଳକୁ ବାବର ଭାରତ ବିପକ୍ଷରେ ବିଜୟୀ କରାଇଛନ୍ତି। କିନ୍ତୁ ବାବର...

କାହିଁକି ଅଲୋଡ଼ା ରହିଲେ ଟପ୍‌ ଅର୍ଡର ବ୍ୟାଟ୍ସମ୍ୟାନ

ଚେନ୍ନାଇ, ୧୯।୨ : ଆଇପିଏଲର ୧୪ତମ ସଂସ୍କରଣ ଲାଗି ଶେଷ ହୋଇସାରିଛି ଖେଳାଳିଙ୍କ ନିଲାମ ପ୍ରକ୍ରିୟା। ୫୭ ଖେଳାଳିଙ୍କୁ ଆଇପିଏଲ କଣ୍ଟ୍ରାକ୍ଟ ମିଳିଥିଲାବେଳେ ଅଲୋଡ଼ା ହୋଇଯାଇଥିଲେ...

ହାଇଦ୍ରାବାଦକୁ ୧୭୬ ରନ୍‌ର ବିଜୟ ଲକ୍ଷ୍ୟ

ମୁମ୍ବାଇ,୧୫।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ଶୁକ୍ରବାର ସନରାଇଜର୍ସ ହାଇଦ୍ରାବାଦ ଏବଂ କୋଲକାତା ନାଇଟ୍‌ ରାଇଡର୍ସ ମଧ୍ୟରେ ଖେଳ ଜାରି ରହିଛି। ପ୍ରଥମେ ଟସ୍‌ ଜିତି ହାଇଦ୍ରାବାଦ...

Advertisement
Archives

Model This Week