Posted inଖେଳ

ଜନ୍ମଦିନ ପାଳିବେ ନାହିଁ ତେନ୍ଦୁଲକର

ନୂଆଦିଲ୍ଲୀ, ୨୩ା୪ (ପି.ଟି.)-କ୍ରିକେଟ କିମ୍ବଦନ୍ତୀ ସଚିନ ତେନ୍ଦୁଲକର ଏବର୍ଷ ତାଙ୍କ ଜନ୍ମଦିନ ପାଳିବେ ନାହିଁ। ଶୁକ୍ରବାର ସେ ୪୭ ବର୍ଷରେ ପଦାର୍ପଣ କରିବେ। ଭାରତରେ କୋଭିଡ୍‌-୧୯ ମହାମାରୀ ବିରୋଧରେ ଲଢେଇ ଚଳାଇଥିବା କର୍ମୀଙ୍କୁ ସମ୍ମାନ ଜଣାଇ ସେ ଏହି ନିଷ୍ପତ୍ତି ନେଇଛନ୍ତି। ଆଗଧାଡ଼ିରେ କାର୍ଯ୍ୟରତ ଡାକ୍ତରଙ୍କଠାରୁ ଆରମ୍ଭ କରି ନର୍ସ, ପାରାମେଡିକ୍ସ, ପୋଲିସ ଓ ପ୍ରତିରକ୍ଷା କର୍ମଚାରୀଙ୍କ ପାଇଁ ଏହା ତାଙ୍କର ଶ୍ରେଷ୍ଠ ଶ୍ରଦ୍ଧାଞ୍ଜଳି ହେବ ବୋଲି ସେ କହିଛନ୍ତି। ତେନ୍ଦୁଲକର ଇତିମଧ୍ୟରେ ରିଲିଫ ପାଣ୍ଠକୁ ୫୦ ଲକ୍ଷ ଟଙ୍କା ଦାନ କରିସାରିଛନ୍ତି। ସେ ଅନ୍ୟ କେତେକ ରିଲିଫ କାର୍ଯ୍ୟରେ ନିଜକୁ ସମ୍ପୃକ୍ତ କରାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଏହି ଲୋକପ୍ରିୟ କ୍ରିକେଟର୍‌ଙ୍କ ପରଲୋକ

କାଠମାଣ୍ଡୁ,୧୧।୧: ନେପାଳର ଯୁବ କ୍ରିକେଟର୍‌ କୁନ୍ଦନ ଶାହାଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ମାତ୍ର ୨୫ ବର୍ଷ ହୋଇଥିଲା। ଗତ କିଛି ଦିନ ହେବ...

ଆଇପିଏଲ ଫାଇନାଲର ଦୁଇ ଦିନ ପରେ ଟି୨୦ ବିଶ୍ୱକପ୍‌

ନୂଆଦିଲ୍ଲୀ,୨୫।୬: ଆଗାମୀ ଟି୨୦ ବିଶ୍ୱକପ୍‌ ଭାରତରେ ହେବ ନାହିଁ। ୧୬ ଦଳକୁ ନେଇ ଖେଳାଯିବାକୁ ଥିବା ଇଭେଣ୍ଟ ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ରେ ଖେଳାଯିବ। ଅକ୍ଟୋବର...

୨୦୨୨ ଏଏଫ୍‌ସି ମହିଳା ଏସିଆନ କପ୍‌ ଆୟୋଜନ କରିବ ଭାରତ

ନୂଆଦିଲ୍ଳୀ,୫।୬(ପି.ଟି.): ଭାରତ ୨୦୨୨ ମହିଳା ଏସିଆନ୍‌ କପ୍‌ ଆୟୋଜନ କରିବାକୁ ଅଧିକାର ପାଇଛି। ଏସିଆନ୍‌ ଫୁଟବଲ କନ୍‌ଫେଡେରେଶନ ୧୯୭୯ ପରେ ପ୍ରଥମଥର ପାଇଁ ଏହି ଟୁର୍ନାମେଣ୍ଟ...

ବିରାଟଙ୍କୁ ଖାସ୍‌ ଉପହାର ଦେଲେ ଦ୍ରାବିଡ

ମୋହାଲି,୪।୩:ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ମୋହାଲିରେ ଖେଳାଯାଉଛି। ଏହା ହେଉଛି ପୂର୍ବତନ ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କ ୧୦୦ ତମ...

ଅଂଶୁ, ସୋନମଙ୍କୁ ଅଲିମ୍ପିକ ଯୋଗ୍ୟତା

ଅଲ୍‌ମାଟି (କାଜାଖସ୍ତାନ),୧୧ା୪(ପି.ଟି.)-ଏଠାରେ ଚାଲିଥିବା ଏସିଆନ ଅଲିମ୍ପିକ କ୍ୱାଲିଫାୟର୍ସରେ ପ୍ରଭାବୀ ପ୍ରଦର୍ଶନ ସହ ଭାରତର ଯୁବ ରେସ୍‌ଲର ଅଂଶୁ ମଲିକ ଓ ସୋନମ ମଲିକ ଟୋକିଓ ଗେମ୍ସ...

ପୁଅକୁ କଳା କହିବାରୁ ରାଗିଲେ ଶିଖର ଧାଓ୍ବନଙ୍କ ସ୍ତ୍ରୀ, କହିଲେ ଏମିତି କଥା

ଏବେ ବିଶ୍ୱରେ ବର୍ଣ୍ଣବୈଷମ୍ୟକୁ ନେଇ ଚର୍ଚ୍ଚା ଜୋର ଧରିଛି। ଆମେରିକା ପୋଲିସ ହେପାଜତରେ ଅଶ୍ୱେତ ଜର୍ଜ ଫ୍ଲୋୟଡଙ୍କ ଯନ୍ତ୍ରଣାଦାୟକ ମୃତ୍ୟୁ ପରେ ବିଶ୍ୱର କୋଣ ଅନୁକୋଣରେ...

‘କର ବା ମର’ ମ୍ୟାଚ୍‌ରେ ଟସ୍‌ ଜିତିଲା ଦିଲ୍ଲୀ କ୍ୟାପିଟାଲ୍ସ

ଆବୁଧାବି,୮।୧୧: ଆଇପିଏଲ ୨୦୨୦ର ଦିତୀୟ କ୍ୱାଲିଫାୟାରରେ ଦିଲ୍ଲୀ କ୍ୟାପିଟାଲ୍ସ ଏବଂ ସନ୍ରାଇଜର୍ସ ହାଇଦ୍ରାବାଦ ମଧ୍ୟରେ ଆବୁଧାବିର ଶେଖ ଜୟେଦ ଷ୍ଟାଡିୟମରେ ଖେଳାଯାଉଛି। ଏହି କର ବା...

ରୁମ୍‌ କ୍ୱାରେଣ୍ଟିନରେ ଟିମ୍‌ ଇଣ୍ଡିଆ ଖେଳାଳି

କଲମ୍ବୋ,୨୭।୭: ଭାରତୀୟ ଅଲରାଉଣ୍ଡର କ୍ରୁନାଲ ପାଣ୍ଡ୍ୟା କରୋନା ସଂକ୍ରମିତ ଚିହ୍ନଟ ହେବା ପରେ ଶ୍ରୀଲଙ୍କା ବିପକ୍ଷରେ ଖେଳାଯିବାକୁ ଥିବା ଦ୍ୱିତୀୟ ଟି୨୦ ମ୍ୟାଚ୍‌କୁ ୨୮ ତାରିଖକୁ...

Advertisement
Archives

Model This Week