ଜନ୍ମଦିନ ପାଳିଲେନି, ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିକୁ ୧୫ ହଜାର ଦେଲେ ଛାତ୍ରୀ

ଭଞ୍ଜନଗର,୭।୪(ଡି.ଏନ.ଏ)-ଭଞ୍ଜନଗର ବିଡିଓ ଅନିଲ କୁମାର ସେଠୀଙ୍କ ଝିଅ ଆଦ୍ୟାଶା ଗତ ୪ ତାରିଖରେ ନିଜ ଜନ୍ମଦିନ ପାଳନ ନ କରି ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିକୁ (କୋଭିଡ୍‌ ଫଣ୍ଡ)କୁ ୧୫ ହଜାର ଟଙ୍କା ଦାନ କରିଛନ୍ତି । ମଙ୍ଗଳବାର ଅନଲାଇନ୍‌ ମାଧ୍ୟମରେ ସେ ଏହି ଟଙ୍କା ପଠାଇଛନ୍ତି। ଆଦ୍ୟାଶା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ୫ମ ଶ୍ରେଣୀ ଛାତ୍ରୀ।


Enter your email to get our daily news in your inbox.

All Right Reserved By Dharitri.Com

ଯୌତୁକ ପାଇଁ ବଧୂହତ୍ୟା ଅଭିଯୋଗ: ସ୍ବାମୀ ଗିରଫ

ଧାମନଗର, ୧।୧୦ (ଡି.ଏନ.ଏ.)- ଭଦ୍ରକ ଜିଲା ଧାମନଗର ଥାନା ଅଧୀନ ବିରିଗଡିଆ ଗ୍ରାମର ବିମଳା ଘଡ଼ାଇ ନାମ୍ନୀ ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ଅନ୍ୟପକ୍ଷେ...

ସାଇନ୍ସ ପାର୍କ ନିର୍ମାଣ ପାଇଁ କୁଳେଇପଦାରେ ଅନୁଧ୍ୟାନ

ଆରଡ଼ି, ୮।୮ (ଡି.ଏନ.ଏ.) – ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ନିକଟ କୁଳେଇପଦା ପଡ଼ିଆରେ ନିର୍ମାଣ ହେବାକୁ ଥିବା ପ୍ରସ୍ତାବିତ ସାଇନ୍ସ ପାର୍କ ଯୋଜନା...

ଯୁବକଙ୍କ ଆତ୍ମହତ୍ୟା: କାରଣ ଅସ୍ପଷ୍ଟ

ପାଟଣା,୬।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବନବୀର ଗ୍ରାମର ଜଣେ ୨୨ବର୍ଷୀୟ ଯୁବକ ଗୁରୁବାର ବେକରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ସେ ହେଲେ...

ଗଞ୍ଜାମର ୩ ପଞ୍ଚାୟତକୁ ଜାତୀୟ ଆୱାର୍ଡ: ଟୁଇଟ୍‌କରି ସୂଚନା ଦେଲେ ଜିଲାପାଳ

ଛତ୍ରପୁର, ୨୪।୪( ଡି.ଏନ୍‌.ଏ.): ଜାତୀୟ ପଞ୍ଚାୟତିରାଜ ଦିବସ ଅବସରରେ ଶୁକ୍ରବାର ଗଞ୍ଜାମ ଜ଼ିଲାର ୩ ପଞ୍ଚାୟତକୁ ୩ଟି ବିଭାଗରେ ଜାତୀୟ ପଞ୍ଚାୟତ ଆୱାର୍ଡ ମିଳିଛି। ଓଡ଼ିଶାରେ...

ଗୋଟିଏ ପଟେ ଦାବି, ଅନ୍ୟ ପଟେ ବିରୋଧ

ପୁରୀ ଅଫିସ, ୭ା୧୦:ବର୍ତ୍ତମାନ ଶ୍ରୀମନ୍ଦିର ଖୋଲାଯିବା ପାଇଁ ଗୋଟିଏ ପଟେ ଦାବି ହେଉଥିବାବେଳେ ଅନ୍ୟ ପଟେ ଏହାକୁ ବିରୋଧ କରାଯାଉଛି। ଭକ୍ତଙ୍କ ଲାଗି ଶ୍ରୀମନ୍ଦିର ଖୋଲିବା...

ଜି.ଉଦୟଗିରିରେ ଶ୍ୟାମାକାଳୀ ପୂଜା

ଜି.ଉଦୟଗିରି, ୨୭।୧୦(ଡି.ଏନ୍‌.ଏ.)- ଜି. ଉଦୟଗିରି ବନ୍ଧ ଛକ କାଳୀ ପୂଜା ମଣ୍ଡପରେ ରବିବାର ମା’ କାଳୀଙ୍କ ପୂଜା ଆରମ୍ଭ ହୋଇଛି। ପୂଜା କମିଟି ସଭାପତି ଅଜିତ...

ମୋବାଇଲରେ ବେଶ ଫଟୋ ଉଠାଇବା ଚର୍ଚ୍ଚା

ପୁରୀ ଅଫିସ,୨୮ା୧୧: ଶ୍ରୀମନ୍ଦିର କର୍ମଚାରୀ, ସେବାୟତ ଏବଂ ସୁରକ୍ଷା କର୍ମଚାରୀ କେହି ବି ମନ୍ଦିର ଭିତରକୁ ମୋବାଇଲ ଫୋନ୍‌ ନେବେ ନାହିଁ। ସମସ୍ତଙ୍କୁ ଯାଞ୍ଚ କରାଯାଇ...

ଅକ୍ଷୟଙ୍କ କଣ୍ଠଶ୍ୱରକୁ ଜୀବିତ କରିଛନ୍ତି ପ୍ରଦୀପ  

ନୟାଗଡ ଅଫିସ,୨୮ା୬: ଆଧୁନିକ ସଙ୍ଗୀତର ବାଦ୍‌ଶାହା ଅକ୍ଷୟ ମହାନ୍ତି ସିନା ଏ ଦୁନିଆରେ ନାହାନ୍ତି, ହେଲେ ତାଙ୍କର ପ୍ରତ୍ୟେକଟି ଗୀତ ଆଜିବି ଶ୍ରୋତାଙ୍କ ମନରେ ଗୁଞ୍ଜରଣ...

Advertisement


Archives

Model This Week

Why Dharitri