ଜନ୍ମନେଲେ ଲକ୍ଷାଧିକ ଅଲିଭ୍‌ ରିଡ୍‌ଲେ ଶାବକ

ରାଜନଗର,୧୮ା୪(ଡି.ଏନ.ଏ): କଇଁଛଙ୍କ ଏନ୍ତୁଡ଼ିଶାଳ ଗହୀରମଥା ଏବେ ଚଳଚଞ୍ଚଳ ହୋଇଉଠିଛି। ଗତମାସରେ ୩ ଲକ୍ଷରୁ ଊର୍ଦ୍ଧ୍ୱ ଅଲିଭ୍‌ ରିଡ୍‌ଲେ କଇଁଛ ବାବୁବାଲି ଦ୍ୱୀପରେ ସମୂହ ଅଣ୍ଡାଦାନ କରିଥିଲେ। ଏବେ ଅଣ୍ଡାରୁ ଛୁଆ ଫୁଟିବାରେ ଲାଗିଛନ୍ତି। ଗୁରୁବାର ଲକ୍ଷାଧିକ ଛୁଆ ଫୁଟିଥିବା ଦେଖିବାକୁ ମିଳିଛି। ମାତ୍ର କେତେ ଘଣ୍ଟା ମଧ୍ୟରେ ୫ ଲକ୍ଷରୁ ଊର୍ଦ୍ଧ୍ୱ ଶାବକ ଜନ୍ମ ନେଇ ସାରିଲେଣି। ଏମାନଙ୍କ ସଂଖ୍ୟା ୫୦ ଲକ୍ଷରୁ ଊର୍ଦ୍ଧ୍ୱ ହେବା ସମ୍ଭାବନା ରହିଛି ବୋଲି ଗହୀରମଥା ଏସିଏଫ୍‌ଓ ରାମପଦ ଅରବିନ୍ଦ ମିଶ୍ର ସୂଚନା ଦେଇଛନ୍ତି। ଶାବକମାନେ ଅଣ୍ଡାରୁ ବାହାରିବା ସମୟରେ ବାହ୍ୟ ଶତୃ, ଛଞ୍ଚାଣ, କୁଆ ଆଦି ଯେପରି ଛୁଆମାନଙ୍କୁ ଖାଇ ନ ପାରିବେ ସେନେଇ ବନବିଭାଗର ୧୨ ଜଣ କର୍ମଚାରୀ ସଜାଗ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୭ ଦିନରେ ପହଞ୍ଚିଲା ଭଞ୍ଜନଗର ଯାତ୍ରା: ମା’ ବ୍ୟାଘ୍ରଦେବୀଙ୍କ ଆଶୀର୍ବାଦ ନେଲେ ବାଚସ୍ପତି ସୁରମା ପାଢ଼ୀ

ଭଞ୍ଜନଗର,୧୨।୫(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ମଙ୍ଗଳବାର ୧୭ ଦିନରେ ପହଞ୍ଚିଛି। ଆଉ ୮ ଦିନ ପରେ ୨୦ ତାରିଖରେ ଯାତ୍ରା ଉଦଯାପିତ ହେବ। ଆସନ୍ତା…

ଦିନରେ ଲୁଚୁଛି, ରାତିରେ ବୁଲୁଛି: ରତନେଇ ପାହାଡ଼ ଖୋଲରେ ଡେରା ପକାଇଛି କଲରାପତରିଆ,ଡ୍ରୋନ୍ କ୍ୟାମେରାରେ…

ଦିଗପହଣ୍ଡି,୧୨। ୫(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ଫରେଷ୍ଟ ରେଞ୍ଜ ଅଧିନ ରତନେଇ ରେଖାଙ୍କିତ ସଂରକ୍ଷିତ ଜଙ୍ଗଲ ଜକର ଫରେଷ୍ଟ ବିଟ୍ର ଜକର ଗ୍ରାମ ନିକଟ ମା…

ବଲାଙ୍ଗୀର ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରୁ ନର୍ସିଂ ଛାତ୍ରୀଙ୍କ ସାଇକଲ ଚୋରି, ସିସିଟିଭିରେ ରେକର୍ଡ

ବଲାଙ୍ଗୀର,୧୨।୫(ସୁନିଲ କୁମାର ମହାନ୍ତି): ହସ୍ପିଟାଲ ଭିତରେ ପୀଡିତ ରୋଗୀଙ୍କୁ ସେବା ଯୋଗାଉଥିବାବେଳେ ଜଣେ ନର୍ସିଂ ଛାତ୍ରୀଙ୍କ ସାଇକଲକୁ ହସ୍ପିଟାଲ ପରିସରରୁ ଜଣେ ଦୁର୍ବୃତ୍ତ ଚୋରି କରିଥିବା ଅଭିଯୋଗ…

ଯୌତୁକ ପାଇଁ ବଧୂ ହତ୍ୟା: ସ୍ୱାମୀ, ଶାଶୁ , ଶଶୁର ଗିରଫ

ନନ୍ଦପୁର,୧୨।୫ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଖୁର୍ଜୀ ପଞ୍ଚାୟତ ନନ୍ଦୀଗାଁରେ ସୋମବାର ଜଣେ ନବବିବାହିତାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ଘଟଣାରେ ନୂଆ ମୋଡ଼…

NEET-UG ପରୀକ୍ଷା ବାତିଲ; ସମାଲୋଚନା କଲେ ନବୀନ, ପରୀକ୍ଷାର୍ଥୀଙ୍କ ପ୍ରତି ବିଶ୍ୱାସଘାତକତା…

ଭୁବନେଶ୍ବର,୧୨।୫: NEET- UG ୨୦୨୬ ପରୀକ୍ଷାକୁ NTA ବାତିଲ କରିଛି । କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶରେ ମେ ୩ ତାରିଖରେ ହୋଇଥିବା ପରୀକ୍ଷା ରଦ୍ଦ  କରାଯାଇଛି ।…

ରାମଚନ୍ଦ୍ରପୁରରେ ଟ୍ରେନ ରହଣି ଦାବି

ଲାଞ୍ଜିଗଡ଼, ୧୨।୫ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲାର ଲାଞ୍ଜିଗଡ଼ ବ୍ଲକ ଅନ୍ତର୍ଗତ ଗୋବର୍ଦ୍ଧନପୁର ପଞ୍ଚାୟତର ରାମଚନ୍ଦ୍ରପୁର ପାସେଞ୍ଜର ହଲଟରେ ଟ୍ରେନ ରହଣି ଦାବି କରି ରେଳଯାତ୍ରୀ…

ମତୁଆଳି ଗ୍ରାମରେ ଦନ୍ତା ହାତୀର ଜଳକ୍ରୀଡା, ଆତଙ୍କିତ ଗ୍ରାମବାସୀ

ଦେବଗଡ,୧୨।୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲ୍ଲା ବାରକୋଟ ବ୍ଳକ ଦେବଗଡ ବନଖଣ୍ଡ ଦନ୍ତାରିବାହାଲ ଗ୍ରାମରେ ଦନ୍ତା ହାତୀଙ୍କ ଆତଙ୍କ ଦେଖିବାକୁ ମିଳିଛି । ଗାଁର ମତୁଆଳି ନାଳରେ…

ଶହୀଦ ମାଧୋ ସିଂଙ୍କ ଜୀବନୀରେ ଭୁଲ ତଥ୍ୟକୁ ନେଇ ବିଜେଡିର ପ୍ରତିବାଦ, ସରକାରଙ୍କୁ ଦାବିପତ୍ର

ବରଗଡ଼, ୧୨।୫ (ପ୍ରେମାନନ୍ଦ ଖମାରୀ): ଭାରତର ସ୍ୱାଧୀନତା ସଂଗ୍ରାମରେ ବରଗଡ଼ ମାଟିର ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିଛି। ଏହି ପରିପ୍ରେକ୍ଷିତରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ଓଡ଼ିଶା ସରକାରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri