ଜନ୍ମାଷ୍ଟମୀ ଓ ବିଶ୍ୱ ହିନ୍ଦୁ ପରିଷଦ ସ୍ଥାପନା ଦିବସ

କେନ୍ଦୁଝର,୨୩।୮(ସ୍ବ.ପ୍ର.): କେନ୍ଦୁଝର ବିଶ୍ବ ହିନ୍ଦୁ ପରିଷଦ ପକ୍ଷରୁ ଜନ୍ମାଷ୍ଟମୀ ଓ ବିଶ୍ୱ ହିନ୍ଦୁ ପରିଷଦ ସ୍ଥାପନା ଦିବସ ଶୁକ୍ରବାର ପାଳିତ ହୋଇଯାଇଛି । ବିରାଟ ପଟୁଆରରେ ଶ୍ରଦ୍ଧାଳୁ ଓ କର୍ମକର୍ତ୍ତାମାନେ ମାଇନିଂ ରୋଡ୍‌ସ୍ଥିତ ରାମମନ୍ଦିରରୁ ବାହାରି ସହର ପରିକ୍ରମାକରି କେନ୍ଦୁଝରଗଡ଼ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ପହଞ୍ଚିଥିଲେ। ଏଥିରେ ବିଶ୍ୱ ହିନ୍ଦୁ ପରିଷଦର ଜିଲା ସଭାପତି ତୁଷାରକାନ୍ତ ସାମନ୍ତ ମୁଖ୍ୟ ଅତିଥି, ପ୍ରଶାନ୍ତ କୁମାର ପଣ୍ଡା ରାଜ୍ୟ ସମ୍ପାଦକ, ଘନଶ୍ୟାମ ମହାନ୍ତ ବିଭାଗର ସମ୍ପାଦକ, ବସନ୍ତ କୁମାର ଦାନୀଙ୍କ ସମେତ ବହୁ ଅତିଥି ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ହାତକୁ ଗଲା ସୁନ୍ଦରଗଡ଼ ପୌର ଉପାଧ୍ୟକ୍ଷ ପଦ

ସୁନ୍ଦରଗଡ଼,୭ା୪(ଡି.ଏନ୍‌.ଏ.): ସୁନ୍ଦରଗଡ଼ ପୌର ପରିଷଦ ଉପାଧ୍ୟକ୍ଷ ନିର୍ବାଚନ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ୬ ନମ୍ବର ଓ୍ବାର୍ଡର ବିଜେଡି କାଉନସିଲର ଲଲାଟେନ୍ଦୁ ପରିଡା ନିର୍ଦ୍ୱନ୍ଦ୍ୱରେ ଉପାଧ୍ୟକ୍ଷ...

ଲୁଟ୍‌ ମାମଲାରେ ୨ ଜଣଙ୍କୁ ଗିରଫ କଲା ପୋଲିସ

ଦେବଗଡ,୯।୩(ଡି. ଏନ. ଏ.): ଦେବଗଡ଼ର ବିଭିନ୍ନ ଅଞ୍ଚଳରୁ ଟଙ୍କା ଲୁଟ୍‌ କରୁଥିବା ୨ ଡକାୟତଙ୍କୁ ଦେବଗଡ଼ ପୋଲିସ ଗିରଫ କରିଛି। ସେମାନେ ହେଲେ କଂଗ୍ରେସପୁର ଗାଁର...

ରୋଗୀ କଲବଲ, ଲୁଟୁଛନ୍ତି ଦଲାଲ

ଭୁବନ, ୧୧।୮(ଡି.ଏନ୍‌.ଏ.) – କରୋନା ମହାମାରୀ ସମୟରେ ବଢ଼ିଛି ସ୍ବାସ୍ଥ୍ୟସେବାର ଗୁରୁତ୍ୱ। କେବଳ କୋଭିଡ୍‌ ନୁହେଁ, ଅନ୍ୟ ରୋଗୀମାନଙ୍କ ଚିକିତ୍ସାରେ ଯେପରି କୌଣସି ଅବହେଳା ନ...

ସ୍ତ୍ରୀ ହତ୍ୟା ଲାଗି ସୁପାରି

ନୟାଗଡ ଅଫିସ,୧୩।୨: ହତ୍ୟାର ୧୫ ଦିନ ପରେ ନୟାଗଡ ଜିଲା ଶରଣକୁଳ ଥାନା ସୁଆରସାହିର ସସ୍ମିତା ମହାପାତ୍ର ହତ୍ୟା ଘଟଣାର ଗୁମର ଫିଟିଛି । ସ୍ତ୍ରୀଙ୍କୁ...

‘ଗୋପରେ ଖୁବ୍‌ଶୀଘ୍ର ପ୍ରାକୃତିକ ଗ୍ୟାସ ଖନନ’

ଗୋପ,୨।୮(ଡି.ଏନ୍‌.ଏ.):ପୁରୀ ଜିଲା ଗୋପ ବ୍ଲକ ଅଞ୍ଚଳରେ ଖୁବ୍‌ଶୀଘ୍ର ପ୍ରାକୃତିକ ଗ୍ୟାସ୍‌ ଖନନ କାର୍ଯ୍ୟ ଆରମ୍ଭ ହେବାକୁ ଯାଉଛି। ଏଠାରେ ତୈଳ ଓ ପ୍ରାକୃତିକ ଗ୍ୟାସ ଭରପୂର...

ଗାଁ ଗାଁରେ କାମ: ଶ୍ରମିକ ଭିଟାମାଟି ଛାଡ଼ୁଛନ୍ତି

ନୟାଗଡ଼ ଅଫିସ,୨୦।୨: ନୟାଗଡ଼ ଜିଲାରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌) କାର୍ଯ୍ୟ ପାଇଁ ଶ୍ରମିକ ମିଳୁନାହାନ୍ତି। ସେପଟେ ପେଟ...

ଇକୋ ପାର୍କ ଖୋଲିବାକୁ ଅପେକ୍ଷା

ଜି.ଉଦୟଗିରି,୨ା୧(ଡି.ଏନ୍‌.ଏ.):ଜି.ଉଦୟଗିରି ସହରରେ ଚଳିତ ବର୍ଷ ଶୀତ ଲୁଚକାଳି ଖେଳିବା ପରି ମନେହେଉଛି। ରବିବାର ସର୍ବନିମ୍ନ ତାପମାତ୍ରା ୧୩ ଡିଗ୍ରୀ ରହିଥିବା ବେଳେ ଶନିବାର ୭.୪ ଡିଗ୍ରୀ...

ଧାରଣାରେ ବସିଲେ ସଫେଇ କର୍ମଚାରୀ

ଭଦ୍ରକ ଅଫିସ,୧୯/୮:ଭଦ୍ରକ ପୌରପାଳିକାର ସଫେଇ କର୍ମଚାରୀ ୧୦ ମାସର ଇପିଏଫ ଇଏସଆଇ ଟଙ୍କା ପାଇ ନ ଥିବାରୁ ଶୁକ୍ରବାର ସକାଳ ୬ଟାରୁ ଧାରଣାରେ ବସିଛନ୍ତି। ୩୦୦ରୁ...

Advertisement
Archives

Model This Week