ଜନ୍ମ ଜନ୍ମାନ୍ତର ପାପ କ୍ଷୟ କରେ ଭୀଷ୍ମ ପଞ୍ଚକ ବ୍ରତ…

ପବିତ୍ର କାର୍ତ୍ତିକ ମାସର ଶୁକ୍ଳ ଏକାଦଶୀଠାରୁ ପୂର୍ଣ୍ଣମୀ ପର୍ଯ୍ୟନ୍ତ ଶେଷ ୫ ଦିନକୁ ଭୀଷ୍ମ ପଞ୍ଚକ କୁହାଯାଇଥାଏ। ଏହି ବ୍ରତ କଲେ ଏକ ହଜାର ଏକାଦଶୀ ବ୍ରତର ପୁଣ୍ୟ ମିଳିଥାଏ ବୋଲି ବିଶ୍ୱାସ ରହିଛି। ମହାଭାରତରେ ଉଲ୍ଲେଖ ରହିଛି ଗଙ୍ଗାପୁତ୍ର ମିତାମହ ଭୀଷ୍ମ ଶରଶଯ୍ୟାରେ ଥିବା ସମୟରେ ଏହି ପାଞ୍ଚ ଦିନ ପାଣ୍ଡବଙ୍କୁ ନୀତି ଶିକ୍ଷା ଦେଇଥିଲେ। ଭୀଷ୍ମ ଇଛାମୃତ୍ୟୁ ବର ପ୍ରାପ୍ତ ହୋଇଥିଲେ। ତେଣୁ ଏକ ପବିତ୍ର ସମୟରେ ଦେହତ୍ୟାଗ କରିବା ପାଇଁ ଇଛା ପ୍ରକାଶ କରିଥିଲେ। ସୂର୍ଯ୍ୟଙ୍କ ଉତ୍ତରାୟଣ ସମୟରେ ଦେହତ୍ୟାଗ କଲେ ଜନ୍ମ ଜନ୍ମାନ୍ତର ପାପ କ୍ଷୟ ହେବା ସହିତ ମୋକ୍ଷ ପ୍ରାପ୍ତି ହୋଇଥାଏ ବୋଲି ପ୍ରଭୁ ଶ୍ରୀକୃଷ୍ଣ ସୂଚନା ଦେଇଥିଲେ। ତେଣୁ ଭୀଷ୍ମ ଉତ୍ତରାୟଣ ପର୍ଯ୍ୟନ୍ତ ଅପେକ୍ଷା କରିଥିଲେ। ଏହି ବ୍ରତ କରି ଶ୍ରୀହରିଙ୍କୁ ଧ୍ୟାନ କଲେ ମୋକ୍ଷ ପ୍ରାପ୍ତିର ମାର୍ଗ ପ୍ରଶସ୍ତ ହୋଇଥାଏ ବୋଲି ଶ୍ରୀମଦ୍‌ ଭାଗବତରେ ଉଲ୍ଲେଖ ଅଛି। ଏହି ପାଞ୍ଚ ଦିନ ସକାଳୁ ଉଠି ସୂର୍ଯ୍ୟୋଦୟ ପୂର୍ବରୁ ତିଳ ମିଶ୍ରିତ ଜଳରେ ସ୍ନାନ କଲେ ଅଶେଷ ପୁଣ୍ୟ ମିଳେ। ଏହି ଅବସରରେ ଶ୍ରଦ୍ଧାଳୁ ପବିତ୍ର ନଦୀରେ ସ୍ନାନ କରିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଏଏସ୍‌ ସ୍ତରରେ ଅଦଳବଦଳ

ଭୁବନେଶ୍ୱର ୧୫।୯(ବ୍ୟୁରୋ): ରାଜ୍ୟ ସରକାର ସୋମବାର ଓଏଏସ୍‌ ଅଫିସର ସ୍ତରରେ ଏକ ବଡଧରଣର ଅଦଳବଦଳ କରିଛନ୍ତି। ସାଧାରଣ ପ୍ରଶାସନ, ପଞ୍ଚାୟତିରାଜ ଓ ରାଜସ୍ବ ବିଭାଗ ପକ୍ଷରୁ...

ରାଜଧାନୀରେ ବିଗୁଡୁଛି କରୋନା ସ୍ଥିତି: ଆଜି ଚିହ୍ନଟ ହେଲେ ୩୩୨ ଆକ୍ରାନ୍ତ, ଜାଣନ୍ତୁ କେଉଁଠୁ କେତେ..

ଭୁବନେଶ୍ୱର,୨୫।୮(ବ୍ୟୁରୋ): ରାଜଧାନୀରେ ଦିନକୁ ଦିନ ସଙ୍ଗୀନ ହେଉଛି କରୋନା ସ୍ଥିତି। ମଙ୍ଗଳବାର ଭୁବନେଶ୍ୱରରୁ ପୁଣି ୩୩୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୭୩ଜଣ କ୍ୱାରାଣ୍ଟାଇନ୍‌...

ପ୍ରଥମ ଦରମା ଟଙ୍କା ମା’ବାପାଙ୍କୁ ଦେଇଥିଲି: ତହସିଲଦାର ପଲ୍ଲବୀ ନାୟକ

କେନ୍ଦୁଝର ଜିଲାର ବୃନ୍ଦାବନପୁର ହେଉଛି ମୋର ପ୍ରକୃତ ଗାଁ। ହେଲେ ମୋ ମା’ ଯେହେତୁ କେନ୍ଦୁଝର ଜିଲାର ବାସୁଦେବପୁରରେ ରହି ଶିକ୍ଷକତା କରୁଥିଲେ, ତେଣୁ ମୋର...

ଏମିତି ଲାଇବ୍ରେରୀ, ଯାହା ଆଗରୁ କେବେ ଦେଖି ନ ଥିବେ କି ଶୁଣି ନ ଥିବେ

ଇଟାନଗର,୨୭ା୯: ବିଶ୍ୱରେ ଅନେକ ଲାଇବ୍ରେରୀ ରହିଛି। ମାତ୍ର ଆଜି ଏମିତି ଏକ ଲାଇବ୍ରେରୀ ବିଷୟରେ କହିବୁ ଯାହା କେବେ ଆଗରୁ ଦେଖି ନ ଥିବେ କି...

ଲକ୍ଷ୍ମୀନୃସିଂହ ବେଶରେ ମହାପ୍ରଭୁ

ପୁରୀ ଅଫିସ, ୧୯ା୧୧: ପଞ୍ଚକର ଚତୁର୍ଥ ଦିବସ ଅର୍ଥାତ୍‌ କାର୍ତ୍ତିକ ମାସ ଶୁକ୍ଳପକ୍ଷ ବୈକୁଣ୍ଠ ଚତୁର୍ଦ୍ଦଶୀ ତିଥିରେ ଗୁରୁବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଲକ୍ଷ୍ମୀନୃସିଂହ ବେଶ (ଡାଳିକିଆ...

ଭୁବନେଶ୍ୱରରେ ଅମିତ ଶାହା

ଭୁବନେଶ୍ବର,୮।୮(ବ୍ୟୁରୋ): ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ରବିବାର ବିଳମ୍ବିତ ରାତିରେ ୨ ଦିନିଆ ଓଡ଼ିଶା ଗସ୍ତରେ ଆସି ପହଞ୍ଚିଛନ୍ତି। ସେ ସ୍ବତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱରଠାରେ...

ଇ- ବିଧାନସଭା: ୪୭ ବିଧାୟକ କିଣିଲେ କମ୍ପ୍ୟୁଟର

ଭୁବନେଶ୍ୱର,୧୦ା୧୦(ବ୍ୟୁରୋ): ବିଧାୟକମାନେ ଆଉ କାଗଜପତ୍ର ନୁହେଁ କମ୍ପ୍ୟୁଟର ଜରିଆରେ ସମସ୍ତ ସୂଚନା ପାଇବା ସହ ଅନ୍ୟାନ୍ୟ କାର୍ଯ୍ୟ କରିବେ। ଏପରି କି ବିଧାନସଭାକୁ ମଧ୍ୟ ଲାପଟପ୍‌...

ସଫଳ ହେଲା ୭୫ତମ ଅସ୍ଥିମଜ୍ଜା ପ୍ରତିରୋପଣ

କଟକ ଅଫିସ,୨୧।୨: କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ଭେଷଜ ମହାବିଦ୍ୟାଳୟ ଏବଂ ଚିକିତ୍ସାଳୟ(ଏସ୍‌ସିବି)ରେ ଗୁରୁବାର ସଫଳତାର ସହ ୭୫ତମ ଅସ୍ଥିମଜ୍ଜା ପ୍ରତିରୋପଣ (ବୋନ୍‌ମାରୋ ଟ୍ରାନ୍ସପ୍ଲାଣ୍ଟ) କରାଯାଇଛି। ଦେବଗଡ଼...

Advertisement
Archives

Model This Week