Posted inଜାତୀୟ

ଜନ୍ମ ସମୟରେ ଉପସ୍ଥିତ ଥିବା ନର୍ସଙ୍କୁ ଆଲିଙ୍ଗନ କଲେ ରାହୁଲ

ଓ୍ବାୟନାଡ,୯।୬: କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଓ୍ବାୟନାଡ ଗସ୍ତରେ ତାଙ୍କ ଜନ୍ମ ସମୟରେ ଉପସ୍ଥିତ ଥିବା ନର୍ସଙ୍କୁ ରବିବାର ଭେଟିଛନ୍ତି। ସେ ଅବସରପ୍ରାପ୍ତ ନର୍ସ ରାଜମ୍ମା ବାବାଥିଲଙ୍କୁ ସ୍ନେହରେ ଆଲିଙ୍ଗନ କରିଥିବାର ଫଟୋ ଟୁଇଟରରେ ଶେୟାର କରହିଛନ୍ତି। ରାଜମ୍ମା ଏବଂ ରାହୁଲ ଫଟୋ ବେଶ୍‌ ଭାବୁକ ଥିବାର ଅନୁମାନ କରିହେଉଛି। ସୂଚନାଯୋଗ୍ୟ, ଲୋକ ସଭା ନିର୍ବାଚନ ନାମାଙ୍କନ ଦାଖଲ ସମୟରେ ରାଜମ୍ମା ରାହୁଲଙ୍କୁ ଭେଟିବା ଲାଗି ଇଛା ପ୍ରକାଶ କରିଥିଲେ। ଏବେ ରାଜମ୍ମାଙ୍କୁ ୭୨ ବର୍ଷ। ୧୯୭୦ ଜୁନ୍‌ ୧୯ରେ ରାହୁଲ ଦିଲ୍ଲୀର ଫ୍ୟାମିଲି ହସ୍ପିଟାଲରେ ଜନ୍ମଗ୍ରହଣ କରିଥିଲେ। ସେତେବେଳେ ରାଜମ୍ମା ସେଠାରେ ଚାକିରି କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ଇତିହାସ ରଚିଲେ ହାର୍ଦ୍ଦିକ ପାଣ୍ଡ୍ୟା; ଏପରି କରିବାରେ ପ୍ରଥମ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୪।୧୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ଏକ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ...

ତୃତୀୟ ଟି୨୦ରେ ଭାରତର ଦମ୍‌ଦାର ବିଜୟ: ୨-୧ରେ ସିରିଜ୍‌ ଅଗ୍ରଣୀ

ଧର୍ମଶାଳା,୧୪।୧୨: ଧର୍ମଶାଳାରେ ରବିବାର ଖେଳାଯାଇଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ବିଜୟୀ ହୋଇଛି। ଭାରତୀୟ ବ୍ୟାଟର ୨୫ ବଲ୍‌ ବାକି...

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

୧୧୭ ରନ୍‌ରେ ଅଟକିଲା ଦକ୍ଷିଣ ଆଫ୍ରିକା

ଧର୍ମଶାଳା,୧୪।୧୨:ଧର୍ମଶାଳାରେ ରବିବାର ଖେଳାଯାଉଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ୧୧୭ ରନ୍‌ରେ ଅଲ୍‌ଆଉଟ ହୋଇଯାଇଛି ଦକ୍ଷିଣ ଆଫ୍ରିକା। ଫଳରେ ଭାରତ ଆଗରେ ୧୧୮ ରନ୍‌ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri