ଜନ ଶୁଣାଣିରେ ୧୯୧ ଅଭିଯୋଗ

ପରଜଙ୍ଗ,୧୪।୧୦(ଡି.ଏନ.ଏ.)- ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ରାଜୀବ ଗାନ୍ଧୀ ସେବାକେନ୍ଦ୍ରରେ ସୋମବାର ଜିଲାପାଳଙ୍କ ଜନଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଶିବିରରେ ମୋଟ୍‌ ୧୯୧ ଅଭିଯୋଗ ଗ୍ରହଣ ହୋଇଥିଲା। ଜିଲାପାଳ ଭୁମେଶ ଚନ୍ଦ୍ର ବେହେରା ନିଜେ କିଛି ଅଭିଯୋଗର ସମାଧାନ କରିଥିବାବେଳେ ଅନ୍ୟ ଅଭିଯୋଗ ଗୁଡିକର ତୁରନ୍ତ ସମାଧାନ କରିବାକୁ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ବନଖଣ୍ଡ ଅଧିକାରୀ ବିମଳ ପ୍ରସନ୍ନ ଆଚାର୍ଯ୍ୟ, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ବିନୟ କୁମାର କାମିଲା, ଉପ ଜିଲାପାଳ ଇଂ. ବିଷ୍ଣୁପ୍ରସାଦ ଆଚାର୍ଯ୍ୟ, ବ୍ଲକ ଅଧ୍ୟକ୍ଷ ଅକ୍ଷୟ ବେହେରା, ଜିଲା ଜରୁରିକାଳୀନ ଅଧିକାରୀ ଶଶାଙ୍କ ଶେଖର ମିଶ୍ର, ସିଡିଏମଓ ନିରଞ୍ଜନ ମିଶ୍ର, ସମାଜ ମଙ୍ଗଳ ଅଧିକାରୀ ମାନସ ରଞ୍ଜନ ମିଶ୍ର, ଜିଲା ଶିକ୍ଷା ଅଧିକାରୀ ସୁଧାନନ୍ଦ ପରିଡା, ସହକାରୀ ଯୋଗାଣ ଅଧିକାରୀ ସଞ୍ଜୟ ସାହୁ, ବ୍ଲକ ଶିକ୍ଷା ଅଧିକାରୀ ହରିହର ଦେହୁରୀ, ବିଡିଓ ବସନ୍ତ ମଲ୍ଲିକ, ତହସିଲଦାର ଜୟନ୍ତ କୁମାର ଜୟସିଂହ, ଅତିରିକ୍ତ ତହସିଲଦାର ରାମକୃଷ୍ଣ ମହାନ୍ତି, ଏବିଡିଓ ଅଶୋକ ମିଶ୍ର, ଥାନା ଅଧିକାରୀ ବିଜୟ କୁମାର ହାଇବ୍ରୁଙ୍କ ସମେତ ବହୁ ପଦାଧିକାରୀ ଉପସ୍ଥିତ ଥିଲେ।
(ଫଟୋ- ଶିବିରରେ ଜିଲାପାଳଙ୍କ ସମେତ ଅନ୍ୟ ଅଧିକାରୀମାନେ।


Enter your email to get our daily news in your inbox.

All Right Reserved By Dharitri.Com

ଦୋଳରେ ଦୁଲୁକାଇବ ଦୁଲ୍‌ଦୁଲ

ଖମାର,୧୮ା୩(ଡି.ଏନ.ଏ.) ୨ବର୍ଷ ହେଲା କୋଭିଡ୍‌ କାରଣରୁ ଦୋଳ ଓ ହୋଲି ପର୍ବ ଫିକା ପଡ଼ିଯାଇଥିଲା। ହେଲେ ଏବେ ସ୍ଥିତି ନିୟନ୍ତ୍ରଣରେ ଥିବାରୁ ଚଳିତବର୍ଷ ଧୁମ୍‌ଧାମରେ ଦୋଳ...

ଗାଧୋଇବା ବେଳେ ବୁଡ଼ିଗଲେ, ଜଣେ ମୃତ

ଛେଣ୍ଡିପଦା, ୯।୧୧(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ବାଗଡିଆ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖ ଦୋଳବନ୍ଧ ପୋଖରୀରେ ବୁଡି ଜଣେ ବ୍ୟକ୍ତିଙ୍କ ଶନିବାର ମୃତ୍ୟୁ ଘଟିଛି। ମୃତକ...

୩ ଜୁଆ ଆଡ୍ଡାରେ ଚଢ଼ାଉ, ୨୭ ଗିରଫ

ବୁଗୁଡ଼ା, ୨୬ା୧୦(ଡି.ଏନ୍‌.ଏ.)- ବୁଗୁଡ଼ା ପୋଲିସ ରବିବାର ରାତିରେ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ୨୭ ଜଣ ଜୁଆଡିଙ୍କୁ ଗିରଫ କରିଛି। ସୋମବାର ସମସ୍ତ ଅଭିଯୁକ୍ତଙ୍କୁ ଜାମିନରେ...

ହୋଟେଲରେ ଚାଲିଥିଲା ଜୁଆଆଡ୍ଡା: ଚଢ଼ାଉ କରି ୮ଜଣଙ୍କୁ ଗିରଫ କଲା ରାୟଗଡ଼ା ପୋଲିସ

ରାୟଗଡ଼ା ଅଫିସ,୨୯। ୧୦-ରାୟଗଡ଼ା ଏସପି ଶର୍ବଣା ବିବେକଙ୍କ ନିର୍ଦ୍ଦେଶକ୍ରମେ ଆଇଆଇସି ନିଆର ରନ ପ୍ରଧାନଙ୍କ ନେତୃତ୍ୱରେ ପୋଲିସର ଏକ ଟିମ୍‌ କୌଣସି ସୂତ୍ରରୁ ଖବର ପାଇ...

କରୋନା ବଦଳାଇ ଦେଲା ଜୀବନର ମୋଡ: ମାଛ ବିକୁଛନ୍ତି ଗୀତିକାର

ଭଦ୍ରକ ଅଫିସ, ୫ା୬- କୁମାର ଗୌତମ ଭଦ୍ରକ ସହର ତଥା ଜିଲାର ଜଣେ ସୁନାମଧନ୍ୟ କଣ୍ଠଶିଳ୍ପୀ, ଓଲିଉଡ ଜଗତରେ ତାଙ୍କର ସ୍ବତନ୍ତ୍ର ପରିଚିତ ରହିଛି। ସେ...

ଛଉନୃତ୍ୟ ପରିଚାଳନା ପାଇଁ ସ୍ବତନ୍ତ୍ର କମିଟି

ବାରିପଦା ଅଫିସ,୯।୪ ବିଶ୍ୱ ପ୍ରସିଦ୍ଧ ମୟୂରଭଞ୍ଜ ଜିଲାର ଛଉ ନୃତ୍ୟ ଆସନ୍ତା ୧୧ରୁ ଅନୁଷ୍ଠିତ ହେବ। ୩ ଦିନିଆ ଏହି ଚୈତ୍ରପର୍ବ-୨୨ର ସିଧା ପ୍ରସାରଣ କରାଯିବା...

‘ପଛୁଆବର୍ଗଙ୍କ ଅଧିକାର ଛଡ଼ାଇ ଦିଆ ନ ଯାଉ’

ଜଗତ୍‌ସିଂହପୁର ଅଫିସ, ୭ା୬:ପଛୁଆବର୍ଗଙ୍କ ଅଧିକାର ଛଡ଼ାଇ ନିଆ ନ ଯାଉ। ଜାତିଭିତ୍ତିକ ଜନଗଣନା କରାଯାଉ। ଯଦ୍ଦାରା ପ୍ରତ୍ୟେକ ଜାତିର ଅର୍ଥନୈତିକ, ସାମାଜିକ ଓ ଶିକ୍ଷାଗତ ଯୋଗ୍ୟତା...

ବୈତରଣୀରେ ପ୍ରଥମ ବନ୍ୟାଜଲ ପ୍ରବେଶ

କୋରେଇ,୨୦ା୮(ସ୍ବ.ପ୍ର.)- ବୈତରଣୀ ନଦୀରେ ବନ୍ୟାଜଳ ପ୍ରବେଶ କରିଛି। ଆଖୁଆପଦାଠାରେ ବିପଦ ସଙ୍କେତ ୧୭.୮୩ ମିଲିମିଟର ଥିବା ବେଳେ ଖବର ଲେଖା ହେବା ବେଳକୁ ବନ୍ୟାଜଳ ୧୭.୭୮ମିଟରେ...

Advertisement
Archives

Model This Week