ଜବରଦଖଲ ଉଚ୍ଛେଦ ବେଳେ ଛାତ ଭୁଶୁଡ଼ିବା ଘଟଣା: ଜଣେ ମୃତ, ୩ ଗୁରୁତରଙ୍କ ଚିକିତ୍ସା ଜାରି

ବଅଁରପାଳ,୨୭।୧୨(ଡି.ଏନ୍‌.ଏ.): ଅନୁଗୋଳ ଜିଲା ବଅଁରପାଳ ଥାନା ନୂଆହତା ବାଲିସାହି ନିକଟରେ ଜାତୀୟ ରାଜପଥ କଡ଼ରୁ ଉଚ୍ଛେଦ କାର୍ଯ୍ୟ ଚାଲିଥିବା ସମୟରେ ଏକ ଘରର ଛାତ ଭୁଶୁଡ଼ି ପଡ଼ିଥିଲା। ଏହି ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୩ଜଣ ଗୁରୁତର ହୋଇଛନ୍ତି। ମୃତକ ହେଲେ କୁରୁଡ଼ୁଲ ଗ୍ରାମର ଚିକୁ ସାହୁ। ସେହିଭଳି ଗୁରୁତର ଥିବା ବଡ଼କେରାର ଅଜିତ ସାହୁ, ଜୟନ୍ତ ସାହୁ ଏବଂ ଘର ମାଲିକ ଧନେଶ୍ୱର ମୁଦୁଲିଙ୍କ ଚିକିତ୍ସା ଜାରି ରହିଛି।

ସୂଚନାଯୋଗ୍ୟ ପ୍ରଶାସନ ପକ୍ଷରୁ ୫୫ନଂ. ଜାତୀୟ ରାଜପଥ ପ୍ରଶସ୍ତୀକରଣ ନିମନ୍ତେ ଜବରଦଖଲ ଉଚ୍ଛେଦ କାର୍ଯ୍ୟ ଚାଲୁ ରହିଥିବା ବେଳେ ଏକ ଘରର ଛାତ ଭୁଶୁଡ଼ି ପଡ଼ିବାରୁ ୪ଜଣ ଗୁରୁତର ହୋଇଥିଲେ। ସେମାନଙ୍କୁ ଉଦ୍ଧାର କରାଯାଇ ଅନୁଗୋଳ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକୁଙ୍କ ମୃତ୍ୟୁ ଘଟିଛି। ଅପରପକ୍ଷେ ଦୁର୍ଘଟଣା କିଭଳି ଘଟିଲା ସେନେଇ ବଅଁରପାଳ ପୋଲିସ ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ରକ୍ତଦାନ ଶିବିରରେ ୩୦ ୟୁନିଟ୍‌ ରକ୍ତ ସଂଗ୍ରହ

କେନ୍ଦୁଝର,୩୦ା୪(ଡି.ଏନ୍‌.ଏ./ସ୍ବ.ପ୍ର.)-କେନ୍ଦୁଝର କଲେଜରୋଡସ୍ଥିତ ମହାଲକ୍ଷ୍ମୀ କଲଚରାଲ କ୍ଲବଠାରେ ବୁଧବାର ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲା ରକ୍ତଭଣ୍ଡାର ଅଧିକାରୀ ଡାକ୍ତର ଅନୁଜା ତ୍ରିପାଠୀ, ଏମଆଇଏସ ସ୍ନିଗ୍ଧା ରାୟ,...

୭ ଦିନ ପରେ ମିଳିଲା ଅର୍ଦ୍ଧଦଗ୍ଧ ମୃତଦେହର ପରିଚୟ

ରୂପସା, ୨୪।୧୧(ଡି.ଏନ.ଏ.): ବାଲେଶ୍ୱର ଜିଲା ୬୦ ନମ୍ବର ଜାତୀୟ ରାଜପଥର ସଦର ବ୍ଲକ ଅଧୀନ ହଳଦୀପଦା ବାଇପାସ୍‌ ନିକଟସ୍ଥ ଏକ ପୋଲତଳୁ ଗତ ୧୬ ତାରିଖରେ...

ବ୍ରାହ୍ମଣୀରେ ଡଙ୍ଗାବୁଡ଼ି: ୪ ନିଖୋଜ, ୫ ଉଦ୍ଧାର

ପରଜଙ୍ଗ, ୮।୯(ଡି.ଏନ୍‌.ଏ.) – ଢେଙ୍କାନାଳ ଜିଲା ପରଜଙ୍ଗ ତହସିଲ ଅଧୀନ ରୋଡ୍‌ ପଞ୍ଚାୟତ ବ୍ରାହ୍ମଣୀ ନଦୀରେ ଶନିବାର ରାତି ପ୍ରାୟ ୮ଟାରେ ଡଙ୍ଗାବୁଡ଼ି ୪ଜଣ ନିଖୋଜ...

ଘନୀଭୂତ ହେଲା ଲଘୁଚାପ

ଭୁବନେଶ୍ୱର, ୨୯ା୭(ବ୍ୟୁରୋ): ଉତ୍ତର ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ବୁଧବାର ଘନୀଭୂତ ହୋଇଛି। ଏହା ଆଗାମୀ ୪୮ ଘଣ୍ଟା...

ପ୍ରଭାବିତ ହେବେ ୨୦ ହଜାରରୁ ଊର୍ଦ୍ଧ୍ୱ ପରିବାର

ଭୁବନେଶ୍ୱର, ୧।୬(ବ୍ୟୁରୋ):  ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ ପ୍ରଚଳନ ପରଠାରୁ ନମ୍ବର ପ୍ଲେଟ କାମ ଦ୍ୱାରା ରୋଜଗାର କରୁଥିବା ରାଜ୍ୟର ସହସ୍ରାଧିକ ନମ୍ବର ପ୍ଲେଟ ଆର୍ଟିଷ୍ଟ...

ଖୋଲିଲା ଇଟା, ବାଲି, ସିମେଣ୍ଟ ଦୋକାନ: ସକାଳ ୬ରୁ ସନ୍ଧ୍ୟା ୬ ଯାଏ ରହିବ ଖୋଲା

ଭଦ୍ରକ ଅଫିସ,୨୯ା୪: ଭଦ୍ରକରେ ବୁଧବାରଠାରୁ ଘର ନିିର୍ମାଣ କାମ ଆରମ୍ଭ ହେବ। ରଡ୍‌, ସିମେଣ୍ଟ, ଇଟା, ବାଲି ବିକ୍ରି କରିପାରିବେ ଦୋକାନୀ। ସକାଳ ୬ରୁ ସନ୍ଧ୍ୟା...

ବେଦାନ୍ତରେ ଅଘଟଣ: ହାଇଓ୍ବା ଚାପାରେ ଦୁଇ ଶ୍ରମିକଙ୍କ ଜୀବନ ଗଲା

ଭବାନୀପାଟଣା,୬ା୩(ସ୍ବ.ପ୍ର.): ବେଦାନ୍ତ ଲିମିଟେଡ୍‌ରେ ଘଟିଛି ଅଘଟଣ। ବକ୍ସାଇଟ୍‌ ବୋଝେଇ ଓ ଖଲାସ କରିବା ପାଇଁ ଓଏସ୍‌ଏଲ କମ୍ପାନୀ ନିୟୋଜିତ ଥିବାବେଳେ ଏହା ଅଧୀନରେ ଥିବା ରାୟଗଡ଼ା...

ଗାଁ ମୁହାଁ ସମୁଦ୍ର

ଗୋପାଳପୁର,୧।୭: ଗାଁ ଆଡକୁ ମାଡ଼ି ଆସୁଛି ସମୁଦ୍ର। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ରାମେୟାପାଟଣା ଗ୍ରାମରେ। ଗତ ୫ ଦିନ...

Advertisement
Archives

Model This Week