ଜମିଜମା ବିବାଦ, ମହିଳାଙ୍କୁ ଆକ୍ରମଣ ଅଭିଯୋଗ

ବରୀ,୧ା୧୨(ସ୍ବ.ପ୍ର.)- ବରୀଥାନା ଅଧୀନ କିମ୍ଭୀରିଆପାଳ ପଞ୍ଚାୟତ ମାଳଦା ଗ୍ରାମରେ ରବିବାର ଜିମିଜମା ବିବାଦକୁ ନେଇ ଜଣେ ମହିଳା ଓ ତାଙ୍କ ଝିଅଙ୍କୁ ଆକ୍ରମଣ ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ଆଧାରରେ ପୋଲିସ ଏକ ମାମଲା (ନଂ.୨୭୦/୧୯) ରୁଜୁକରି ଉଭୟ ପକ୍ଷକଙ୍କୁ ଥାନାକୁ ଡାକାଇ ତଦନ୍ତ ଚଳାଇଛି। ଏଥିସହ ଚିକିତ୍ସା ପାଇଁ ଅଭିଯୋଗକାରୀ ଏବଂ ତାଙ୍କ ଝିଅଙ୍କୁ ସ୍ଥାନୀୟ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇଛି।
ପ୍ରକାଶ ଯେ, ଦୀର୍ଘଦିନ ଧରି ଗ୍ରାମର ରେଣୁବାଳା ରାଉତ ଓ ସିନ୍ଧୁ ସାହୁଙ୍କ ପରବାର ମଧ୍ୟରେ ଜମିଜମା ବିବାଦ ଲାଗି ରହିଛି। ରବିବାର ଉଭୟ ପରିବାର ମଧ୍ୟରେ କୌଣସି କାରଣକୁ ନେଇ ବଚସା ହୋଇଥିଲା। ଏଥିରେ ଉତ୍‌କ୍ଷିପ୍ତ ହୋଇ ରେଣୁବାଳାଙ୍କୁ ସିନ୍ଧୁ ଓ ତାଙ୍କ ପୁଅ ଶିବ ମିଶି ଦୁର୍ବ୍ୟବହାର କରିବା ସହ ମାଡ଼ ମାରିଥିଲେ। ଏହି ସମୟରେ ରେଣୁବାଳାଙ୍କ ଝିଅ ବିରୋଧ କରିବାରୁ ଶିବ ତାଙ୍କୁ ମଧ୍ୟ ମାଡ଼ମାରିଥିବା ରେଣୁବାଳା ଅଭିଯୋଗରେ ଦର୍ଶାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨ ପିକ୍‌ଅପ୍‌ ସହ ୪୦୦ କେଜି ଗଞ୍ଜେଇ ଜବତ, ୫ ଗିରଫ

ଜି.ଉଦୟଗିରି/ଶଙ୍କରାଖୋଲ,୨୨ା୪(ଡି.ଏନ.ଏ.)- ଲକ୍‌ଡାଉନର ସୁଯୋଗ ନେଇ ପରିବା ବୋଝେଇ ପିକ୍‌ଅପ୍‌ ଭ୍ୟାନରେ ଗଞ୍ଜେଇ ଚାଲାଣ ବେଳେ ଚକାପାଦ ପୋଲିସ ଦୁଇଟି ପିକଅପ୍‌ ଭ୍ୟାନକୁ ଜବତ କରିଛି। ସେଥିରୁ...

ଜୀବନ ପାଲଟିଛି ବୋଝ:ସହାୟତା ଅପେକ୍ଷାରେ ଚମ୍ପା ହଁାସଦା

ବଅଁରପାଳ, ୧୬।୭ (ଡି.ଏନ୍‌.ଏ.) ଦେହରେ ବଳ ଥିବାବେଳେ ନାଲ୍‌କୋ ପ୍ଲାଣ୍ଟରେ ଖଟି ଗୁଜୁରାଣ ମେଣ୍ଟାଉଥିଲେ। ଏବେ ହାତ ଛାଡି ଦେଇଛି ବୟସ। ବୃଦ୍ଧାବସ୍ଥାକୁ ନିସଙ୍ଗ ଓ...

ହୀରାକୁଦରୁ ଛଡ଼ାଗଲା ପ୍ରଥମ ବନ୍ୟାଜଳ

ସମ୍ବଲପୁର ଅଫିସ,୧୧ା୭: ହୀରାକୁଦ ଉପରମୁଣ୍ଡରେ ବର୍ଷା ଯୋଗୁ ଜଳଭଣ୍ଡାରକୁ ଜଳର ପ୍ରବେଶ ମାତ୍ରା ବୃଦ୍ଧି ପାଇଛି । ଜଳଭଣ୍ଡାରରେ ଜଳସ୍ତର ନିୟନ୍ତ୍ରଣରେ ରଖିବା ପାଇଁ ରବିବାର...

ଚକା ଫାଟିବାରୁ ଚଳନ୍ତା ଟ୍ରକରେ ଅଗ୍ନିକାଣ୍ଡ: ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର, ହେଲପର

ସରଣ୍ଡା,୧୦।୬(ଡି.ଏନ୍‌.ଏ.): ସ୍ପଞ୍ଜ ଆଇରନ୍‌ ନେଇ ଟ୍ରକ(ଡବ୍ଲ୍ୟୁବି୩୩ବି ୯୦୩୮) ସୋମବାର ପୂର୍ବାହ୍ନରେ ସମ୍ବଲପୁରରୁ ବରଗଡ଼ ଅଭିମୁଖେ ଯାଉଥିଲା। ବରଗଡ-ସମ୍ବଲପୁର ସୀମାନ୍ତ ଗୋଡ଼ଭଗା ସାରସ୍ବତ ମହାବିଦ୍ୟାଳୟ ସମ୍ମୁଖ ୫୩...

ବିଦ୍ୟୁତ୍‌ ଆଘାତରେ ଜଣେ ଗୁରୁତର

ବୁଗୁଡ଼ା,୨୬ା୮(ଡି.ଏନ.ଏ.)-ବୁଗୁଡ଼ା ବିଏସ୍‌ଏନ୍‌ଏଲ କାର୍ଯ୍ୟାଳୟ ଟେଲିଫୋନ ବିଭାଗରେ କାର୍ଯ୍ୟରତ ଜଣେ ଅସ୍ଥାୟୀ କର୍ମଚାରୀ ବିଦ୍ୟୁତ ଆଘାତରେ ସୋମବାର ଗୁରୁତର ହୋଇଛନ୍ତି। ସେ ହେଲେ ଧୋବା ସାହୁ। ଧୋବା...

ମହିଳାଙ୍କୁ ଅସଦାଚରଣ କରି ସୁନା ଚେନ୍‌ ଲୁଟ୍‌: ବନ୍ଧା ହେଲେ ଯୁବକ

ବ୍ରହ୍ମପୁର ଅଫିସ,୫।୯: ମହିଳାଙ୍କୁ ଅସଦାଚରଣ କରି ସୁନା ଚେନ୍‌ ଲୁଟ୍‌ ଘଟଣାରେ ବଡ଼ବଜାର ଥାନା ପୋଲିସ ସୋମବାର ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତ ହେଲେ...

ମଧୁ ଆପ୍‌ରେ ପାଠ ପଢୁଛନ୍ତି ୧ଲକ୍ଷ ୧ହଜାର ସ୍କୁଲ ପିଲା: ଟୁଇଟ୍‌କରି ସୂଚନା ଦେଲେ ଗଞ୍ଜାମ ଜିଲାପାଳ

ଛତ୍ରପୁର, ୨୩।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ସ୍କୁଲ ପିଲାମାନଙ୍କ ପାଠପଢ଼ା ନିମନ୍ତେ ଗତବର୍ଷ ଠାରୁ ମଧୁ ଆପ୍‌ ଆରମ୍ଭ ହୋଇଛି। ଏହାକୁ ଭିଡିଓ କନ୍‌ଫରେନ୍ସିଂ...

ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଚାଲିଗଲା ଗାଈ,ବଳଦଙ୍କ ଜୀବନ

ଆର.ଉଦୟଗିରି,୬।୧୦: ବିଜୟା ଦଶମୀରେ ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ କଳାମେରି ଗ୍ରାମରେ ଅଘଟଣ। ବିଦ୍ୟୁତ୍‌ ତାର ଲାଗି ଗାଈ ଓ ବଳଦର ମୃତ୍ୟୁ ହୋଇଛି।...

Advertisement
Archives

Model This Week