ଜମିବାଡ଼ିକୁ କେନ୍ଦ୍ରକରି ୨ ଭାଇଙ୍କ ମଧ୍ୟରେ ଗଣ୍ଡଗୋଳ: ସାନ ପୁଅ ମାଡ଼ରେ ବାପା ଆହତ, ଉତ୍ତ୍ୟକ୍ତ ଲୋକେ ବାନ୍ଧିଲେ ପୁଅକୁ

ମହାକାଳପଡ଼ା, ୭।୬(ଡି.ଏନ୍‌.ଏ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରାମକଣି ଗ୍ରାମରେ ଜମିବାଡ଼ି ବିବାଦକୁ କେନ୍ଦ୍ରକରି ରାମଚନ୍ଦ୍ର ବେହେରାଙ୍କ ଦୁଇ ପୁଅ ବିଜୟ ଓ ଅଜୟଙ୍କ ମଧ୍ୟରେ କିଛି ଦିନ ହେବ ଗଣ୍ଡଗୋଳ ଲାଗି ରହିଥିଲା। ଭଡ଼ାଘରେ ରହିଆସୁଥିବା ବଡ଼ ଭାଇ ବିଜୟ ତାଙ୍କର ଏକ ଜମିରେ ଘର ନିର୍ମାଣ କାର୍ଯ୍ୟ ଆରମ୍ଭ କରିଥିଲେ। ଏହାକୁ ନେଇ ଦୁଇ ଭାଇଙ୍କ ମଧ୍ୟରେ ଗଣ୍ଡଗୋଳ ବଢ଼ିଯାଇଥିଲା। ଏହା ଦେଖି ଶୁକ୍ରବାର ସକାଳେ କାହିଁକି ଗଣ୍ଡଗୋଳ କରୁଛି ବୋଲି ବାପା ରାମଚନ୍ଦ୍ର କହିବାରୁ ସାନ ପୁଅ ଅଜୟ ତାଙ୍କୁ ବାଡେଇଥିଲେ। ଏଥିରେ ସେ ଆହତ ହୋଇଛନ୍ତି। ଚିକିତ୍ସା ପାଇଁ ତାଙ୍କୁ ମହାକାଳପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଗ୍ରାମର କିଛି ଲୋକେ ଅଜୟଙ୍କୁ ଦଉଡିରେ ବାନ୍ଧି ପୋଲିସକୁ ଖବର ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଜୟଙ୍କୁ ଉଦ୍ଧାର କରିବା ସହ ବିଜୟ ଏବଂ ତାଙ୍କ ପୁଅକୁ ଅଟକ ରଖି ପଚରାଉଚରା ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସରୁନି ଗ୍ରାମ୍ୟ ସଂଯୋଗୀକରଣ ରାସ୍ତା କାର୍ଯ୍ୟ

କେନ୍ଦ୍ରାପଡ଼ା ଅଫିସ,୧୪ା୩: କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଅଳପୁଆ ସ୍ବାସ୍ଥ୍ୟକେନ୍ଦ୍ରଠାରୁ ନନ୍ଦଲାଲପାଟଣା ତାରିଣୀ ଛକ ପର୍ଯ୍ୟନ୍ତ ମାଟି ମୋରମ ରାସ୍ତା ଆବଶ୍ୟକ। ଏହି ରାସ୍ତା ପାଇଁ...

ଛଦ୍ମଚାଷୀ ଟାର୍ଗେଟ୍‌ ପୂରଣ କଲେ

ପଟ୍ଟାମୁଣ୍ଡାଇ,୯ା୪(ସ୍ବ.ପ୍ର.): ଚଳିତ ଖରିଫ ଋତୁ ପାଇଁ ଧାନକିଣା ଅବଧି ମାର୍ଚ୍ଚ ୩୦ରେ ଶେଷ ହେଇଛି। କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକରେ ୧୪ଟି ମଣ୍ଡିରୁ ୫୮୮୩ ଜଣ...

ଗାଁରୁ ଲିଭିଲିଭି ଯାଉଛି ଷ୍ଟ୍ରିଟ୍‌ ଲାଇଟ

ପଟ୍ଟାମୁଣ୍ଡାଇ, ୨ା୮(ସ୍ବ.ପ୍ର.):କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳରେ ଫେଲ୍‌ ମାରିଛି ସରକାରଙ୍କ ଆଲୋକୀକରଣ ବ୍ୟବସ୍ଥା । ପଞ୍ଚାୟତ ନିର୍ବାଚନକୁ ଦୃଷ୍ଟିରେ ରଖି ଗ୍ରାମାଞ୍ଚଳରେ ଏଲଇଡି ଷ୍ଟ୍ରିଟ୍‌ ଲାଇଟ୍‌...

ନୌବାଣିଜ୍ୟ ସହ ସାଂସ୍କୃତିକ ମିଳନ ହେଉଥିଲା

କେନ୍ଦ୍ରାପଡ଼ା ଅଫିସ, ୧୯ା୧୧: କେନ୍ଦ୍ରାପଡ଼ା ଜିଲାର ନୌବାଣିଜ୍ୟ ପରମ୍ପରା ପ୍ରାଚୀନ। ସାଧବ ପୁଅ କନିକା ଉପସାଗରରୁ ବାଲି, ସିଂହଳ, ଜାଭା ଆଦି ଦେଶକୁ ଯାଇ ବ୍ୟବସାୟ...

ମଜୁରି ନ ଦେବା ଦିନେଶଙ୍କ ପାଇଁ କାଳ ହେଲା

ମହାକାଳପଡ଼ା,୩୦ା୧୧ (ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅଧୀନ ଖରିନାସୀ ମୁଖ୍ୟ ରାସ୍ତାପାଶର୍‌ବ ମା’ମନସା ଜ୍ୟୋତି ବୈଦ୍ୟ ଫ୍ଲାଏ ଆଶ୍‌ ଇଟା...

ଲଗାଣ ବର୍ଷା: କାନ୍ଥ ପଡ଼ି ଜଣେ ଗୁରୁତର

ମାର୍ଶାଘାଇ, ୨୭।୧୦ (ଡି.ଏନ୍‌.ଏ.)- ଲଘୁଚାପ ପ୍ରଭାବରେ ଉପକୂଳ ଅଞ୍ଚଳ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ତିନି ଦିନ ଧରି ଲଗାଣ ବର୍ଷା ଯୋଗୁ ବହୁ କ୍ଷୟକ୍ଷତି...

ଭିତରକନିକାରେ କୁମ୍ଭୀରଙ୍କ ସଂଖ୍ୟା ୧୭୯୩ରେ ପହଞ୍ଚିଲା

ରାଜନଗର, ୧୪ା୧(ଡି.ଏନ.ଏ.): ବିଶ୍ୱ ପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନରେ ପ୍ରବାହିତ ନଦୀ ନାଳରେ ପ୍ରାକୃତିକ ଉପାୟରେ ବସବାସ କରୁଥିବା ବଉଳା କୁମ୍ଭୀରଙ୍କ ସଂଖ୍ୟା ଚଳିତବର୍ଷ ବୃଦ୍ଧି...

ଫେଲ୍‌ ମାରିଛି କଂକ୍ରିଟ ଖଳା ଯୋଜନା

କେନ୍ଦ୍ରାପଡ଼ା ଅଫିସ,୧୮ା୧୧: କୃଷି ଅର୍ଥନୀତିରେ ପରିଚାଳିତ କେନ୍ଦ୍ରାପଡ଼ା ଜିଲାରେ କୃଷି ଯୋଜନା କାର୍ଯ୍ୟକାରୀ ହୋଇପାରୁନି। ଯୋଜନା ସହ ଅର୍ଥ ବ୍ୟୟ ହେଉଥିଲେ ମଧ୍ୟ ତୃଣମୂଳସ୍ତରରେ ଚାଷୀ...

Advertisement
Archives

Model This Week