ଭବାନୀପାଟଣା,୨୨।୧୨(ଡି.ଏନ୍.ଏ.): କଳାହାଣ୍ଡି ଜିଲା କୋକସରା ତହସିଲ ଅନ୍ତର୍ଗତ ୧୨ଟି ଗାଁ ଦେଇ ବିଜୁ ଏକ୍ସପ୍ରେସ୍ ୱେ ନିର୍ମାଣ ପାଇଁ ଜମି ଅଧିଗ୍ରହଣ କରି ରାସ୍ତା ନିର୍ମାଣ କାର୍ଯ୍ୟ ଚାଲିଛି । ଜିଲାପାଳଙ୍କ ନିର୍ଦ୍ଦେଶ ଅନୁସାରେ ଏହି ୧୨ଟି ଗାଁରେ ବର୍ତ୍ତମାନ ଜମି କିଣାବିକା ପ୍ରକ୍ରିୟା ବନ୍ଦ ରହିଥିବାରୁ ସାଧାରଣ ଲୋକେ ଆବଶ୍ୟକ ସମୟରେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏ ନେଇ ବିଭାଗୀୟ ଅଧିକାରୀଙ୍କ ନିକଟରେ ଅଭିଯୋଗ କଲେ ମଧ୍ୟ କୌଣସି ସମାଧାନ ହୋଇ ପାରୁ ନ ଥିବାରୁ ଜମି କିଣାବିକା ଅନୁମତି ଦେବାକୁ ବଡକେନ୍ଦୁଗୁଡାବାସୀ ଜିଲାପାଳଙ୍କୁ ଅନୁରୋଧ କରିଛନ୍ତି । ଗ୍ରାମର ଆଦିତ୍ୟ ପଣ୍ଡା, ଗୌରାଙ୍ଗ ସୁନା, ଗୋବର୍ଦ୍ଧନ ମାଝି ପ୍ରମୁଖ ଜିଲାପାଳଙ୍କୁ ଭେଟି ଲିଖିତ ଅବଗତ କରାଇଛନ୍ତି।
Posted inଆମ ଜିଲା ଖବର, କଳାହାଣ୍ଡି View All
ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ
ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...
ଦୁର୍ଘଟଣାରେ ଚାଲିଗଲା ଜୀବନ: ବାଇକ୍ ଚାଳକ ଗିରଫ
କୋକସରା,୧୧ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଗତ ୩ ତାରିଖ ରାତିରେ ନିଆଁ ପୁଇଁବା ସମୟରେ ବାଇକ୍ ଧକ୍କାରେ କୋକସରା ଥାନା ଡାଲଗୁମା ଗ୍ରାମର ଅଶୋକ କୁମାର...
୨୪ ଲିଟର ଅପମିଶ୍ରିତ ଦେଶୀ ମଦ ଜବତ; ୨ ଅଭିଯୁକ୍ତ କୋର୍ଟ ଚାଲାଣ
ଦିଗପହଣ୍ଡି,୧୧।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ ଥାନା ଅଧୀନରେ ଚଢ଼ାଉ କରାଯାଇ ମୋଟ ୨୪ ଲିଟର ଅପମିଶ୍ରିତ ଦେଶୀ ମଦ ଜବତ କରାଯାଇଛି।...
ମାନବିକତା ଦେଖାଇଲେ ଛତ୍ରପୁର ବିଧାୟକ, ଦୁର୍ଘଟଣା ହୋଇ ରାସ୍ତାରେ ପଡିଥିବା ବାପା-ପୁଅଙ୍କୁ…
ଛତ୍ରପୁର,୧୧।୧୨ (ଦିଲ୍ଲୀପ ସାମଲ ): ମାନବିକତା ଦେଖାଇଲେ ଛତ୍ରପୁର ବିଧାୟକ। ଦୁର୍ଘଟଣାରେ ଆହତ ହୋଇଥିବା ବିଧାୟକ ବାପା ପୁଅଙ୍କୁ ମେଡିକାଲ ପଠାଇଛନ୍ତି। ଏଭଳି ଏକ ଦୃଶ୍ୟ...
ସଙ୍କୁଚିତ ହେଉଛି ଉପଜିଲାପାଳ-ଆରଡିସିଙ୍କ କ୍ଷମତା, ଗଞ୍ଜାମ ଜଲାକୁ ୪ ଜିଲା ପାଇଁ ଉଠିଲା ଦାବି
ଭଞ୍ଜନଗର,୧୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାକୁ ଭାଗଭାଗ କରି ୪ଟି ଜିଲା ଘୋଷଣା କରାଯାଉ। ଉପଜିଲାପାଳ ଏବଂ ଆରଡିସିଙ୍କ କ୍ଷମତା ଦିନକୁ ଦିନ ସରକାର ସଙ୍କୁଚିତ କରୁଛନ୍ତି।...
ହୋଟେଲରେ ବଡ଼ ଧରଣର ଚଢ଼ାଉ: ୪୯ ହଜାର ଜରିମାନା ଆଦାୟ
ଖଡ଼ିଆଳ,୧୧ା୧୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ସହରରେ ଥିବା ବିଭିନ୍ନ ଦୋକାନ ଏବଂ ହୋଟେଲରେ ଗୁରୁବାର ଖାଦ୍ୟ ସୁରକ୍ଷା ଅଧିକାରୀ, ପୋଲିସ ଓ ଏନ୍ଏସି...
ପ୍ରଶାସନ ସାଜିଛି ନୀରବଦ୍ରଷ୍ଟା: ନକଲି ଜମି ମାଲିକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ କେବେ?
ପୁରୁଷୋତ୍ତମପୁର,୧୧।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସବରେଜିଷ୍ଟର ଅଫିସରେ ଜମି ଦୁର୍ନିତିର ପର୍ଦ୍ଦାପାଶ ହୋଇଛି। ଜମିର ପ୍ରକୃତ ମାଲିକ ମୃତ୍ୟୁବରଣ କରିଥିବା ସତ୍ତ୍ବେ ଅନ୍ୟ ଜଣେ...
ଭଞ୍ଜନଗର ଉପଖଣ୍ଡରେ ୨୩ରୁ ଖୋଲିବ ମଣ୍ଡି
ଭଞ୍ଜନଗର,୧୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଆସନ୍ତା ୨୩ ତାରିଖରୁ ଧାନମଣ୍ଡି ଖୋଲିବ। ଏଥିପାଇଁ ଉପଖଣ୍ଡ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ...
Archives


