Posted inଜାତୀୟ

ଜମି ଦୁର୍ନୀତି ମାମଲା: ସ୍ବତନ୍ତ୍ର କୋର୍ଟରେ ହାଜର ହେଲେ ହୁଡ୍ଡା

ଚଣ୍ଡିଗଡ଼,୩୦।୧୦: ହରିୟାଣା ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ଭୂପେନ୍ଦ୍ର ସିଂ ହୁଡ୍ଡାଙ୍କୁ ପଞ୍ଚକୁଲା ସ୍ଥିତ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ସ୍ବତନ୍ତ୍ର କୋର୍ଟରେ ହାଜର କରାଯାଇଛି। ତାଙ୍କ ନାମରେ ଥିବା ଜମି ଦୁର୍ନୀତି ମାମଲାର ବିଚାର ଲାଗି ସେ କୋର୍ଟରେ ହାଜର ହୋଇଛନ୍ତି। ଆଞ୍ଜେଲ୍‌ ଫ୍ଲାଟ୍‌ ଆବଣ୍ଟନ ଏବଂ ମାନେସର ଜମି ଦୁର୍ନୀତି ମାମଲାରେ ତାଙ୍କ ବିରୋଧରେ ଅଭିଯୋଗ ଅଣାଯାଇଥିଲା। ଏହାର ଶୁଣାଣି ପାଇଁ ହୁଡ୍ଡାଙ୍କୁ ହାଜର କରାଯାଇଥିବା ଇଡି ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଥଣ୍ଡାରୁ ସୁରକ୍ଷା ପାଇଁ ଅଯୋଧ୍ୟାରେ ଗାଈଗୋରୁ ପିନ୍ଧିବେ କୋଟ୍‌

ଅଯୋଧ୍ୟା,୨୪।୧୧: ପ୍ରବଳ ଥଣ୍ଡାରୁ ଗାଈଗୋରୁଙ୍କୁ ସୁରକ୍ଷା ଦେବା ପାଇଁ ଅଯୋଧ୍ୟା ନଗର ନିଗମ ପକ୍ଷରୁ ଏକ ପଦକ୍ଷେପ ଗ୍ରହଣ କରାଯାଇଛି। ଏହା ଅନ୍ତର୍ଗତ ଏଠାରେ ଥିବା...

ମୋଦିଙ୍କୁ ଭେଟିଲେ ଜଗନ୍‌ ମୋହନ

ନୂଆଦିଲ୍ଲୀ, ୨୬।୫: ଆନ୍ଧ୍ରପ୍ରଦେଶର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାକୁ ଯାଉଥିବା ଓ୍ପାଇଏସ୍‌ଆର୍‌ କଂଗ୍ରେସ ଅଧ୍ୟକ୍ଷ ଓ୍ବାଇ.ଏସ୍‌ ଜଗନ୍‌ ମୋହନ ରେଡ୍ଡୀ ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର...

ମାର୍ଚ୍ଚ ୩୧ରେ ‘ମହଙ୍ଗା ମୁକ୍ତ ଭାରତ’ ଅଭିଯାନ…

ନୂଆଦିଲ୍ଲୀ, ୨୬।୩ : କଂଗ୍ରେସ ପକ୍ଷରୁ ମାର୍ଚ୍ଚ ୩୧ରେ ‘ମହଙ୍ଗା ମୁକ୍ତ ଭାରତ’ ଅଭିଯାନ ଆରମ୍ଭ କରାଯିବାର ଯୋଜନା ପ୍ରସ୍ତୁତ କରାଯାଇଛି। କଂଗ୍ରେସର ମହାସଚିବ ଏବଂ...

ଅଗଷ୍ଟ ୬ରେ ମୋଦିଙ୍କୁ ସାକ୍ଷାତ୍‌ କରିବେ ୟେଦୁରପ୍ପା

ନୂଆଦିଲ୍ଲୀ,୩।୮: କର୍ନାଟକ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବା ପରେ ବିଏସ୍‌ ୟେଦୁରପ୍ପା ଆସନ୍ତା ୬ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସାକ୍ଷାତ୍‌ କରିବାର କାର୍ଯ୍ୟକ୍ରମ...

ଦରକାର ପଡିଲେ ବନ ଅଧିକାରୀଙ୍କୁ ପିଟ: ଭାଜପା ଏମ୍‌ପି

ଆଦିଲାବାଦ,୨୨।୭: ତେଲେଙ୍ଗାନା ଆଦିଲାବାଦର ଭାଜପା ଏମ୍‌ପି ସ୍ବୟମ ବାପୁ ରାଓ ଏକ ବିବାଦୀୟ ବୟାନ ପାଇଁ ଏବେ ଆସିଛନ୍ତି ଚର୍ଚ୍ଚାକୁ। ଶନିବାର ସେ ଉତନୁର ମଣ୍ଡଲଠାରେ...

ରାମଦେବଙ୍କ ଉପରେ ରାଗିଗଲେ ସ୍ବାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୨୩।୫: କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡା. ହର୍ଷବର୍ଦ୍ଧନ ରବିବାର ଯୋଗ ଗୁରୁ ରାମଦେବଙ୍କୁ ଏକ ଚିଠି ଲେଖିଛନ୍ତି। କରୋନା ଯୋଦ୍ଧାମାନଙ୍କ ବିରୋଧରେ ଦେଇଥିବା ‘ଆପତ୍ତିଜନକ ମନ୍ତବ୍ୟ’କୁ ପ୍ରତ୍ୟାହାର...

ବଜେଟ ଅଧିବେଶନକୁ ଅପେକ୍ଷା, ଝିଅଙ୍କ ବିବାହ ବୟସ ୧୮ରୁ ୨୧କୁ ବୃଦ୍ଧି ବିଲ୍‌ ଉପରେ ନିଷ୍ପତ୍ତି…

ନୂଆଦିଲ୍ଲୀ, ୨୨।୧୨: ସଂସଦର ଶୀତକାଳୀନ ଅଧିବେଶନକୁ ଅନିର୍ଦ୍ଦିଷ୍ଟ କାଳ ଲାଗି ବୁଧବାର ସ୍ଥଗିତ ରଖାଯାଇଛି। ତେଣୁ ଝିଅଙ୍କ ବିବାହ ବୟସ ୧୮ରୁ ୨୧କୁ ବୃଦ୍ଧି ବିଲ୍‌...

ପ୍ରତ୍ୟେକ ଭାରତୀୟ ବାଳିକାଙ୍କର ଶାନ୍ତିରେ ବଞ୍ଚିବାର ଅଧିକାର ରହିଛି, ହାଇକୋର୍ଟଙ୍କ ରାୟ…

ଭୋପାଳ, ୧୫।୧ : ଏକ ମାମଲାର ବିଚାର କରି ମଧ୍ୟପ୍ରଦେଶ ହାଇକୋର୍ଟ କହିଛନ୍ତି ଯେ,ପ୍ରତ୍ୟେକ ଭାରତୀୟ ବାଳିକାଙ୍କର ଶାନ୍ତିରେ ବଞ୍ଚିବାର ଅଧିକାର ରହିଛି। ଏଥିରେ ହସ୍ତକ୍ଷେପକୁ...

Advertisement
Archives

Model This Week