Posted inଜାତୀୟ

ଜମି ବିବାଦକୁ ନେଇ ରକ୍ତ ସଂଘର୍ଷ: ୯ ମୃତ, ୨୫ ଆହତ

ଲକ୍ଷ୍ନୌ, ୧୭।୭: ଉତ୍ତର ପ୍ରଦେଶର ସୋନଭଦ୍ରରେ ବୁଧବାର ଏକ ଜମି ବିବାଦକୁ ଏକ ବିରାଟ ସଂଘର୍ଷ ଉପୁଜିଛି। ଉଭୟ ପକ୍ଷରୁ ହୋଇଥିବା ଗୁଳିବର୍ଷଣରେ ୯ ଜଣଙ୍କ ମୃତ୍ୟୁ ହୋଇଇଥିବାବେଳେ ୨୫ଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ ଅନେକଙ୍କ ଅବସ୍ଥା ଗୁରୁତର ରହିଛି। ସେମାନଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇ ଚିକିତ୍ସା କରାଯାଉଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ସୁରକ୍ଷା ବ୍ୟବସ୍ଥା କଡାକଡି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗରିବଙ୍କୁ ଆହାର ଲାଗି ଜମି ବିକିଲେ

ବେଙ୍ଗାଲୁରୁ,୨୬।୪: କରୋନା ମହାମାରୀ ଯୋଗୁ ଲୋକମାନେ ଆତଙ୍କିତ ହୋଇପଡ଼ିଛନ୍ତି। ଲକ୍‌ଡାଉନ୍‌ ପରେ କାମଧନ୍ଦା ହରାଇ ଗରିବ ଲୋକମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି।...

ରାଜ୍ୟ ସଭା ଏମ୍‌ପି ଭାବେ ଶପଥ ନେଲେ ନିରଞ୍ଜନ

ଭୁବନେଶ୍ୱର/ନୂଆଦିଲ୍ଲୀ,୨୪ା୬: ରାଜ୍ୟ ସଭା ଏମ୍‌ପି ଭାବେ ଶୁକ୍ରବାର ନିରଞ୍ଜନ ବିଶି ଶପଥ ନେଇଛନ୍ତି। ତାଙ୍କୁ ଏହି ଶପଥପାଠ କରାଇଛନ୍ତି ଗୃହର ଅଧ୍ୟକ୍ଷ ଭେଙ୍କେୟା ନାଇଡୁ। ରାଜ୍ୟ...

ସର୍ଭିକାଲ କ୍ୟାନସର ସ୍ବଦେଶୀ ଟିକାକୁ ଡିସିଜିଆଇ ମଞ୍ଜୁରୀ…

ନୂଆଦିଲ୍ଲୀ, ୧୬।୬ : ସେରମ ଇନଷ୍ଟିଚ୍ୟୁଟର କ୍ୱାଡି ଭେଲଣ୍ଟ ହ୍ୟୁମାନ ପାପିଲୋମାଭାଇରସ ଟିକାକୁ ଡିସିଜିଆଇର ବିଶେଷଜ୍ଞ କମିଟି ଦ୍ୱାରା ଅନୁମୋଦନ କରାଯାଇଛି। ଏହି ସ୍ବଦେଶୀ ଟିକା...

ବିଦାହେବେ ଅପାରଗ, ଦୁର୍ନୀତିଗ୍ରସ୍ତ ବାବୁ

ନୂଆଦିଲ୍ଲୀ,୩୦ା୮- ଅପାରଗ ଓ ଦୁର୍ନୀତିଗ୍ରସ୍ତ ବାବୁମାନେ ଆଉ ଅଧିକ ସମୟ ଚାକିରିରେ ରହିପାରିବେ ନାହିଁ। ୫୦ରୁ ୫୫ ବର୍ଷ ବୟସ ହୋଇଥିବା ଓ ୩୦ ବର୍ଷ...

ଗଣବଳାତ୍କାର ପରେ ହତ୍ୟା କରାଯାଇଥିଲା

ଲକ୍ଷ୍ନୌ,୧୯।୧୨(ପି.ଟି.): ଉତ୍ତରପ୍ରଦେଶର ହାଥ୍‌ରସ୍‌ରେ ଦଳିତ ଯୁବତୀଙ୍କୁ ଗଣବଳାତ୍କାର ପରେ ହତ୍ୟା କରାଯାଇଥିଲା। ଏହି ବହୁଚର୍ଚ୍ଚିତ ମାମଲାର ତଦନ୍ତ କରୁଥିବା କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ଶୁକ୍ରବାର...

ମହାରାଷ୍ଟ୍ରରେ କରୋନା ବେକାବୁ: ଗୋଟିଏ ଦିନରେ ଆକ୍ରାନ୍ତଙ୍କ ସଂଖ୍ୟା ୧୬ ହଜାର ଟପିଲା

ମୁମ୍ବାଇ,୧୫।୩: ଦେଶରେ ପୁଣି କରୋନା ସଂକ୍ରମଣ ବଢ଼ିବା ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ମହାରାଷ୍ଟ୍ରରେ ଗୋଟି, ଦିନରେ ସର୍ବାଧିକ ୧୬ ହଜାର ୬୨୦ ଜଣ ଆକ୍ରାନ୍ତଙ୍କୁ...

ଦୁର୍ଦ୍ଦାନ୍ତ ମାଓବାଦୀ ଦମ୍ପତି ଗିରଫ

ରାଞ୍ଚି,୧୨।୧୧: ସିପିଆଇ ମାଓବାଦୀ ସଙ୍ଗଠନର ଦ୍ୱିତୀୟ ସର୍ବୋଚ୍ଚ ନେତା ପ୍ରଶାନ୍ତ ବୋଷ ଏବଂ ତାଙ୍କ ସ୍ତ୍ରୀ ଶୀଲା ମାରାଣ୍ଡିଙ୍କୁ ଶୁକ୍ରବାର ଝାଡ଼ଖଣ୍ଡ ପୋଲିସ ଗିରଫ କରିଛି। ...

ଦୈନିକ ମୃତ୍ୟୁ ସଂଖ୍ୟା ୧୧ ଶହ ଟପିଲା …

ନୂଆଦିଲ୍ଲୀ, ୧।୨ : ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣରେ କମୁଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ଗତ ୨୪...

Advertisement
Archives

Model This Week