ଜମୁର୍ଡାରେ ଗୁଳିକାଣ୍ଡ : ଜଣଙ୍କ ଜୀବନ ଗଲା

ବରଗଡ଼ ଅଫିସ,୧୦ା୬: ବରଗଡ଼ ଟାଉନ ଥାନା ଅନ୍ତର୍ଗତ ଜମୁର୍ଡା ଗ୍ରାମରେ ରବିବାର ବିଳମ୍ବିତ ରାତ୍ରିରେ ଗୁଳିକାଣ୍ଡ ଘଟିଛି । ଗୁଳିକାଣ୍ଡରେ ଜଣଙ୍କର ଜୀବନ ଯାଇଛି। ମୃତକ ଜଣକ ସମ୍ବଲପୁର ଜିଲା ଧମା ଥାନା ଅନ୍ତର୍ଗତ ବରଗାଁ ଗ୍ରାମର ମୂଳବାସିନ୍ଦା ବସନ୍ତ ପ୍ରଧାନ(୫୦)। ସେ ଦୁଇ ବର୍ଷ ହେଲା ଜମୁର୍ଡା ଗ୍ରାମର ନିଜ ସମ୍ପର୍କୀୟଙ୍କ ଘରେ ରହୁଥିଲେ। ରବିବାର ରାତିରେ ଘରଛାତ ଉପରେ ଶୋଇଥିବା ବେଳେ ୩ ଜଣ ଦୁର୍ବୃତ୍ତ ଆସି ଏହି ଗୁଳିକାଣ୍ଡ ଭିଆଇଥିଲୋ। ତାଙ୍କୁ ଗୁରୁତର ଅବସ୍ଥାରେ ବୁର୍ଲା ନିଆ ଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଘଟଣାସ୍ଥଳରେ ପୋଲିସ ପହଞ୍ଚି ପୋଲିସ ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାମରାରେ ଟ୍ରେନ୍‌ ରହଣି ଦାବିରେ ରେଳରୋକୋ

କୁଚିଣ୍ଡା,୩୦।୩(ଡି.ଏନ୍‌.ଏ): ସମ୍ବଲପୁର ଜିଲାର ବାମରା ରେଳ ଷ୍ଟେସନଠାରେ ସମସ୍ତ ଟ୍ରେନ ରହଣି ଦାବିରେ ବୁଧବାର ଅଞ୍ଚଳବାସୀଙ୍କ ପକ୍ଷରୁ ରେଳରୋକୋ ଆନ୍ଦୋଳନ କରାଯାଇଛି। ସକାଳ ୬ଟାରୁ ଆରମ୍ଭ...

ବସ୍‌ ବାଇକ୍‌ ମୁହାଁମୁହିଁ: କଲେଜ ଛାତ୍ରୀଙ୍କ ସହ ୨ ମୃତ

ଦେବଗଡ଼,୯।୭(ଡି.ଏନ୍‌.ଏ.): ଦେବଗଡ଼ ଥାନା ଅନ୍ତର୍ଗତ ହଦମୁଣ୍ଡା ଘାଟି ନିକଟସ୍ଥ ୫୩ ନଂ ଜାତୀୟ ରାଜପଥରେ ମଙ୍ଗଳବାର ଏକ ବସ୍‌ ଓ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା...

ଗୁଳି କରି ଆତ୍ମହତ୍ୟା କଲେ ମହିଳା-ପୁରୁଷ କନ୍‌ଷ୍ଟେବଳ

ପାଟନା, ୧।୯: ବିହାରର ରାଜଧାନୀ ପାଟନାରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ମଙ୍ଗଳବାର ବିଏମ୍‌ପି କ୍ୟାମ୍ପରେ ଜଣେ ମହିଳା ଓ ପୁରୁଷ କନ୍‌ଷ୍ଟେବଳ ନିଜକୁ...

କାର୍ଯ୍ୟରେ ଯୋଗଦେଲେ ସୁବର୍ଣ୍ଣପୁରର ନୂଆ ଜିଲାପାଳ: ମୌଳିକ ସମସ୍ୟାର ସମାଧାନକୁ ଗୁରୁତ୍ୱ

ସୋନପୁର,୧୬।୭(ନି.ପ୍ର.): ସୁବର୍ଣ୍ଣପୁରର ନୂତନ ଜିଲାପାଳଭାବେ ମନୀଷା ବାନାର୍ଜୀ ମଙ୍ଗଳବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହା ପୂର୍ବରୁ ବାନାର୍ଜୀ ଗୃହ ବିଭାଗର ଉପସଚିବ ଭାବେ କାର୍ଯ୍ୟ କରୁଥିଲେ।...

ଗିରଫ ହେଲେ ସୈତାନ ବାପା

ଟେନ୍‌ସା,୨ା୫(ଡି.ଏନ୍‌.ଏ.): ମଦନିଶାରେ ତିନି ୩ ନିଷ୍ପାପ ସନ୍ତାନଙ୍କୁ ହତ୍ୟା କରି ଜଙ୍ଗଲରେ ଲୁଚି ରହିଥିବା ସୈତାନ ବାପାଙ୍କୁ ଜଙ୍ଗଲ ଭିତରୁ ଗିରଫ କରିଛି କୋଇଡା ପୋଲିସ।...

ସ୍ତ୍ରୀଙ୍କୁ ହତ୍ୟା କରି ପୋତି ଦେଇଥିଲେ: ୧୮ ଦିନ ପରେ ମୃତଦେହ ଉଦ୍ଧାର, ଅଭିଯୁକ୍ତ ସ୍ବାମୀଙ୍କ ସହ ୫ ଅଟକ

ସମ୍ବଲପୁର,୧୮।୧ (ବ୍ୟୁରୋ)- ସମ୍ବଲପୁର ଜିଲା ଧନୁପାଲି ଥାନା ବାହାଲପଡାରେ ଜଣେ ମହିଳାଙ୍କୁ ହତ୍ୟା କରିବା ପରେ ସ୍ବାମୀ ପୋତି ଦେଇଥିଲେ। ଶନିବାର ପୋଲିସ ମାଟି ତଳୁ...

ପରସ୍ପରଠୁ ଦୂରତ୍ୱ ରଖି ଶିବିରରେ ବସିଲେ

ସମ୍ବଲପୁର, ୭।୫ (ବ୍ୟୁରୋ)- ଜିଲା ଆଇନସେବା ପ୍ରାଧିକରଣ ପକ୍ଷରୁ ଶିଶୁ ଶ୍ରମିକ ଆଇନ ଆଧାରିତ କରୋନା ସଚେତନତା ଶିବିର ଗୁରୁବାର ଏଡିଆର କେନ୍ଦ୍ର କୋଠା ପରିସରରେ...

ଇଣ୍ଟେରିୟର ହୋମ୍‌ରେ ଲାଗିଛି ୫୦ ଲକ୍ଷ ଠକେଇ ଟଙ୍କା

ଭୁବନେଶ୍ୱର,୧୮।୧(ବ୍ୟୁରେ): କିଡ୍‌ନୀ ଦେବାକୁ କହି ଲୋକଙ୍କଠାରୁ ବହୁ କୋଟି ଟଙ୍କା ଠକେଇ ର଼୍ୟାକେଟ୍‌ର ମାଷ୍ଟରମାଇଣ୍ଡ୍‌ କେନ୍ଦ୍ରାପଡ଼ାର ହିମାଂଶୁ ଭୂଷଣ ନନ୍ଦ ରିମାଣ୍ଡର ଦ୍ୱିତୀୟ ଦିନରେ ପୋଲିସକୁ...

Advertisement
Archives

Model This Week