Posted inଖେଳ

ଜମ୍ବୋ ପାଳିଲେ ୪୯ତମ ଜନ୍ମଦିନ

ନୂଅାଦିଲ୍ଲୀ,୧୭୧୦- ପୂର୍ବତନ ଭାରତୀୟ ଅଧତ୍ନାୟକ ଅନିଲ କୁମ୍ବଲେ ଗୁରୁବାର ୪୯ତମ ଜନ୍ମ ଦିନ ପାଳିଛନ୍ତି ଏହି ଅବସରରେ ଜମ୍ବୋ ଭାବେ ପରିଚିତ କିମ୍ବଦନ୍ତୀ ଲେଗ୍ ସ୍ପିନରକ ପ୍ରଶଂସକ, ସାଥୀ ଖେଳାଳି ଓ ବର୍ତ୍ତମାନ ଖେଳାଳିମାନେ ଶୁଭେଚ୍ଛା ଦେଇଛନ୍ତି ତାଙ୍କ ଶୁଭେଚ୍ଛୁଙ୍କ ତାଲିକାରେ ବୀରେନ୍ଦ୍ର ସେହ୍ବାଗ, ସୌରଭ ଗାଙ୍ଗୁଲି, ଗୌତମ ଗମ୍ଭୀର, ଭିଭିଏସ୍ ଲକ୍ଷ୍ମଣ, ହରଭଜନ ସିଂ, ମହମ୍ମଦ କୈଫଙ୍କ ଭଳି ପୂର୍ବତନ କ୍ରିକେଟର ରହିଛନ୍ତି ସେହ୍ବାଗ ନିଜର ମଜଳିଅା ଅନ୍ଦାଜରେ ଟୁଇଟ୍ କରି ଲେଖତ୍ଛନ୍ତି, କୁମ୍ବଲେ ଭାଇ ଅନ୍ୟତମ ମ୍ୟାଚ୍ ଓ୍ବିନର ଓ ଜଣେ ରୋଲ୍ ମଡେଲଙ୍କୁ ଜନ୍ମ ଦିନର ଅନେକ ଅନେକ ଶୁଭେଚ୍ଛା ତୁମକୁ ଦ୍ୱିତୀୟ ଶତକରୁ ବଞ୍ଚତ୍ତ କରିବା ଲାଗି କ୍ଷମା ପ୍ରାର୍ଥନା କରୁଛି କିନ୍ତୁ ମୁଁ ପ୍ରାର୍ଥନା କରୁଛି ତୁମେ ଜୀବନରେ ଶତକ କର ଅାଉ କେବଳ ୫୧ ଦରକାର ସେହିଭଳି ଗମ୍ଭୀର ଲଖତ୍ଛନ୍ତି, ସବୁଠୁ ବଡ଼ ମ୍ୟାଚ୍ ବିଜେତା କୁମ୍ବଲେଙ୍କୁ ଜନ୍ମ ଦିନର ଶୁଭେଚ୍ଛା ମୁଁ ତୁମଠୁ ବହୁତ କିଛି ଶିକ୍ଷା କରିଛି ଓ ତୁମେ ଜଣେ ଭଲ ଲିଡର କ୍ରିକେଟ ପିଢ଼ିଙ୍କୁ ପ୍ରେରଣା ଦେବା ପାଇଁ ଧନ୍ୟବାଦ ନିକଟରେ କୁମ୍ବଲେଙ୍କୁ ଅାଇପିଏଲ ଫ୍ରାଞ୍ଚାଇଜ କିଙ୍ଗ୍ସ ଏକାଦଶ ପଞ୍ଜାବ ଦଳର ମୁଖ୍ୟ କୋଚ୍ ପଦରେ ନିଯୁକ୍ତ କରାଯାଇଛି କ୍ରିକେଟର କ୍ୟାରିୟରରେ ୬୧୯ ଟେଷ୍ଟ ଓ ୩୩୭ ଦିନିକିଅା ଉଇକେଟ ନେଇଛନ୍ତି ୨୦୦୭ରେ ଇଂଲଣ୍ଡ ବିପକ୍ଷରେ କ୍ୟାରିୟରର ଏକମାତ୍ର ଶତକ କରିଥତ୍ଲେ ୧୯୯୯ ମସିହାରେ ପାକିସ୍ତାନ ବିପକ୍ଷ ଟେଷ୍ଟରେ କୁମ୍ବଲେ ଗୋଟିଏ ଇନିଂସରେ ସମସ୍ତ ୧୦ ଉଇକେଟ ନେଇ ରେକର୍ଡ କରିଥତ୍ଲେ ସେ ଭାରତୀୟ ଦଳର କୋଚ୍ ଦାୟିତ୍ୱରେ ମଧ୍ୟ ଥତ୍ଲେ ତାଙ୍କ ନେତୃତ୍ୱରେ ଭାରତ ଅାଇସିସି ଚାମ୍ପିୟନ୍ସ ଟ୍ରଫି ଫାଇନାଲରେ ପ୍ରବେଶ କରିଥତ୍ଲା ୨୦୧୫ରେ ତାଙ୍କୁ ଅାଇସିସି ହଲ ଅଫ ଫେମ୍ରେ ସାମିଲ କରାଯାଇଥତ୍ଲା


Enter your email to get our daily news in your inbox.

All Right Reserved By Dharitri.Com

କ୍ଷୀର ବିକ୍ରି କରି ଫେରୁଥିବା ବେଳେ ଧକ୍କା ଦେଇଥିଲା ବୁଲେଟ୍, ଚାଲିଗଲା ବୃଦ୍ଧଙ୍କ ଜୀବନ

ଦିଗପହଣ୍ଡି,୩୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ମା ‘ ତାରିଣୀ ମନ୍ଦିର ନିକଟ ରାସ୍ତାରେ ଗତ ଶୁକ୍ରବାର ସକାଳେ ବୁଲେଟ-ବାଇକ ଭିତରେ…

IPL-2026 ଫାଇନାଲ୍‌ରେ ଟସ୍‌ ଜିତିଲା RCB

ଅହମଦାବାଦ,୩୧।୫: ଇଣ୍ଡିଆନ ପ୍ରିମିୟର ଲିଗ୍‌(IPL) ୨୦୨୬ର ଫାଇନାଲ ମ୍ୟାଚ୍‌ ରବିବାର ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଉଛି। ଫାଇନାଲ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ଟସ୍‌…

ବିଧାୟକଙ୍କୁ ପରିଗଣନା ଫର୍ମ ବାଣ୍ଟିଲେ ଭଞ୍ଜନଗର ଉପଜିଲାପାଳ, ବିଏଲଓମାନଙ୍କୁ ଦେଲେ ଏହି ନିର୍ଦ୍ଦେଶ

ଭଞ୍ଜନଗର,୩୧ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଏସ ଆଇ ଆର କାର୍ଯ୍ୟ ଶନିବାର ଠାରୁ ଆରମ୍ଭ ହୋଇଯାଇଛି । ରବିବାର ଭଞ୍ଜନଗର ଉପଜିଲାପାଳ ଉମା ଶଙ୍କର…

ଯୁବକଙ୍କ ଉପରେ ଚଢ଼ିଗଲା ହାଇଓ୍ବା; ଯୁବକ ମୃତ, ଘଟଣାସ୍ଥଳରେ ଚାପା ଉତ୍ତେଜନା

ବାଙ୍କୀ,୩୧ା୫(ଶୁଭେନ୍ଦୁ ମହାପାତ୍ର): କଟକ ଜିଲା ବାଙ୍କୀ ଉପଖଣ୍ଡ ବୈଦେସ୍ଵର ଥାନା ଅନ୍ତର୍ଗତ ଖଳିପଲ୍ଲୀ ମୁଖ୍ୟ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଯାଇଛି । ଶନିବାର ବିଳମ୍ବିତ ରାତିରେ ଏକ…

ରାଉତିଆ ସମାଜକୁ ଅନୁସୂଚିତ ଜନଜାତି ମାନ୍ୟତା ଦାବି ତେଜିଲା

କୁତ୍ରା,୩୧ା୫(ଦେବାଶିଷ ସାହୁ): ସୁନ୍ଦରଗଡ଼ ଜିଲା କୁତ୍ରା ବ୍ଲକ ଅଧୀନ କଟଙ୍ଗଝରିଆ ଗ୍ରାମରେ ରବିବାର ଅଖିଳ ଭାରତୀୟ ରାଉତିଆ ସମାଜର ଏକ ରାଜ୍ୟସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ…

କାଳବୈଶାଖୀ ପ୍ରଭାବ: ୨୪ ଘଣ୍ଟା ପରେ ବି ଅନ୍ଧାରରେ ଦାରିଙ୍ଗବାଡ଼ି, କରେଣ୍ଟ୍‌ ଗଲେ ବିଏସ୍‌ଏନଏଲ୍‌ ସେବା ଅଚଳ

ଦାରିଙ୍ଗବାଡ଼ି,୩୧ା୫(ଅରୁଣ ସାହୁ): କନ୍ଧମାଳ ଜିଲାରେ ଗତ କିଛିଦିନ ହେଲା କାଳବୈଶାଖୀର ପ୍ରଭାବରେ ଅଞ୍ଚଳ ପ୍ରଭାବିତ ହେଉଛି। ଚଳିତ ସପ୍ତାହରେ ଦୁଇଥର ଜିଲାରେ ବିଦ୍ୟୁତ ସେବା ସମ୍ପୂର୍ଣ୍ଣ ଅଚଳ…

ଗୋଟିଏ ଦିନରେ ୧୨ ଅଟୋ ଜବତ କଲା ପୋଲିସ, ଏକାଧିକ ମାମଲା ରୁଜୁ କରି…

ଦାରିଙ୍ଗବାଡ଼ି,୩୧ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପୋଲିସ ଏବେ ଆକ୍ସନ ମୋଡ୍‌ରେ ରହିଛି। ଗୋଟିଏ ଦିନରେ ରବିବାର ୧୨ଟି ଯାତ୍ରୀବାହୀ ଅଟୋ ଉପରେ ନେଇଛି ଦୃଢ଼ କାର୍ଯ୍ୟାନୁଷ୍ଠାନ।…

ପ୍ରେମିକାଙ୍କୁ ଭେଟିବା ପାଇଁ କରିଥିଲେ ସୀମା ପାର୍, ଯୁବକଙ୍କୁ LOCରେ….

ଶ୍ରୀନଗର,୩୧ା୫: ଜମ୍ମୁ କଶ୍ମୀରର ବାରାମୁଲ୍ଲା ଜିଲ୍ଲାର ଉରି ସେକ୍ଟରରେ ନିୟନ୍ତ୍ରଣ ରେଖା ପାର କରି ଭାରତରେ ପ୍ରବେଶ କରିବାକୁ ଚେଷ୍ଟା କରୁଥିବା ଜଣେ ପାକିସ୍ତାନୀ ଅନୁପ୍ରବେଶକାରୀଙ୍କୁ ଭାରତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri