Posted inଜାତୀୟ

ଜମ୍ମୁରୁ ହଟାଇ ଦିଆଗଲା ଧାରା ୧୪୪

ଶ୍ରୀନଗର,୯।୮:ଅନୁଚ୍ଛେଦ ୩୭୦ ଓ ୩୫(ଏ)କୁ ଜମ୍ମୁ-କଶ୍ମୀରରୁ ହଟାଇ ଦିଆଯିବ ପରେ ଏଠାରେ ୧୪୪ ଧାରା ଜାରି କରାଯାଇଥିଲା। ପ୍ରଧାନମନ୍ତ୍ରୀ ମୋଦି ସରକାରଙ୍କ ଏହି ଐତିହାସିକ ଘୋଷଣା ପରେ ସୁରକ୍ଷାକୁ ଦୃଷ୍ଟିରେ ରଖି ସେଠାରେ ୧୪୪ ଧାରା ଜାରି କରାଯାଇଥିଲା। ଏବେ ସେଠାରେ ପରିସ୍ଥିତି ଶାନ୍ତ ଓ ସ୍ବାଭାବିକ ଥିବା ବେଳେ ସାଧାରଣ ଜନତା ରାସ୍ତାକୁ ବାହାରି ପାରୁଥିବାରୁ ଜମ୍ମୁରୁ ଶୁକ୍ରବାର ୧୪୪ ଧାରା ହଟାଇ ଦିଆଯାଇଛି। ଶୁକ୍ରବାର କିଛି ଶିକ୍ଷାନୁଷ୍ଠାନକୁ ମଧ୍ୟ ଖୋଲି ଦିଆଯାଇଥିବା ସୂଚନା ମିଳିଥିଲା। ଜିଲା ମାଜିଷ୍ଟ୍ରେଟ୍‌ ସୁଷମା ଚୌହାନ କହିଛନ୍ତି, ଅଗଷ୍ଟ ୧୦ସୁଦ୍ଧା ସମସ୍ତ ଶିକ୍ଷାନୁଷ୍ଠାନ ଖୋଲି ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ସାନିଟାଇଜରରେ କ୍ଷତିକାରକ ମିଥାନଲ୍‌: ଆଖିକୁ କରିଦେବ ନଷ୍ଟ !

ନୂଆଦିଲ୍ଲୀ, ୨।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ସଂକ୍ରମଣରୁ ଦୂରେଇ ରହିବା ପାଇଁ ନିୟମିତ ଅନ୍ତରରେ ହାତ ଧୋଇବା, ସାମାଜିକ ଦୂରତା ବଜାୟ...

ମହାରାଷ୍ଟ୍ର ରାଜ୍ୟପାଳଙ୍କୁ ଭେଟିଲେ କଙ୍ଗନା

ମୁମ୍ବାଇ,୧୩ ।୯: ବଲିଉଡ୍ ଅଭିନେତ୍ରୀ କଙ୍ଗନା ରାନାୱତ ଓ ମହାରାଷ୍ଟ୍ରର ଶିବସେନା ସରକାରଙ୍କ ମଧ୍ୟରେ ଲାଗି ରହିଛି ବିବାଦ । ଏହାରି ଭିତରେ ବିଏମ୍‌ସି ପକ୍ଷରୁ...

ବୃଦ୍ଧାଶ୍ରମରେ ପ୍ରତି ଗୁରୁବାର ଛୋଟ ପିଲାଙ୍କୁ ଦିଆଯାଉଛିି ନୈତିକ ମୂଲ୍ୟବୋଧ ଶିକ୍ଷା

ଭୋପାଳ,୨୮।୮: ମଧ୍ୟପ୍ରଦେଶ କୋଲାରଠାରେ ଥିବା ଆପନା ଘର ବୃଦ୍ଧାଶ୍ରମରେ ପ୍ରତି ଗୁରୁବାର ଏଠାରେ ରହୁଥିବା ବୃଦ୍ଧାବୃଦ୍ଧଙ୍କ ପକ୍ଷରୁ ନୈତିକ ମୂଲ୍ୟବୋଧ ଶିକ୍ଷାଦାନ କରାଯାଉଛି। ଅପରାହ୍ନ ୪ଟା...

ରାମବାଗରେ ମିଳିତ ସୁରକ୍ଷାକର୍ମୀ ଆତଙ୍କବାଦୀ ମୁହାଁମୁହିଁ

ଶ୍ରୀନଗର, ୧୨।୧୦: ଜମ୍ମୁ-କଶ୍ମୀରର ଶ୍ରୀନଗରର ରାମବାଗ ଅଞ୍ଚଳରେ ମିଳିତ ସୁରକ୍ଷାକର୍ମୀ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଏନ୍‌ କାଉଣ୍ଟରରେ ୨ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ମୃତ ଆତଙ୍କବାଦୀଙ୍କ...

‘ଦୁର୍ନୀତି ସାବ୍ୟସ୍ତ ହେଲେ, ସର୍ବସମ୍ମୁଖରେ ମୁଁ ଫାଶୀ ଦେବି’

କୋଲକାତା,୫।୯: ଯଦି କୌଣସି କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା ମୋ ବିରୋଧରେ ଦୁର୍ନୀତି ପ୍ରମାଣ କରି ଦିଅନ୍ତି, ତେବେ ମୁଁ ସର୍ବସମ୍ମୁଖରେ ଫାଶୀରେ ଝୁଲିବି। କୋଇଲା ଦୁର୍ନୀତି...

ଓଡ଼ିଶା ଉପକୂଳରେ ସ୍ଥଳଭାଗ ଛୁଇଁବ ‘ଫନୀ’

ନୂଆଦିଲ୍ଲୀ,୨୯।୪: ଆଇଏମ୍‌ଡିର ସୂଚନା ଅନୁଯାୟୀ ଘୂର୍ଣ୍ଣିଝଡ଼ ‘ଫନୀ’ ଅଧିକ ଘନିଭୁତ ହୋଇ ୩୦ ତାରିଖ ସୁଦ୍ଧା ଓଡ଼ିଶା ଉପକୂଳ ଛୁଇଁବ। ମେ ୧ ସୁଦ୍ଧା ଏହା...

ରାତିରେ ଗଢା ହୋଇଛି ସରକାର ରାତିରେ ହିଁ ଭାଙ୍ଗିବ: ଜୟନ୍ତ ପାଟିଲ

ମୁମ୍ବାଇ,୨୫।୧୧: ମହାରାଷ୍ଟ୍ରରେ ସରକାର ଗଠନ କରିବାର ଗୋଟିଏ ଦିନ ପରେ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିସ ଉପ ମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କୁ ରବିବାର ବିଳମ୍ବିତ ରାତିରେ ସାକ୍ଷାତ୍‌...

ମୁମ୍ବାଇରେ କରୋନାର ନୂଆ ଷ୍ଟ୍ରେନ୍‌!

ମୁମ୍ବାଇ,୧୦ ।୧: କରୋନା ଭ୍ୟାକ୍ସିନ ଆସିବା ପରେ ଏବେ ଅଧିକାଂଶ ଦେଶ ଟିକାକରଣ ପାଇଁ ବ୍ୟସ୍ତ ହୋଇ ପଡିଛନ୍ତି । ଏହାପରେ ବି ବ୍ରିଟେନରେ ଦେଖାଦେଇଥିବା...

Advertisement


Archives

Model This Week