ଜମ୍ମୁ,୨୧।୯: ଦକ୍ଷିଣ କଶ୍ମୀରର ପୁଲଓ୍ବାମାରେ ପୋଲିସ ରେଡ୍ କରୁଥିବା ସମୟରେ ଶନିବାର ଜୈଶ-ଇ-ମହମ୍ମଦ ଆତଙ୍କବାଦୀ ସଙ୍ଗଠନର ୨ ଓଭର ଗ୍ରାଉଣ୍ଡ କର୍ମୀଙ୍କୁ ଗିରଫ କରିଥିବା ଜଣାପଡିଛି। ପୂର୍ବରୁ କଠଓ୍ବାରୁ ଗିରଫ ହୋଇଥିବା ୩ ଆତଙ୍କବାଦୀଙ୍କୁ ଏମାନେ ସହଯୋଗ କରୁଥିବା ଅଭିଯୋଗରେ ଗିରଫ ହୋଇଥିବା କୁହାଯାଉଛି।
ଜମ୍ମୁ,୨୧।୯: ଦକ୍ଷିଣ କଶ୍ମୀରର ପୁଲଓ୍ବାମାରେ ପୋଲିସ ରେଡ୍ କରୁଥିବା ସମୟରେ ଶନିବାର ଜୈଶ-ଇ-ମହମ୍ମଦ ଆତଙ୍କବାଦୀ ସଙ୍ଗଠନର ୨ ଓଭର ଗ୍ରାଉଣ୍ଡ କର୍ମୀଙ୍କୁ ଗିରଫ କରିଥିବା ଜଣାପଡିଛି। ପୂର୍ବରୁ କଠଓ୍ବାରୁ ଗିରଫ ହୋଇଥିବା ୩ ଆତଙ୍କବାଦୀଙ୍କୁ ଏମାନେ ସହଯୋଗ କରୁଥିବା ଅଭିଯୋଗରେ ଗିରଫ ହୋଇଥିବା କୁହାଯାଉଛି।
ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ୧ ନଂ ୱାର୍ଡ଼ ପୁଞ୍ଜିକଂୟା ଛକ ସ୍ଥିତ ମା ‘ ସିଂହବାହିନୀ ଦୂର୍ଗାପୂଜା କମିଟିର ପ୍ରସ୍ତୁତି ବୈଠକ…
ନୂଆଦିଲ୍ଲୀ,୧୫।୯: ଆଣ୍ଡ୍ରଏଡ୍ ଫୋନ୍ ବ୍ୟବହାର କରୁଥିଲେ ସାବଧାନ । ଭାରତ ସରକାରଙ୍କ କମ୍ପ୍ୟୁଟର ଇମର୍ଜେନ୍ସି ରେସପନ୍ସ ଟିମ୍ (CERT-In) ପକ୍ଷରୁ ଆଣ୍ଡ୍ରଏଡ୍ ୟୁଜର୍ସଙ୍କ ପାଇଁ ହାଇ-ରିସ୍କ ସୁରକ୍ଷା…
ସମ୍ବଲପୁର,୧୫।୯(ପ୍ରମୋଦ ବହିଦାର): ପଶ୍ଚିମ ଓଡ଼ିଶାର ମହାନ କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ପାଇଁ ସାରା ସମ୍ବଲପୁର ଉତ୍ସବମୁଖର ହୋଇଉଠିଛି । ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ପୀଠରେ…
କୋଲକାତା,୧୫।୯: ପଶ୍ଚିମବଙ୍ଗର ନନ୍ଦିଗ୍ରାମ ବିଧାନସଭା ଆସନର ଉପନିର୍ବାଚନକୁ ନେଇ ଭାଜପା ବଡ଼ ଦାଉ ଖେଳିଛି। ଦଳ ଏହି ଆସନ ପାଇଁ ହାସିରାଣୀ ରଥଙ୍କୁ ପ୍ରାର୍ଥୀ କରିଛି। ହାସିରାଣୀ…
ମୁମ୍ବାଇ,୧୫।୯: ମୁମ୍ବାଇର ଘାଟକୋପର ପୂର୍ବ ନିର୍ବାଚନ ମଣ୍ଡଳୀର ଭାଜପା ବିଧାୟକ ପରାଗ ଶାହାଙ୍କ ମୋଟ ସମ୍ପତ୍ତିର ମୂଲ୍ୟ ୫,୦୦୦ କୋଟି ଟଙ୍କା। ଟଙ୍କା ଦ୍ୱାରା କିଣାଯାଇପାରୁଥିବା ସମସ୍ତ…
ଉଦଳା,୧୫।୯(ସନ୍ତୋଷ ବାଛିନୀ): ଭୟଙ୍କର ଦୁର୍ଘଟଣା। ଦୃତଗତିରେ ବାଇକ ଚଲାଇ ଆସୁଥିବା ବେଳେ ଏକ ଗଛରେ ପିଟି ହୋଇ ତଳେ ପଡିଯାଇଥିଲେ ଯୁବକ । ଦୁର୍ଘଟଣା ଏତେ ଭୟଙ୍କର…
ନୂଆଦିଲ୍ଲୀ,୧୫।୯: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଦ୍ୱିତୀୟ T20 ମ୍ୟାଚ ଆରମ୍ଭ ହେବାକୁ ଯାଉଛି। ତେବେ ଏହା ପୂର୍ବରୁ ପ୍ରଥମ T20ରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ପ୍ଲେଇଂ ଇଲେଭେନ୍ରୁ…
ନୂଆଦିଲ୍ଲୀ,୧୫।୯: ଭାରତୀୟ କ୍ରିକେଟ ଦଳ ବର୍ତ୍ତମାନ ଏକ ସୁବର୍ଣ୍ଣଯୁଗ ଦେଇ ଗତି କରୁଛି ଏବଂ ବିଶ୍ୱ କ୍ରିକେଟରେ ଏହାର ପ୍ରଭାବଶାଳୀ ସ୍ଥିତି ରହିଛି; ତଥାପି, ପୂର୍ବତନ କିମ୍ବଦନ୍ତୀ…